ଭାଜପା ସରକାରକୁ ପୂରିଛି ୧୦୦ ଦିନ: ସଫଳତା ବଖାଣିଲେ ମନମୋହନ
ଭୁବନେଶ୍ୱର, ୧୯।୯(ସୁନିତ୍ ମିଶ୍ର):ଦୀର୍ଘ ୬୦ ବର୍ଷ ପରେ ଏକମାତ୍ର ନେତା ଭାବେ ନରେନ୍ଦ୍ର ମୋଦି ୩ୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏକ କ୍ଷୁଦ୍ର ଗ୍ରାମରେ ଜନ୍ମ ନେଇ ବିଶ୍ୱର ସବୁଠୁ ବଡ଼ ଗଣତାନ୍ତ୍ରିକ ରାଷ୍ଟ୍ର…
୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା
ଭୁବନେଶ୍ୱର,୧୯।୯(ଅନିଲ ଦାସ):ରାଜ୍ୟ ଭାଜପା ସରକାରଙ୍କ ୧୦୦ ଦିନର କାର୍ଯ୍ୟକ୍ରମରୁ ସ୍ପଷ୍ଟ ହେଉଛି ଯେ, ଏହି ସରକାର ସମୟରେ ଓଡ଼ିଶାର ବିକାଶ ଦୁଇ ପାଦ ପଛକୁ ଯିବ ବୋଲି ବିଜେଡି ମୁଖପାତ୍ର ତଥା ପୂର୍ବତନ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ନିର୍ବାଚନ ପୂର୍ବରୁ…
ସିଏଜି ରିପୋର୍ଟରେ ଚାଞ୍ଜଲ୍ୟକର ଖୁଲାସା:ଜଙ୍ଗଲ ଜମିରେ ଓଏମ୍ସିର ଖଣି ଖନନ
ଯାଜପୁର,୧୯ା୯(ହର୍ଷବର୍ଦ୍ଧନ ବେହେରା):ବିନା ଅନୁମତିରେ ଜଙ୍ଗଲ ଜମିର ବ୍ୟବହାର କାରଣରୁ ଓଡ଼ିଶା ଖଣି ନିଗମ(ଓଏମ୍ସି) ଅଡୁଆରେ ପଡିଛି। ଏଥିଯୋଗୁ ଓଏମ୍ସିକୁ ୪୭.୧୨ କୋଟି ଟଙ୍କା ଜରିମାନା ଦେବାକୁ ପଡିଛି। ଏଥିରେ ସମ୍ପୃକ୍ତ ଅଧିକାରୀମାନଙ୍କୁ ଚିହ୍ନଟ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ…
ଦେଶରେ ଦ୍ୱିତୀୟ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୧୯ା୯(ଅନୁରାଧା ମହାରଣା):ଦେଶରେ ଦ୍ବିତୀୟ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କେରଳର ମାଲାପୁରାମରେ ଚିକିତ୍ସିତ ହେଉଥିବା ଜଣେ ୩୮ବର୍ଷ ବୟସ୍କ ବ୍ୟକ୍ତି ଏଥିରେ ସଂକ୍ରମିତ ଥିବା ଜଣାପଡ଼ିଛି। ଏହି ରୋଗର ଲକ୍ଷଣ ଦେଖାଯିବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ନମୁନା ଟେଷ୍ଟ…
କମାଲ୍ କଲେ ଶିଶୁ ବୈଜ୍ଞାନିକ ଦିବ୍ୟାଶା
ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଶାଇପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଦିବ୍ୟାଶା ପ୍ରଧାନଙ୍କ ପ୍ରକଳ୍ପ ମଲ୍ଟି ପରପୋଜ୍ କେରିୟର ଇନ ଟୁ ହ୍ବିଲର ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ତଥା…
କ୍ୟାନ୍ସର ହସ୍ପିଟାଲ ସମସ୍ୟା ଅସମାହିତ
ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲିଠାରେ ନିର୍ମିତ କ୍ୟାନସର ହସ୍ପିଟାଲରେ ବହୁବିଧ ସମସ୍ୟା ଲାଗି ରହିଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ସିଟିଜେନ ଫୋରମର ଏକ ପ୍ରତିନିଧି ଦଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍ଓ)…
ପୌର ପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ
ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦରେ ୟୁଜର୍ସ ଫି ଅସୁଲିରେ ହୋଇଥିବା ଏକ ବଡ଼ କେଳେଙ୍କାରୀ ସାମ୍ନାକୁ ଆସିଛି। ବିଭାଗୀୟ କର୍ମଚାରୀମାନେ ୟୁଜର୍ସ ଫି ଅସୁଲି ପାଇଁ ଉଦ୍ଦିଷ୍ଟ ରସିଦ୍ ବୁକ୍କୁ ଟାମ୍ପରିଂ କରି ବ୍ୟାପକ ଅନିୟମିତତା କରିଥିବା ଜଣାପଡ଼ିଛି। ଅସୁଲି…
ବିଜେଡିରେ ସଙ୍କଟ:ବହୁ କର୍ମକର୍ତ୍ତା ପଦ ଛାଡ଼ିଲେ
ଡେରାବିଶ,୧୯ା୯(ବେବର୍ତ୍ତା ଅଜୟ ଦାସ):ଗତ ନିର୍ବାଚନରେ ବିଜେଡି ବିଧାୟକ ଭାବେ ଅରବିନ୍ଦ ମହାପାତ୍ର ଜିତିବାର ୩ ମାସ ନ ବିତୁଣୁ ପ୍ରଥମେ ଡେରାବିଶ ବ୍ଲକ ବିଜେଡି ସଭାପତି ଦେବାଶିଷ ଆଚାର୍ଯ୍ୟ ନିଜ ପଦରୁ ଇସ୍ତଫା ଦେଇଥିଲେ। ବୁଧବାର ବ୍ଲକ ବିଜେଡିର ପ୍ରମୁଖ ନେତା…
ଅସାଧୁ ଲୋକଙ୍କ ଜନବିରୋଧୀ ଜୋରଦାର ବିରୋଧ: ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ
ଭବାନୀପାଟଣା,୧୯ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିଜିମାଳି ଖଣି ଅଞ୍ଚଳର ୩ ପଞ୍ଚାୟତବାସୀ ବୁଧବାର ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ଏହାସହ କିଛି ଅସାଧୁ ଲୋକଙ୍କ ଜନବିରୋଧୀ ତଥା ଶିଳ୍ପନୀତିକୁ ନିନ୍ଦା କରି ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ…
ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ଘଟଣା:ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ
ଭୁବନେଶ୍ୱର,୧୯ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି ଅର୍ଥନୀତି ବିଭାଗର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଘଟଣାର ମାସକ ପରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସମ୍ପୃକ୍ତ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ବୁଧବାର ନିଲମ୍ବନ କରାଯାଇଛି। ବିଶ୍ୱବିଦ୍ୟାଳୟ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି)ର ସୁପାରିସ ଆଧାରରେ କୁଳପତି ଏହି ପଦକ୍ଷେପ…
ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ
କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ ବର୍ଷ ହେବ ଗାଁରେ ବେଆଇନ ଭାବେ ଦେଶୀ ବିଦେଶୀ ମଦଭାଟି ଖୋଲି ଗାଁର ପରିବେଶକୁ…
ଦୋକାନରେ ଖୁଆଇଲେ, ପରେ ବ୍ରିଜ୍ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’
ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ ପିପିଲି ନିମାପଡ଼ା ଛକର ସ୍ବର୍ଗତ ମହେଶ୍ୱର ବେହେରାଙ୍କ ଝିଅ ଇପ୍ସିତା ବେହେରା(୨୬)। ସେ ନିମାପଡ଼ା…
Archives


