୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ
ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍ପିଡିଏସି) ଗଠିତ ହୋଇଛି। ଅଥଚ ୧୪ା୯ା୨୦୧୬ ପରେ ତଥା ଠିକ ୮ ବର୍ଷ ପରେ ଶନିବାର…
କଂଗ୍ରେସର ମାଷ୍ଟରଷ୍ଟ୍ରୋକ: ଭାଜପା ସହଯୋଗୀକୁ ଲାଗିଲା ବଡ଼ ଝଟ୍କା
ବେଙ୍ଗାଲୁରୁ,୨୧।୯: କର୍ନାଟକରେ ଜନତା ଦଳ ଧର୍ମନିରପେକ୍ଷ (ଜେଡିଏସ)କୁ ଏକ ବଡ଼ ଝଟ୍କା ଲାଗିଛି। ଚାନ୍ନାପାଟନା ସିଟି ମ୍ୟୁନିସିପାଲିଟି କାଉନସିଲରେ ୧୬ଜଣ ଜେଡିଏସ କାଉନସିଲରଙ୍କ ମଧ୍ୟରୁ ୧୩ଜଣ କଂଗ୍ରେସରେ ଯୋଗ ଦେଇଛନ୍ତି। ଦଳରେ ଏତେ ସଂଖ୍ୟକ କାଉନସିଲରଙ୍କ ଅନ୍ତର୍ଭୁକ୍ତ ହେବା ଉପମୁଖ୍ୟମନ୍ତ୍ରୀ ଡି.କେ…
ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍ସିଏସ୍ଙ୍କୁ ତଦନ୍ତ ନିର୍ଦ୍ଦେଶ
ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ ସମବାୟ ସମିତିର ନିବନ୍ଧକ (ଆରସିଏସ୍) ହସ୍ତକ୍ଷେପ କରିଛନ୍ତି। ଏହି ମର୍ମରେ ଆର୍ସିଏସ୍ ପକ୍ଷରୁ ଯୁଗ୍ମ…
ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍ ସମ୍ପର୍କରେ ସମୀକ୍ଷା ନାହିଁ
କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ ଅବଗତ। ଏହାକୁ ଜାତୀୟ ଉଦ୍ୟାନ ଓ ରାମସାର ସାଇଟ୍ ପରି ଅନ୍ତର୍ଜାତୀୟ ମାନ୍ୟତା ମିଳିଛି।…
ବଦଳିଗଲେ ମାଳଦ୍ୱୀପ ରାଷ୍ଟ୍ରପତି: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ୍’, ଆଉ ଏବେ ‘ଥ୍ୟାଙ୍କ୍ ୟୁ’
ନୂଆଦିଲ୍ଲୀ/ମାଲେ: ଆଜିକାଲି ମାଳଦ୍ୱୀପ ଆର୍ଥିକ ସମସ୍ୟା ଦେଇ ଗତି କରୁଛି। ଭାରତ ଜରୁରୀକାଳୀନ ଆର୍ଥିକ ସହାୟତା ପ୍ରଦାନ କରି ମାଳଦ୍ୱୀପକୁ ପୁଣିଥରେ ଏକ ବର୍ଷ ପାଇଁ ୫୦ ମିଲିୟନ ଡଲାରର ସରକାରୀ ଟ୍ରେଜେରୀ ବିଲର ସଦସ୍ୟତାକୁ ବୃଦ୍ଧି କରିଛି। ଚଳିତ ବର୍ଷ…
ଭାରତରେ ହେବାକୁ ଥିଲା କ୍ୱାଡ୍ ସମ୍ମିଳନୀ, ଶେଷ ମୁହୂର୍ତ୍ତରେ କାହିଁକି ହେଲା ଆମେରିକାରେ ଜାଣନ୍ତୁ…
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତରେ ଯାଇ ‘କ୍ୱାଡ୍ ସମ୍ମିଳନୀ’ରେ ଯୋଗ ଦେଇଛନ୍ତି। ଏହି ଅବଧି ମଧ୍ୟରେ ପ୍ରଧାନମନ୍ତ୍ରୀ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ। ଅବଶ୍ୟ ଆମେରିକା କ୍ୱାଡ୍ ସମ୍ମିଳନୀ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛି,…
ଉଚିତ ପଦକ୍ଷେପ
ଅଭିନେତ୍ରୀ ତଥା ମଡେଲ କାଦମ୍ବରୀ ଜେଟ୍ୱାନୀଙ୍କ ଅନୁଚିତ ଗିରଫଦାରିକୁ ନେଇ ଆନ୍ଧ୍ରପ୍ରଦେଶର ତିନିଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ଏହି ଘଟଣା କ୍ଷମତାର ଅପବ୍ୟବହାର ଏବଂ ଉତ୍ତରଦାୟିତ୍ୱର ଆବଶ୍ୟକତା ଉପରେ ବିତର୍କ ସୃଷ୍ଟି କରିଛି। ରାଜ୍ୟ ପୋଲିସରେ ଉଚ୍ଚ ପଦାଧିକାରୀ…
ଆମେରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରହିବ ସମସ୍ତଙ୍କ ନଜର
ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ ଏବଂ ମିଳିତ ଜାତିସଂଘ ସାଧାରଣ ସଭାରେ ‘ସମିଟ୍ ଅଫ୍ ଦ ଫ୍ୟୁଚର୍’କୁ ସମ୍ବୋଧିତ…
ଚିନ୍ତା ବଢ଼ାଇଲା ନକଲି କନ୍ଧମାଳ ହଳଦୀ ବିକ୍ରି: ବିଭାଗ ନୀରବ
ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ): ଚାଲିଛି ପର୍ଯ୍ୟଟନ ଋତୁ। ବର୍ଷା ଓ ଶୀତ ଋତୁର ମଧ୍ୟବର୍ତ୍ତୀ ସମୟରେ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି ଦିନ ପରେ ଶାରଦୀୟ ଛୁଟିରେ ପ୍ରବଳ ଭିଡ଼ ଜମିବ। ହେଲେ ଦାରିଙ୍ଗବାଡିକୁ ଆସୁଥିବା ପର୍ଯ୍ୟଟକମାନେ…
ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍ ରୋମିଓ…
ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଆଜି ମଧ୍ୟ ଏକ ଭିଡିଓ ସୋସିଆଲ…
ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର
ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍, ସାମାଜିକ କର୍ମୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ ଗବେଷଣା କେନ୍ଦ୍ର ଖୋଲିବ। ଆସନ୍ତା ମାସରେ ‘ଅଚ୍ୟୁତ ସାମନ୍ତ ଇଣ୍ଡିଆ ଇନିସିଏଟିଭ ଅଫ୍ ଦି…
ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…
ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା କଟାକଟିର ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ମେଜର ଠିଆ ହୋଇ ରିପୋର୍ଟ…
Archives


