Home

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ ଗୋବରୀ ନଦୀ କଂସାର ଗ୍ରାମ ସଂଲଗ୍ନ ପଥର ସ୍ପର ନିର୍ମାଣ କାର୍ଯ୍ୟ ହେଉଛି।…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଏକାଠି କାମ କରିବେ।…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ ଦିଆଯାଇଛି। ଏହି ମାମଲା ବିଦେଶୀ ସରକାରଙ୍କଠାରୁ ମିଳିଥିବା ମହଙ୍ଗା ଉପହାରର ଅବୈଧ ବିକ୍ରୟ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ସହିତ ଯୋଗାଯୋଗ କରିଛି। ICC PCBକୁ ଏକ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ ୨୬ତାରିଖ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ କରିପାରିବେ । ଯଦି ସରକାରୀ ବ୍ୟାଙ୍କରେ ଚାକିରି…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ବାଗତ କରିଥିଲେ।…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ କହିଛନ୍ତି ଯେ ଖବରକାଗଜର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ କଠିନ ନିଷ୍ପତ୍ତି ନେବାକୁ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ ପାଇଁ ସ୍ୱତନ୍ତ୍ର । ଶୁକ୍ର ଗ୍ରହର ପ୍ରେମ ଜୀବନ ଉପରେ ଗଭୀର ପ୍ରଭାବ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ ଏହା ୟୁକେ, ଆମେରିକା ଏବଂ ୟୁରୋପୀୟ ସଂଘ ସମେତ ବିଭିନ୍ନ ଦେଶ…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର ବିଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ସୂର୍ଯ୍ୟ…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ ରୋଜ୍‌ ଡେ’ ପାଇଁ ବିଶେଷ ଉତ୍ସାହ ଦେଖିବାକୁ ମିଳିଥିଲା। ସାଙ୍ଗସାଥୀମାନେ ମଧ୍ୟ ପରସ୍ପରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri