ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ବାଗତ କଲେ ଯୋଗୀ ସରକାର, କହିଲେ…
ଲକ୍ଷ୍ନୌ,୧୩।୧୧: ୟୁପିର ଯୋଗୀ ସରକାର ସୁପ୍ରିମକୋର୍ଟଙ୍କ ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ଦେଇଥିବା ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ଜଣେ ଅଭିଯୁକ୍ତ ବୋଲି ତାଙ୍କ ଘରକୁ ଭାଙ୍ଗିଦିଆଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ନିଷ୍ପତ୍ତି ଦେଇଥିଲେ। ଏନେଇ ଯୋଗୀ ସରକାର ପ୍ରତିକ୍ରିୟା ରଖି କହିଛନ୍ତି,…
ରାଜ୍ୟ କ୍ୟାବିନେଟ୍ରେ ୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ, ଏଥିରେ ରହିଛି…
ଭୁବନେଶ୍ୱର,୧୩ା୧୧: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କ୍ୟାବିନେଟ୍ ବୈଠକରେ ୮ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।…
କ୍ରିକେଟରଙ୍କୁ ପୁଣି ମିଳିଲା ଖୁସିଖବର, ପାକିସ୍ତାନରେ ଉତ୍ସବର ମାହୋଲ
ଇସଲାମାବାଦ,୧୩।୧୧: ପାକିସ୍ତାନ କ୍ରିକେଟର ଶାହୀନ ଶାହା ଆଫ୍ରିଦିଙ୍କ ଲାଗି ଭଲ ଦିନ ଫେରିଛି। ଏହି ଦ୍ରୁତ ବୋଲର ପୁଣି ଥରେ ଦିନିକିଆ ର଼୍ୟାଙ୍କିଂର ଶୀର୍ଷରେ ପହଞ୍ଚିଛନ୍ତି। ବୁଧବାର ଜାରି କରାଯାଇଥିବା ଆଇସିସି ର଼୍ୟାଙ୍କିଂରେ ଶାହିନ ପୁଣିଥରେ ନମ୍ବର ୧ ବୋଲର ପାଲଟିଛନ୍ତି।…
ମାଣ୍ଡିପଙ୍କାକୁ ଜଳଯୋଗାଣ ପରେ ଏବେ ରାସ୍ତା କାର୍ଯ୍ୟ ଆରମ୍ଭ
ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ବାସି ଜାଉ ଖାଇ ଦୁଇ ଜଣଙ୍କ ଅକାଳ ବିୟୋଗ ଓ ୬ ଜଣ ଗୁରୁତର ଘଟଣା ପରେ ତତ୍ପର ହୋଇପଡ଼ିଛି ସ୍ଥାନୀୟ ପ୍ରଶାସନ। ଅବହେଳିତ ମାଣ୍ଡିପଙ୍କାକୁ…
ଆଇପିଏଲ୍ ପାଇଁ ଦଳରୁ ଅଲଗା ହେବେ ଏହି ଭେଟେରାନ୍
ନୂଆଦିଲ୍ଲୀ,୧୩।୧୧: ଭାରତୀୟ କ୍ରିକେଟ ଟିମ୍ ଏବେ ଅଷ୍ଟ୍ରେଲିଆ ଗସ୍ତରେ ଅଛି। ଉଭୟ ଟିମ୍ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଏହି ସିରିଜର ପ୍ରଥମ ମୁକାବିଲା ନଭେମ୍ବର ୨୨ରେ ଖେଳାଯିବ। ଏହି ସମୟରେ ଆଇପିଏଲ ୨୦୨୫ ମେଗା ଅକ୍ସନର…
ବସ୍ ଧକ୍କାରେ ବାଇକ୍ଚାଳକଙ୍କ ମୃତ୍ୟୁ: ୨୦ ଘଣ୍ଟା ପରେ କ୍ଷତିପୂରଣ ମିଳିବାରୁ…
ଝରିଗାଁ,୧୩ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମ ନିକଟରେ ଲକ୍ଷ୍ମୀବସ୍ ସହ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ଚାଳକ ଜଗବନ୍ଧୁ ଜାନୀ(୨୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ କାଦ୍ରୁ ଜାନୀ (୩୦)…
‘ଧୋନୀ-ବିରାଟ-ରୋହିତ ଦୋଷୀ, ମୋ’ ପୁଅର ୧୦ ବର୍ଷ ବରବାଦ କରିଦେଲେ’
ନୂଆଦିଲ୍ଲୀ,୧୩।୧୧: ବାପାଙ୍କ ବୟାନକୁ ନେଇ ବିବାଦରେ ଭାରତୀୟ ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ। ଲଗାତାର ଟି୨୦ରେ ଭଲ ପ୍ରଦର୍ଶନକୁ ନେଇ ସେ ଚର୍ଚ୍ଚାରେ ରହୁଛନ୍ତି। ହେଲେ ଏବେ ସଞ୍ଜୁଙ୍କ ବାପା ଧୋନୀ, ବିରାଟ ଏବଂ ରୋହିତ ଶର୍ମା ତାଙ୍କ ୧୦ ବର୍ଷ ଖରାପ…
କାର୍ତ୍ତିକ ପୂର୍ଣ୍ଣିମାରେ ଅଦ୍ଭୁତ ସଂଯୋଗ: ଏସବୁ ରାଶିର ଭାଗ୍ୟ ଖୋଲିବ,ଅଟକି ଥିବା କାମ…
ହିନ୍ଦୁ ଧର୍ମରେ ଦେବ ଦୀପାବଳିର ବଡ଼ ମହତ୍ୱ ରହିଛି। ଏହାକୁ କାର୍ତ୍ତିକ ମାସର ପୂର୍ଣ୍ଣିମା ତିଥିରେ ପାଳନ କରାଯାଇଥାଏ। କାର୍ତ୍ତିକ ପୂର୍ଣ୍ଣିମା ରାତିରେ ସମସ୍ତ ଦେବୀଦେବତା ଗଙ୍ଗା ଘାଟରେ ଦୀପାବଳି ପାଳନ କରିଥାନ୍ତି। ଏହାଛଡ଼ା ଏହି ଦିନ ଭଗବାନ ଶିବ ତ୍ରିପୁରାସୁର…
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ପ୍ରାପ୍ୟ ତୃତୀୟ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଯାଉଛି, ପ୍ରଶାସନ ଚୁପ୍
ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): ସବୁ କଚ୍ଚା ଘରକୁ ସରକାର ପକ୍କା କରିବେ। ଏଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇ ଦେଉଛନ୍ତି। ହେଲେ ଏଥିରେ ସରକାରୀ କର୍ମଚାରୀମାନେ ହିତାଧିକାରୀଙ୍କ ପ୍ରାପ୍ୟକୁ ହଡ଼ପ କରିବା ପାଇଁ ବିଭିନ୍ନ ଚଞ୍ଚକତା ଅବଲମ୍ବନ କରୁଛନ୍ତି। ବିଶେଷକରି ଶିକ୍ଷାଗତ…
ପୁରୁଷୋତ୍ତମପୁର ଏନ୍ଏସି ଅଧ୍ୟକ୍ଷ ଦାୟିତ୍ୱ ନେବେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ଅଧ୍ୟକ୍ଷାଙ୍କ…
ପୁରୁଷୋତ୍ତମପୁର,୧୩ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ଅଧ୍ୟକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଦାୟିତ୍ୱ ନେବେ ବୋଲି ଜଣାପଡ଼ିଛି। ଏଥିନେଇ ନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠି ନଂ ୨୨୧ରେ ମ୍ୟୁନିସିପାଲିଟି ଆଇନର ଧାରା ୮୯ (ଏ)ପ୍ରକାରେ ଉପାଧ୍ୟକ୍ଷଙ୍କୁ…
ମୋଦି ବି ପାଳନ କରିଛନ୍ତି ବୁଲ୍ଡୋଜର ଆଇନ: ଓଓ୍ବାଇସି
ନୂଆଦିଲ୍ଲୀ,୧୩ା୧୧: ବୁଧବାର ସୁପ୍ରିମକୋର୍ଟ ‘ବୁଲ୍ଡୋଜର ଆଇନ’ର ଧାରା ଉପରେ ଦୃଢ଼ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ, ଅଧିକାରୀମାନେ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ପାରିବେ ନାହିଁ, ତାଙ୍କୁ ଅପରାଧୀ ବୋଲି କୁହାଯିବ। ଏହି ପ୍ରସଙ୍ଗରେ ଅଲ୍ ଇଣ୍ଡିଆ ମଜଲିସ-ଇ-ଇତେହାଦ୍ଦୁଲ ମୁସ୍ଲିମ…
ରେଳଯାତ୍ରୀଙ୍କ ଜୀବନ ବଞ୍ଚାଇବା ପାଇଁ ସମୟୋଚିତ ପଦକ୍ଷେପ
ବଲାଙ୍ଗୀର,୧୩ା୧୧(ସୁନିଲ କୁମାର ମହାନ୍ତି): ପୂର୍ବତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବୁଧବାର ବଲାଙ୍ଗୀର ରେଳ ଷ୍ଟେଶନଠାରେ ପୂର୍ଣ୍ଣାଙ୍ଗ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଥିଲା। ଏହି ଅବସରରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ (ଏନ୍ଡିଆର୍ଏଫ୍), ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ…
Archives


