Home

‘ବିକ୍ରି ହୋଇଥିବା ଜିନିଷ ଫେରସ୍ତ ନିଆଯିବ ନାହିଁ’, ଏମିତି ଲେଖିଲେ ଦୋକାନୀଙ୍କୁ ହୋଇପାରେ ଜେଲ, ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧୧।୧୧: ପ୍ରାୟତଃ ସପିଂ କରିବା ସମୟରେ, ଆପଣ ହୁଏତ ଅନେକ ଦୋକାନରେ ଗୋଟିଏ ଜିନିଷ ପଢିଥିବେ, ଯେଉଁଥିରେ ଲେଖା ଅଛି ଯେ ବିକ୍ରୟ ସାମଗ୍ରୀ ଫେରସ୍ତ ହେବ ନାହିଁ। ସୂଚନାଯୋଗ୍ୟ ଯେ ଦୋକାନୀଙ୍କ ଏହି ନିଷ୍ପତ୍ତି ଗ୍ରାହକଙ୍କ ଅଧିକାରର ଉଲ୍ଲଂଘନ ଅଟେ।…

ବିଜେଡି ସରକାରରେ ଓଡ଼ିଶା ଅପରାଧର ସାମ୍ରାଜ୍ୟ ଥିଲା: ଭାଜପା

କଟକ,୧୧ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ କମିଟି ମୁଖ୍ୟ ସ୍ନେହାଙ୍ଗିନୀ ଛୁରିଆ ଗଣବଳାତ୍କାର ଘଟଣାରେ ଭାଜପାକୁ ଟାର୍ଗେଟ କରିଥିବାରୁ ତାଙ୍କୁ ସିଏମ୍‌ସି ୨୬ ନମ୍ବର ଓ୍ବାର୍ଡ କର୍ପୋରେଟର ତଥା ରାଜ୍ୟ ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଗଗନ ଓଝା ଜବାବ ଦେଇଛନ୍ତି। ସେ…

ବିକାଶର ପ୍ରୟୋଗଶାଳା ଏବେ ଦିଗହରା ଧର୍ମଶାଳା

ଧର୍ମଶାଳା/କାଏମା,୧୧ା୧୧(ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ରବିବାର ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ନେତୃତ୍ୱରେ ଧର୍ମଶାଳା ବ୍ଲକର ଶାନ୍ତିବାଜରଠାରେ ପୂର୍ବାହ୍ନରେ ଶତାଧିକ ବିଜେଡି କର୍ମୀ ଏକତ୍ରିତ ହୋଇ ବଡ଼ମଙ୍ଗଳପୁର, ବାଲିଗରି, ନରସିଂହପୁର, ଚୋରମୁହାଁ,…

ରାଜ୍ୟରେ ଖୁବ୍‌ଶୀଘ୍ର ପ୍ରତିଷ୍ଠା ହେବ ୪ଟି ମହିଳା କୋର୍ଟ: ଆଇନ ମନ୍ତ୍ରୀ

ଭୁବନେଶ୍ୱର,୧୧ା୧୧(ସୁନିତ୍‌ ମିଶ୍ର): ରାଜ୍ୟରେ ମହିଳାମାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଲାଗି ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ମହିଳାଙ୍କ ବିରୋଧରେ ବଢ଼ିଚାଲିଥିବା ଅପରାଧକୁ ନ୍ୟାୟ ଦେବା ଲାଗି ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ ସ୍ଥାପନ କରିବେ। ରାଜ୍ୟର…

ବଦଳିଲା ନର୍ସଙ୍କ ଡ୍ରେସ୍‌ କୋଡ୍‌

ଭୁବନେଶ୍ୱର,୧୧ା୧୧: ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନର୍ସଙ୍କ ଡ୍ରେସ୍‌ କୋଡ୍‌ରେ ପରିବର୍ତ୍ତନ ହୋଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ସିନିୟର୍‌ ନର୍ସିଂ ଅଫିସରଙ୍କ…

ସାବଧାନ! ହୋଇପାରେ ତୃତୀୟ ବିଶ୍ୱଯୁଦ୍ଧ

ନୂଆଦିଲ୍ଲୀ,୧୧।୧୧: ରୁଷିଆ-ୟୁକ୍ରେନ ଏବଂ ଇସ୍ରାଏଲ-ହମାସ ବିବାଦ ଯୋଗୁଁ ତୃତୀୟ ବିଶ୍ୱଯୁଦ୍ଧର ବିପଦ ଆସୁଛି ବୋଲି ରାଷ୍ଟ୍ରିୟ ସ୍ବୟଂ ସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ଚେତାବନୀ ଦେଇଛନ୍ତି। ମଧ୍ୟପ୍ରଦେଶର ମହାକୌଶଲ ଅଞ୍ଚଳରେ ସଂଘର ମହିଳା ପଦାଧିକାରୀ ସ୍ବର୍ଗତ ଡ. ଉର୍ମିଳା…

ଓଡ଼ିଶାରେ ପ୍ରଥମ ଥର ଆୟୋଜନ ହେବ ‘ଉଦ୍ଭବ’, ସାମିଲ ହେବେ ୨୨ ରାଜ୍ୟର ଛାତ୍ରୀଛାତ୍ର

ଭୁବନେଶ୍ୱର,୧୧ା୧୧(ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ପଞ୍ଚମ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଜାତୀୟ ସାଂସ୍କୃତିକ, ସାହିତି୍ୟକ ଏବଂ କଳା ଉତ୍ସବ ୨୦୨୪- ‘ଉଦ୍ଭବ’ ଆୟୋଜିତ ହେବାକୁ ଯାଉଛି। ଆସନ୍ତା ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ଜାତୀୟସ୍ତରୀୟ ଉତ୍ସବ…

ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଦୁଇଟି ବିଧାନସଭା କ୍ଷେତ୍ର ଷଢ଼େଇକଳା ଖରସୁଆଁ ଓ ସିଂହଭୂମରେ ଆୟୋଜିତ ଦୁଇଟି ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅଞ୍ଚଳରେ ବସବାସ…

ଅଦିନରେ ହ୍ୟୁଷ୍ଟନରେ ଗଡ଼ିଲା ନନ୍ଦିଘୋଷ ରଥ

ପୁରୀ/ଭୁବନେଶ୍ୱର, ୧୧ା୧୧ (ଅଜିତ୍‌ କୁମାର ମହାନ୍ତି/ ବନ୍ଦନା ସେଠୀ): ଆମେରିକାର ହ୍ୟୁଷ୍ଟନ ସହରରେ ନଭେମ୍ବର ୯ରେ ଅଦିନରେ ନନ୍ଦିଘୋଷ ରଥ ଗଡ଼ିଛି। ତେବେ ଉକ୍ତ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନ ଥିବାବେଳେ ରାଧାକୃଷ୍ଣ ଏବଂ ନିତାଇଗୌରଙ୍କ ମୂର୍ତ୍ତି ବିରାଜମାନ କରିଥିବା ଦେଖିବାକୁ…

୮୦,୦୦୦ ଡଲାର ଉପରେ ବିଟ୍‌ କଏନ୍‌

ନୂଆଦିଲ୍ଲୀ,୧୧।୧୧: ବର୍ତ୍ତମାନ ସମୟରେ ବିଟ୍‌ କଏନ୍‌ କାରବାରକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା ଜାରି ରହିଛି। ଏପରିକି ପ୍ରଥମ ଥର ପାଇଁ ବିଟ୍‌ କଏନ୍‌ର ମୂଲ୍ୟ ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ରବିବାର ବିଟ୍‌ କଏନ୍‌ ମୂଲ୍ୟରେ ୪.୭% ବୃଦ୍ଧି ଘଟି ୮୦,୦୯୨ ଡଲାରରେ ପହଞ୍ଚତ୍ଛି।…

ମହିନ୍ଦ୍ରା ଇଲେକ୍ଟ୍ରିକ୍‌ ଏସ୍‌ୟୁଭିର ଟିଜର ରିଲିଜ

ନୂଆଦିଲ୍ଲୀ,୧୧।୧୧: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା (ଏମ୍‌ ଆଣ୍ଡ୍‌ ଏମ୍‌ ବା ମହିନ୍ଦ୍ରା)ର ବହୁ ପ୍ରତୀକ୍ଷିତ ଯାନ ତଥା ଇଲେକ୍ଟ୍ରିକ୍‌ ଏସ୍‌ୟୁଭି ‘ଏକ୍ସଇଭି ୯ଇ ଓ ବିଇ ୬ଇ’ର ଟିଜର ରିଲିଜ ନିକଟରେ ହୋଇଯାଇଛି। ଏପରିକି ୨୦୨୪ ନଭେମ୍ବର ୨୬ରେ ଏହାର ଅନଲିମିଟ୍‌ ଇଣ୍ଡିଆ…

ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର ଆଉଟରିଚ ପ୍ରୋଗ୍ରାମ

ଭୁବନେଶ୍ୱର,୧୧।୧୧ (ଅଭୟ ଦାଶ): ଦେଶର ବିକାଶ ପାଇଁ ବିଭିନ୍ନ କ୍ଷେତ୍ରର ହିତାଧିକାରୀମାନେ ସବଳ ହେବାର ଆବଶ୍ୟକତା ରହିଛି। ଏପରିକି ଘରୋଇ ବଜାରରେ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ (ମାଇକ୍ରୋ ସ୍ମଲ୍‌ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ ବା ଏମ୍‌ଏସ୍‌ଏମ୍‌ଇ) ର ବିକାଶ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri