ମାଇଁ ଲଡ୍ ହ୍ବାଟ୍ସଆପ୍କୁ ବ୍ୟାନ୍ କରନ୍ତୁ, ସୁପ୍ରିମକୋର୍ଟରେ ଏହି ଆବେଦନ ପହଞ୍ଚିବା ପରେ ଜଜ୍ କଲେ ଏମିତି…
ନୂଆଦିଲ୍ଲୀ,୧୪ା୧୧: ସୁପ୍ରିମକୋର୍ଟଙ୍କଠାରୁ ହ୍ବାଟ୍ସଆପ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟରେ ଏକ ପିଟିଶନ ଆସିଥିଲା। ଯେଉଁଥିରେ ହ୍ବାଟ୍ସଆପ୍ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରାଯାଇଥିଲା। ଏହି ମାମଲାର ଶୁଣାଣି ପାଇଁ ଦୁଇଜଣ ବିଚାରପତିଙ୍କ ଏକ ବେଞ୍ଚ ବସିଥିଲା। ଏହି ଯୁକ୍ତି ଶୁଣିବା…
ବର୍ଡର-ଗାଭାସ୍କର ଟ୍ରଫି ପୂର୍ବରୁ ଅଷ୍ଟ୍ରେଲିଆକୁ ଚେତାବନୀ ଦେଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୧୪।୧୧: ନଭେମ୍ବର ୨୨ରୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ର ପ୍ରଥମ ଟେଷ୍ଟ ଆରମ୍ଭ ହେବ। ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ୍ ଫାଇନାଲ୍ ଖେଳିବାକୁ ହେଲେ ଏହି ସିରିଜ ଜିତିବା ଟିମ ଇଣ୍ଡିଆ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଯଦି ଭାରତୀୟ…
ଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ
କାମାକ୍ଷାନଗର,୧୪ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏକତାଳି ଗ୍ରାମରେ ଗୁୁରୁବାର ସକାଳେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡ଼ି ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ହୋଇଛି। ସେମାନେ ସମ୍ପର୍କରେ ଦାଦା ପୁଅ ଓ ବଡ଼ବାପା ପୁଅ ହୋଇଥିବା ଜଣାପଡ଼ିଛି। ମୃତକ…
କୋଚିଂ ସେଣ୍ଟରଗୁଡିକ ପାଇଁ ଆସିଲା ନୂଆ ଗାଇଡଲାଇନ୍: ଏଣିକି ବିନା…
ନୂଆଦିଲ୍ଲୀ,୧୪।୧୧: କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ) କୋଚିଂ ସେଣ୍ଟର ଦ୍ୱାରା ଦିଆଯାଇଥିବା ବିଭ୍ରାନ୍ତିକର ତଥା ପ୍ରତାରଣାକାରୀ ବିଜ୍ଞାପନ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି। ଏହି ନିର୍ଦ୍ଦେଶାବଳୀଗୁଡିକର ମୂଳ ଉଦ୍ଦେଶ୍ୟ ହେଉଛି ଛାତ୍ରୀଛାତ୍ରମାନଙ୍କୁ ଯେକୌଣସି ପ୍ରକାରର…
ଆସନ୍ତାକାଲିଠାରୁ ଐତିହାସିକ ବାଲିଯାତ୍ରା: ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
କଟକ,୧୪ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିନ୍ଦେ। ଶୁକ୍ରବାର ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଏହି ମେଳାକୁ…
ସାତସାନ ଯୁବକଙ୍କ ପ୍ରେମରେ ଉବୁଟୁବୁ ୪୯ ବର୍ଷୀୟା ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ଅମିଶା ପଟେଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ବୃତ୍ତିଗତ ଜୀବନ ଅପେକ୍ଷା ବ୍ୟକ୍ତିଗତ ଜୀବନ ପାଇଁ ଆଲୋଚନାକୁ ଆସିଛନ୍ତି। ୪୯ ବର୍ଷୀୟ ଅମିଷାଙ୍କର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ସେ ଜଣେ ଯୁବକଙ୍କ…
ଜୟନାରାୟଣଙ୍କ ଆଗୁଆ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
ଭୁବନେଶ୍ୱର/ସମ୍ବଲପୁର,୧୪ା୧୧: ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ଜଣେ ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଜୟନାରାୟଣ କୋର୍ଟରେ ଆଗୁଆ ଜାମିନ ନିବେଦନ କରିଥିଲେ। ତେବେ ପ୍ରଥମେ ମାନ୍ୟବର ହାଇକୋର୍ଟ ଜୟନାରାୟଣଙ୍କ ଏହି ଆବେଦନକୁ ଖାରଜ କରିଦେଇଥିଲେ।ପରେ…
ସଲମାନଙ୍କ ପୂର୍ବ ପ୍ରେମିକାଙ୍କୁ ମରଣାନ୍ତକ ଆକ୍ରମଣ
ବମ୍ବେ: ବିବାଦରେ ରହି ଆସୁଥିବା ଅଭିନେତ୍ରୀ ସୋମି ଅଲିଙ୍କ ଉପରେ ହୋଇଛି ମରଣାନ୍ତକ ଆକ୍ରମଣ। ମାନବ ଚାଲାଣ ଶିକାର ହୋଇଥିବା ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ହାତ ଭାଙ୍ଗି ଯାଇଛି। ଏପରିକି ତାଙ୍କ ଶରୀରର ଅନେକ ସ୍ଥାନରେ ଆଘାତ…
ଘାଟିରୁ ଜବତ ହେଲା ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ, ବଢ଼ିଲା ପୋଲିସର ଚିନ୍ତା
ପଟାଙ୍ଗି,୧୪ା୧୧(ଶରତ ଧଳ): ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ ଜବତ ନେଇ ପୋଲିସ ପାଇଁ ଚିନ୍ତା ବଢ଼ିଛି। ଏହିପରି ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ। ସୂଚନାନୁଯାୟୀ, ଜୟପୁର ଅଞ୍ଚଳର ପାଓ୍ବାରହାଉସ ନିକଟ ପାଇଲ ବାସିନ୍ଦା ରାଧାକୃଷ୍ଣ…
ଖଟ ଉପରେ ଶୋଇଥିଲେ ବୃଦ୍ଧା, ଘରେ ପଶି ଝୁଣି ମାରିଦେଲା କୁକୁର
ଭୋଗରାଇ,୧୪ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜୟରାମପୁର ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ୬୫ ବର୍ଷୀୟା ରୋଗାଗ୍ରସ୍ତା ବୃଦ୍ଧା ଏକୁଟିଆ ଖଟ ଉପରେ ଶୋଇଥିଲାବେଳେ ଏକ ପାଗଳା କୁକୁର କାନ୍ଥ ଡେଇଁ ଘରେ…
ଡାହାଣ ଆଖିରେ ଯନ୍ତ୍ରଣା ହେଉଥିଲା, ବାମ ଆଖିର ଅପରେଶନ କରିଦେଲେ ଡାକ୍ତର
ନୂଆଦିଲ୍ଲୀ,୧୪।୧୧: ରାଜଧାନୀ ଦିଲ୍ଲୀର ଗ୍ରେଟର ନୋଏଡ଼ାରୁ ଡାକ୍ତରଙ୍କ ଅବହେଳାର ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ଡାକ୍ତରଖାନାରେ ବାମ ଆଖିର ଚିକିତ୍ସା କରାଇବାକୁ ଆସିଥିବା ୭ ବର୍ଷୀୟ ନାବାଳକଙ୍କୁ ଚେତାଶୂନ୍ୟ କରି ତାଙ୍କ ଡାହାଣ ଆଖି ଅପରେଶନ କରି ଦିଆଯାଇଛି।…
ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍ରେ ଗାଁକୁ ଗଲା ମୃତଦେହ
ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ରୋଗୀଙ୍କ ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି। ଫଳରେ ବାଇକ୍ରେ ମୃତଦେହ ଗାଁକୁ ବୁହାହୋଇଛି। ରାଜ୍ୟ ସରକାର ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ…
Archives


