Home

ସୋମବାର ବନ୍ଦ ରହିବ ବ୍ୟାଙ୍କ? ଜାଣନ୍ତୁ RBIର ଛୁଟିଦିନ ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଯଦି ଆପଣ ସୋମବାର, ୧୨ ଅକ୍ଟୋବର ୨୦୨୬ ଦିନ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଘରୁ ବାହାରିବା ପୂର୍ବରୁ ଛୁଟିଦିନର ତାଲିକା ନିଶ୍ଚିତ ଭାବରେ ଯାଞ୍ଚ କରନ୍ତୁ। ଯଦି ବ୍ୟାଙ୍କ ବନ୍ଦ ଥାଏ,…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ ହେଉଥିବା ଭଳି ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି । ଅକ୍ଟୋବର ୧୧ ଅନ୍ତର୍ଜାତୀୟ…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ ଚିନ୍ତା ଦୂର ହୋଇନାହିଁ । ବିଶେଷକରି ସଞ୍ଜୁ ସାମସନଙ୍କ କ୍ରମାଗତ ନିରାଶାଜନକ ପ୍ରଦର୍ଶନ…

ଜେଜେମା’ଙ୍କ ମୃତ୍ୟୁ ପରେ ଭାଇ ସହ କଥା ହେବାକୁ ଫୋନ୍‌ ଦେଇ ନ ଥିଲା ପୋଲିସ: ଦୀପ୍‌କେ

ନୂଆଦିଲ୍ଲୀ,୧୨ା୧୦: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଶନିବାର ନୂଆଦିଲ୍ଲୀର ବିକ୍ଷୋଭ ପୂର୍ବରୁ ଏହାର ନେତା ଅଭିଜିତ୍‌ ଦୀପ୍‌କେଙ୍କୁ ପୋଲିସ ଅଟକ ରଖିଥିଲା। ସେହି ସମୟରେ ଦୀପ୍‌କେଙ୍କ ଜେଜେମା’ଙ୍କ ମୃତ୍ୟୁ ଘଟିଥିବା ନେଇ ପୋଲିସ ତାଙ୍କୁ ଖବର ଦେଇଥିଲା, ଯାହାର ଏକ…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ ମାଧ୍ୟରେ କମ୍ପାନୀ ୧୦୬ ବିଲିୟନ ଡଲାରର ପୁଞ୍ଜି ସଂଗ୍ରହ ଲକ୍ଷ୍ୟ ରଖିଛି। କିନ୍ତୁ…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ ଭାଙ୍ଗି ନଷ୍ଟ ହୋଇଯାଇଛି । କୌଣସି ପ୍ରକାର ଅପ୍ରୀତିକର ସ୍ଥିତି ଏଡ଼ାଇବା ପାଇଁ…

ଆଜି ସୁପ୍ରିମକୋର୍ଟକୁ ବିରୋଧୀଙ୍କ ପଦଯାତ୍ରା

ନୂଆଦିଲ୍ଲୀ,୧୨ା୧୦ ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀ ନେତାମାନେ ସୋମବାର ସୁପ୍ରିମକୋର୍ଟକୁ ପଦଯାତ୍ରାରେ ଯାଇ ଦେଶର ସ୍ଥିତି ସମ୍ପର୍କରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟ କାନ୍ତଙ୍କୁ ଅବଗତ କରାଇବା ସହ ତାଙ୍କ ହସ୍ତକ୍ଷେପ ପାଇଁ ନିବେଦନ କରିବେ। ବିରୋଧୀ ନେତାମାନେ ସୋମବାର…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟଜନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ…

ମାନବ ଜାତିକୁ ଶେଷ କରିଦେଇପାରେ ଏଆଇ, ପରମାଣୁ ଯୁଦ୍ଧ

ଲଣ୍ଡନ, ୧୨ା୧୦: ଆଗାମୀ ୨୧୦୦ ମସିହା ସୁଦ୍ଧା ପୃଥିବୀରୁ ମାନବ ସଭ୍ୟତା ବିଲୁପ୍ତ ହୋଇଯିବାର ଆଶଙ୍କା ପ୍ରକାଶ ପାଇଛି। ବିଶ୍ୱପ୍ରସିଦ୍ଧ ଚିକିତ୍ସା ବିଜ୍ଞାନ ପତ୍ରିକା ‘ଦି ଲାନ୍‌ସେଟ’ ଦ୍ୱାରା ପ୍ରକାଶିତ ଏକ ସ୍ବତନ୍ତ୍ର କମିଶନ ରିପୋର୍ଟରେ ଏଭଳି ଚେତାବନୀ ଦିଆଯାଇଛି। ଆର୍ଟିଫିସିଆଲ…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ ଶକ୍ତି ଯୁଦ୍ଧବିରତି (energy ceasefire) ହୋଇଥିବା ନେଇ ସେ କହିଛନ୍ତି । ୟୁକ୍ରେନର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର ଏହି ମାର୍ଚ୍ଚରେ ସାମିଲ ହେବାକୁ ସେ ଦେଶର ସମସ୍ତ ରାଜନୈତିକ ଦଳ, ସିଭିଲ୍…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ ଭେଟିଛନ୍ତି । ଏହି ସାକ୍ଷାତ ସମୟରେ ଧର୍ମେନ୍ଦ୍ରଙ୍କ ଝିଅ କୀର୍ତ୍ତି କଶ୍ୟପଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?