Home

ଦାଉ ସାଧୁଛି ବର୍ଷା: କଳାହାଣ୍ଡିରେ ରବି ଧାନ କିଣା ପ୍ରଭାବିତ

ଭବାନୀପାଟଣା,୨୬ା୫(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ଗତ ୨୦ତାରିଖଠାରୁ ରବି (ଡାଳୁଅ) ଧାନ ପାଇଁ ମଣ୍ଡି ଖୋଲିଛି। ତେବେ ମଣ୍ଡି ଖୋଲିବାର ୨ଦିନ ପରେ ଜିଲାରେ ବର୍ଷା ପ୍ରାୟ ସମୟରେ ହେଉଥିବା ଦେଖିବାକୁ ମିଳିଛି। ବିଶେଷ କରି ଅପରାହ୍ନରେ ଘଡ଼ ଘଡି…

ଲାଲୁଙ୍କ ଘରେ ଖୁସିର ଲହରୀ, ଦ୍ୱିତୀୟ ଥର ବାପା ହେଲେ ତେଜସ୍ବୀ

ପାଟନା,୨୭।୫: ବିହାରର ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପରିବାରରୁ ଏକ ବଡ଼ ଖୁସି ଖବର ଆସିଛି। ଲାଲୁ ଯାଦବ ପୁଣି ଥରେ ଜେଜେବାପା ହୋଇଯାଇଛନ୍ତି। ସେହିପରି ତେଜସ୍ବୀ ଯାଦବ ଦ୍ୱିତୀୟ ଥର ପାଇଁ ବାପା ହୋଇଛନ୍ତି। ତେଜସ୍ବୀ ଯାଦବ ନିଜେ…

ସାମାନ୍ୟ ବର୍ଷାରେ ରାସ୍ତା ଶୋଚନୀୟ

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ର ପାଣିଛତ୍ରରୁ ଜମୁର୍‌ ରାସ୍ତା ଶୋଚନୀୟ ହୋଇ ପଡିଛି। ସାମାନ୍ୟ ବର୍ଷାରେ ରାସ୍ତାର ଦୁରାବସ୍ଥା ଆହୁରି ବଢି ଯାଉଛି। ରବିବାର ବର୍ଷା ହେବା ପରେ ଏହି ରାସ୍ତାରେ ଏଭଳି ସ୍ଥିତି ଉପୁଜିଛି। ଦୀର୍ଘଦିନ ଧରି ଏଠାରେ ଏହି ସମସ୍ୟା ଲାଗି…

Video: ଲୋମ ଟାଙ୍କୁରା ଦୃଶ୍ୟ, ବିଜୟ ଉତ୍ସବ ପାଳନ ବେଳେ ଭିଡ ମଧ୍ୟରେ କାର ଚଢାଇ ଲୋକଙ୍କୁ ଦଳି ଦେଲେ ବ୍ୟକ୍ତି

ଲଣ୍ଡନ,୨୭।୫: ବ୍ରିଟିଶର ଲିଭରପୁଲ ସହରରେ, ଜଣେ ପାଗଳ ବ୍ୟକ୍ତି ତାଙ୍କ କାର ନେଇ ବିଜୟ ଉତ୍ସବ ପାଳନ କରୁଥିବା ଲୋକଙ୍କ ଭିଡ଼ ଉପରେ ଚଢାଇ ଦେଇଥିଲେ। ଏହି ଘଟଣାରେ ଅନେକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। କୁହାଯାଉଛି ଯେ ପ୍ରିମିୟର ଲିଗ…

ରାସ୍ତା କାମ କରି ପାରିଶ୍ରମିକ ପାଇନାହାନ୍ତି ଶ୍ରମିକ: ବିଡ଼ିଓଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୨୬ା୫(ତୁମେଶ୍ବର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ପଞ୍ଚାୟତ ଅଧୀନ ତୁର୍ଲା ଗ୍ରାମର ହରିଜନ ପଡାରେ ରାସ୍ତାକାମ କରି ଆଜକୁ ଏକବର୍ଷରୁ ଊଦ୍ଧର୍‌ବ ହେଲାଣି ଶ୍ରମିକମାନେ ପାରିଶ୍ରମିକ ପାଇନାହାନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ତୁର୍ଲା ଗ୍ରାମର ସ୍କୁଲ ପଡ଼ାରେ ଦୁଇ…

ରଣନୀତିକ ବିପଦ

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ବାଭାବିକ ସ୍ଥିତି ଲାଗିରହିଛି। ପାକିସ୍ତାନକୁ ଭାରତୀୟମାନେ ପରମ ଶତ୍ରୁ ଭାବେ ଦେଖୁଛନ୍ତି। କିନ୍ତୁ କୂଟନୈତିକ ଓ ରଣନୀତିକ ସ୍ତରରେ ଚାଇନା ଯେଭଳି ବ୍ୟବହାର ପ୍ରଦର୍ଶନ କରୁଛି, ସେ ଭାରତର ପ୍ରଧାନ…

ସ୍ବାମୀଙ୍କ ମୃତ୍ୟୁ ପରେ ଦୁଇ ସନ୍ତାନଙ୍କ ବୋଝ: ଭାଙ୍ଗିପଡ଼ିଛନ୍ତି ମମତା

କର୍ଲାମୁଣ୍ଡା,୨୭।୫(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଧରାଖମନ ଗାଁରେ କିଡନୀ ଜନିତ ସମସ୍ୟା ଯୋଗୁ ୧୪ରୁ ଊଦ୍ଧର୍‌ବ ବ୍ୟକ୍ତି ମୃତ୍ୟୁବରଣ କରିସାରିଥିବାବେଳେ ଏବେ ବି ୧୯ରୁ ଊଦ୍ଧର୍‌ବ ମହିଳା ପୁରୁଷ ମୃତ୍ୟୁସହ ସଂଗ୍ରାମ କରୁଥିବା ଦେଖିବାକୁ ମିଳିଛି।…

‘ଡକାୟତ’: ଅଦିଭିଙ୍କ ବିପକ୍ଷରେ ମୃଣାଳ

ହାଇଦ୍ରାବାଦ: ଅଭିନେତା ଅଦିଭି ଶେଷ ଏବଂ ଅଭିନେତ୍ରୀ ମୃଣାଳ ଠାକୁରଙ୍କ ଆଗାମୀ ଫିଲ୍ମ ‘ଡକାୟତ: ଏକ ପ୍ରେମ କଥା’ର ଟିଜରକୁ ସୋମବାର ଜାରି କରାଯାଇଛି। ଟିଜର ସାମ୍‌ନାକୁ ଆସିବା ପରେ ଫିଲ୍ମକୁ ନେଇ ଅଦିଭି ଏବଂ ମୃଣାଳଙ୍କ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ…

ଝୁଲିପଡ଼ିଲେ ମହିଳା: ସାଂଘାତିକ ଅଭିଯୋଗ ଆଣିଲେ ପରିବାର

ନୂଆପଡ଼ା,୨୭ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦେଓଦରା ଗାଁର ଜଣେ ବିବାହିତା ଯୁବତୀଙ୍କ ଝୁଲନ୍ତା ମୃତଦେହ ରବିବାର ପୋଲିସ ଜବତ କରିଛି। ମୃତା ମହିଳା ହେଲେ ଦେଓଦରା ପଞ୍ଚାୟତ ମଳିକମୁଣ୍ଡା ଗାଁର ଯମୁନା ହେର୍ନା (୨୯)। ଯମୁନାଙ୍କୁ ଶାଶୁଘର ଲୋକେ…

ନିର୍ମାଣ ହେଉଛି ୧୫୪ ମହଲା ଆପାର୍ଟମେଣ୍ଟ

ବ୍ରାସିଲିଆ: ସମ୍ପ୍ରତି ବ୍ରାଜିଲର ବାଲ୍‌ନେରିଓ କାମ୍ବୋରିଉ ସହରରେ ବିଶ୍ୱର ସବୁଠାରୁ ଉଚ୍ଚ ଆପାର୍ଟମେଣ୍ଟର ନିର୍ମାଣ କାର୍ଯ୍ୟ ଜାରି ରହିଛି। ଏହାର ନାମ ସେନା ଟାୱାର ରଖାଯିବ ବୋଲି ଜଣାପଡ଼ିଛି। ୧୫୪ ମହଲା ବିଶିଷ୍ଟ ଏହି ଆପାର୍ଟମେଣ୍ଟର ଉଚ୍ଚତା ୧,୮୦୦ ଫୁଟ ରହିବ…

‘କ୍ୟାପଟେନ କୁଲ’ଙ୍କ ଏମିତି ରାଗ ଆଗରୁ କେହି କେବେ ଦେଖି ନ ଥିବେ, ଭିଡିଓ ହେଉଛି ଭାଇରାଲ, ହେଲେ କାହିଁକି…

ନୂଆଦିଲ୍ଲୀ,୨୭।୫: ଚେନ୍ନାଇ ସୁପର କିଙ୍ଗ୍ସର IPL ୨୦୨୫ର ଯାତ୍ରା ଶେଷ ହୋଇଛି, IPL ୨୦୨୫ ସେମାନଙ୍କ ପାଇଁ ସବୁଠାରୁ ଖରାପ ସିଜନ ଥିଲା। ଲିଗ ପର୍ଯ୍ୟାୟରେ ଖେଳାଯାଇଥିବା ୧୪ଟି ମ୍ୟାଚ ମଧ୍ୟରୁ ସିଏସକେ ୧୦ଟିରେ ପରାସ୍ତ ହୋଇଥିଲା, ଦଳଟି ଆଇପିଏଲ ପ୍ଲେଅଫ…

୩୦ ମିନିଟ ଭିତରେ ୩ ଦୁର୍ଘଟଣା: ୬ ଆହତ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ନିକଟରେ ସୋମବାର ରାତି ୯ରୁ ସାଢ଼େ ୯ଟା ମଧ୍ୟରେ ୩ ଟି ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?