Home

କୁମ୍ଭାରୀଗାଁ ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ପାଣି କାଦୁଅ ଭର୍ତ୍ତି: ଲୋକେ ହନ୍ତସନ୍ତ

ବ୍ରାହ୍ମଣୀଗାଁ,୩୦ା୫ (ମନୋରଞ୍ଜନ ରଣା):ଦାରିଙ୍ଗବାଡି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ଜଣାଶୁଣା କୁମ୍ଭାରୀଗାଁକୁ ଭଲ ରାସ୍ତା ଖଣ୍ଡେ ନାହିଁ। ୧୧ଟି ୱାର୍ଡ଼କୁ ନେଇ ଏହି ପଞ୍ଚାୟତ ଗଠିତ ଥିବା ବେଳେ ଏହାର ଜନ ସଂଖ୍ୟା ପ୍ରାୟ ୫ ହଜାରରୁ ଅଧିକ ରହିଥିବା ଜଣାପଡ଼ିଛି।…

୨ ଦିନ ହେବ ନିଖୋଜ ଥିଲେ ମହିଳା: ମିଳିଲା ମୃତଦେହ, ବଢୁଛି ସନ୍ଦେହ

ଥୁଆମୂଳ ରାମପୁର,୩୦ା୫ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ଗ୍ରାମର ଜଣେ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, କାଶୀପୁର ଥାନା ଅଡାଜୋର ପଞ୍ଚାୟତ ଅଧୀନ ଜୋଡ଼ାଆମ୍ବ ଗ୍ରାମର କାଳିଦାସ ନାଏକଙ୍କ…

ଏଣିକି ମୋବାଇଲରେ ଚାଷୀ ପାଇବେ ପାଣିପାଗ ସୂଚନା: ଆଇଏମ୍‌ଡି ଆଣୁଛି ଏଆଇ ସର୍ଭିସ୍‌ ‘ମୌସମ୍‌ ଜିପିଟି’

ନୂଆଦିଲ୍ଲୀ,୩୦ା୫:ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଖୁବ୍‌ଶୀଘ୍ର ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଚାଳିତ ଏକ ଆପ୍‌ ଲଞ୍ଚ କରାଯିବ। ‘ମୌସମ୍‌ ଜିପିଟି’ ନାମକ ଏହି ଆପ୍‌ ଜରିଆରେ ସ୍ଥାନୀୟ ପାଣିପାଗ ସମ୍ପର୍କିତ ସୂଚନା ଆଞ୍ଚଳିକ ଭାଷାରେ ଯୋଗାଇ ଦିଆଯିବ। ଉକ୍ତ ସୂଚନା…

ସାମାନ୍ୟ ବର୍ଷାରେ ମହୁଲପାଟଣା-ମୁଖୀଗୁଡ଼ା ରାସ୍ତା ବେହାଲ

ଥୁଆମୂଳ ରାମପୁର,୨୯ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲ ପାଟଣା – ମୁଖୀଗୁଡ଼ା ମୁଖ୍ୟ ଘାଟି ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ରାସ୍ତାଟି ବିଗତ ଦିନରେ ଇନ୍ଦ୍ରାବତୀ ଜଳବିଦ୍ୟୁତ ପ୍ରକଳ୍ପର ଅଧୀନରେ ହୋଇଛି ଯାହାକି ବିଭିନ୍ନ ଗେଟ୍‌…

ଡେଙ୍ଗୁରା ପିଟି ଓ୍ବାରେଣ୍ଟିଙ୍କ ନାଁରେ ଲଟ୍‌କା ଜାରି କଲା ପୋଲିସ

ବଲାଙ୍ଗୀର,୨୯ା୫(ସୁନୀଲ କୁମାର ମହାନ୍ତି): କୋର୍ଟରେ ହାଜର ହୋଇ ନ ଥିବା ବିଭିନ୍ନ ମାମଲାର ଓ୍ବାରେଣ୍ଟିମାନଙ୍କ ବିରୋଧରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପକ୍ଷରୁ ଲଟ୍‌କା ଜାରି କରାଯାଇଛି। ସହରର ଟିକ୍ରାପଡ଼ା, ମାଲପଡ଼ା, ଇନ୍ଦିରାନଗର, ମାଲଗୋଦାମପଡ଼ା, ପ୍ରତାପସାଗର ପଡ଼ା ସମେତ ବିଭିନ୍ନ ପଡ଼ାରେ…

ମୋଦିଙ୍କୁ ଏମିତି ଚ୍ୟାଲେଞ୍ଜ ଦେଲେ ମମତା ବାନାର୍ଜୀ: କହିଲେ, ଯଦି ସାହସ ଅଛି…

କୋଲକାତା,୨୯।୫: ପଶ୍ଚିମବଙ୍ଗ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିଏମସି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଏହା ପରେ ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବଙ୍ଗଳା ବିରୋଧରେ ବୟାନବାଜି ଠିକ ନୁହେଁ। ପ୍ରଧାନମନ୍ତ୍ରୀ ମୋଦି ଆଜି…

୧୦ ଦଳିତ ପରିବାରକୁ ନିଆଁପାଣି ବାସନ୍ଦ: କଥା ହେଲେ ଦେବାକୁ ପଡୁଛି ଏତିକି ଟଙ୍କା ଜରିମାନା

ଧରାକୋଟ,୨୯।୫(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସରକାରୀ କାମକୁ ନେଇ ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡଗଡ ଥାନା ଅନ୍ତର୍ଗତ ପ୍ରତାପ ପୁର ଗ୍ରାମର ୧୦ ଦଳିତ ପରିବାରକୁ ସାମାଜିକ ବାସନ୍ଦ କରାଯାଇଛି l ଗ୍ରାମରେ କଙ୍ଗାରୁ କୋର୍ଟ ଜରିଆରେ ଦୀର୍ଘ ତିନି ମାସ…

କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା,୨୯ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ ୧ଲକ୍ଷ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗାଡ଼ିରେ ଯିବା ବେଳେ ମାଡ଼ି…

୫ ଟନ୍‌ ମାଓବାଦୀ ବିସ୍ଫୋରକ ଲୁଟ୍‌ ଘଟଣା: ରାଉରକେଲାରେ NIAଟିମ୍‌-DG

ରାଉରକେଲା,୨୯ା୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା କାର୍ଯ୍ୟାଳୟରେ ପୋଲିସ ଡିଜି, ଆଇଜି, ପଶ୍ଚିମାଞ୍ଚଳ ଡିଆଇଜି, ସୁନ୍ଦରଗଡ଼ ଏସ୍‌ପି ଏବଂ ପୋଲିସ ଜିଲାର ଅଧିକାରୀମାନଙ୍କୁ ନେଇ ଚାଲିଥିବା ବୈଠକ ଶେଷ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଲୁଟ୍‌ ହୋଇଥିବା ମାଓବାଦୀ ବିସ୍ଫୋରକ ଦ୍ରବ୍ୟ ଉଦ୍ଧାର…

ସ୍ବାମୀଙ୍କ ପାଇଁ ଭାତ ନେଇ ବିଲକୁ ଯାଉଥିଲେ ମହିଳା, ପଡ଼ିଲା ଘଡଘଡ଼ି: ଚାଲିଗଲା ୨ ଜୀବନ

ଅତାବିରା,୨୯।୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅଞ୍ଚଳରେ ବଜ୍ରପାତରେ ଗୁରୁବାର ମଧ୍ୟାହ୍ନରେ ୨ ଜଣ ମହିଳାଙ୍କ ଜୀବନ ଯାଇଛି l ଗତ ପାଞ୍ଚ ଦିନ ହେଲା ଅତାବିରା ଅଞ୍ଚଳରେ ଅଦିନିଆ ବର୍ଷା ସାଙ୍ଗକୁ ଘଡଘଡି, ବଜ୍ରପାତ ଝଡ଼ ବତାସ ଲାଗି…

ଦିଦିଙ୍କ ଉପରେ ରାଗିକି ନିଆଁବାଣ ମୋଦି: ଜାଣନ୍ତୁ କାହିଁକି

କୋଲକାତା,୨୯।୫: ପଶ୍ଚିମବଙ୍ଗ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମମତା ବାନାର୍ଜୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆଲିପୁରଦୁଆରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟର ଟିଏମସି ସରକାରଙ୍କ ନିଷ୍ଠୁରତାର ଏକ ଉଦାହରଣ ବୋଲି କହିଛନ୍ତି। ମମତା ସରକାରଙ୍କୁ…

ମିଡ୍‌ନାଇଟ୍‌ କଥା ଏବେ ବି ଭୁଲିନି, ମୋତେ ଫସାଇଥିଲେ ଏବେ ଭୋଗୁଛନ୍ତି, କାହାକୁ ଇଙ୍ଗିତ କରି କହିଲେ ପ୍ରଭାତ

ଭୁବନେଶ୍ୱର,୨୯ା୫: ୧୨ ବର୍ଷ ତଳର ମିଡ୍‌ନାଇଟ୍‌ ଅପରେଶନ କଥାକୁ ମନେ ପକାଇଛନ୍ତି ବିଜେଡି ନେତା ପ୍ରଭାତ ବିଶ୍ବାଳ। ମେ’ ୨୯କୁ ଜୀବନରେ କେବେ ଭୁଲି ପାରିବିନି ବୋଲି କହିଛନ୍ତି ପ୍ରଭାତ। ସେ ଆହୁରି ମଧ୍ୟ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?