Home

୨୪ ଦାଦନ ଶ୍ରମିକଙ୍କୁ କେସିଙ୍ଗା ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର କଲା ଶ୍ରମ ବିଭାଗ

କେସିଙ୍ଗା,୨୬ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ତଥା ପଶ୍ଚିମ ଓଡ଼ିଶାରୁ ପ୍ରତି ଦିନ ଟ୍ରେନ୍‌ ଯୋଗେ ଦାଦନ ଶ୍ରମିକ ବାହାର ରାଜ୍ୟକୁ ଯାଇ ହଇରାଣ ହରକତ ହେଉଥିବା ଦେଖାଯାଇଥିଲା। କଳାହାଣ୍ଡି ଜିଲା ଶ୍ରମ ଅଧିକାରୀଙ୍କ ଦ୍ୱାରା କେସିଙ୍ଗା ରେଳ ଷ୍ଟେଶନରୁ ରବିବାର ସନ୍ଧ୍ୟାରେ ଉଦ୍ଧାର…

ପୁଟିନଙ୍କ ଉପରେ ରାଗିକି ନିଆଁବାଣ ଟ୍ରମ୍ପ: କହିଲେ, ସେ ଜଣେ ପାଗଳ

ଓ୍ବାଶିଂଟନ,୨୬।୫:ରୁଷିଆ ପୁଣି ଥରେ ୟୁକ୍ରେନକୁ ଟାର୍ଗେଟ କରିଛି। ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ବିମାନ ଆକ୍ରମଣରେ ଏହା ମିଶାଇଲ୍‌ ଏବଂ ଡ୍ରୋନ ବ୍ୟବହାର କରି ଆକ୍ରମଣ କରିଛି। ଏହି ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରତିକ୍ରିୟା ଦେଇଛନ୍ତି। ଟ୍ରମ୍ପ ରୁଷିଆ ରାଷ୍ଟ୍ରପତି…

ମୌସୁମୀ ଅପେକ୍ଷାରେ ଇନ୍ଦ୍ରାବତୀ

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଚାଷୀ ଉପର ଇନ୍ଦ୍ରାବତୀ ବିଦ୍ୟୁତ୍‌ ପ୍ରକଳ୍ପ ଉପରେ ନିର୍ଭରଶୀଳ। ଏହି ପ୍ରକଳ୍ପ ହେବା ଦ୍ୱାରା ଶହ ଶହ ହେକ୍ଟର ଚାଷ ଜମିରେ ଜଳସେଚନ ହେବା ସହ ୬୦୦ ମେଗାୱାଟ ପର୍ଯ୍ୟନ୍ତ ବିଦ୍ୟୁତ୍‌ଶକ୍ତି ଉତ୍ପାଦନ ଲକ୍ଷ୍ୟ…

ବର୍ଷାପାଣି ଘେରରେ କ୍ଷେତ, ଖଳାଧାନ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ଅମଳ ଏବଂ ସଂଗ୍ରହ ପ୍ରକ୍ରିୟା ଜୋର୍‌ ଧରିଛି। ଚାଷୀଙ୍କ କଟାଧାନ କ୍ଷେତ ଏବଂ ଅମଳ ଧାନ ଖଳାଠାରୁ ଆରମ୍ଭ କରି ମଣ୍ଡି ପର୍ଯ୍ୟନ୍ତ ପଡ଼ିଛି। ଏଭଳି ସ୍ଥଳେ ଲଘୁଚାପଜନିତ ବର୍ଷା ଆରମ୍ଭ ହୋଇଛି।…

ଦୁର୍ନୀତି ଖବର ପ୍ରସାରଣ କରିବାରୁ ସାମ୍ବାଦିକଙ୍କୁ ମାଡ଼: ୨ ଜଣଙ୍କୁ ଗିରଫ କଲା ପୋଲିସ

ବଲାଙ୍ଗୀର,୨୬ା୫(ସୁନୀଲ ମହାନ୍ତି): ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଅମାନୁଷିକ ଭାବେ ଗୋଡ଼ହାତ ବାନ୍ଧି ମାଡ଼ ମାରିବା ଘଟଣାରେ ଦୁଇ ଅଭିଯୁକ୍ତ ଅବିନାଶ ଦଳେଇ ଓ ଆଦିତ୍ୟ ଜେନାଙ୍କୁ ଗିରଫ କରିଛି ପୋଲିସ। ମାଷ୍ଟରମାଇଣ୍ଡ ଠିକାଦାର ଗଜେନ୍ଦ୍ର ଦଳେଇ ଏବେ ବି ଫେରାର ଥିବା…

ଅରୁଣସ୍ତମ୍ଭ ନିକଟରେ ରହିଥିଲା ତ୍ରିକାଳ ବନ୍ଦାପନା ମଣ୍ଡପ

ଆମେ ପୂର୍ବ ସଂଖ୍ୟାରେ ଆଲୋଚନା କରିଥିଲେ ‘ଧ୍ୱଜ ପଦ୍ମ ପ୍ରସଙ୍ଗ’। ପୋଥିରେ ଏହି ଶବ୍ଦ ‘ପଦ୍ମଧ୍ୱଜ’ ଭାବରେ ମଧ୍ୟ ବର୍ଣ୍ଣିତ ହୋଇଛି। ଅଧା ଫୁଟିଥିବା ପଦ୍ମଫୁଲ ଶବ୍ଦ ମଧ୍ୟ ‘ଖିଳପଦ୍ମ’ ଶବ୍ଦରେ ବର୍ଣ୍ଣିତ ହୋଇଥିବାର ମନେହୁଏ। କାରଣ କଳସ ନିର୍ମାଣର ଶେଷ…

ଏ ଯୁଗର ସାବିତ୍ରୀ: ଦିବ୍ୟାଙ୍ଗ ଶଯ୍ୟାଶାୟୀ ସ୍ବାମୀଙ୍କ ସେବାରେ ରମା

ଅସ୍ତରଙ୍ଗ,୨୬ା୫(ପ୍ରଦୀପ୍ତ କୁମାର ଦୀକ୍ଷିତ): ପବିତ୍ର ସାବିତ୍ରୀ ବ୍ରତରେ ସବୁ ସ୍ତ୍ରୀମାନେ ତାଙ୍କ ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ଏହି ଓଷା କରୁଛନ୍ତି। ହେଲେ ଏମିତି ଜଣେ ସ୍ତ୍ରୀ ଅଛନ୍ତି, ଯିଏ ସ୍ବାମୀଙ୍କ ପାଇଁ ଦୀର୍ଘଦିନ ହେଲା ତପସ୍ୟା କରୁଛନ୍ତି କହିଲେ ଚଳେ। ଅଚାନକ…

ଲୀନ ହେଉଛି ଦୟାନଦୀ

କଣାସ,୨୬ା୫(ବିଭୂତି ଭୂଷଣ ତ୍ରିପାଠୀ): ଓଡ଼ିଶା ଇତିହାସରୁ ଜଣାପଡ଼େ ଅଶୋକଙ୍କ କଳିଙ୍ଗ ବିଜୟ ସମୟରେ ଏକ ଲକ୍ଷ ସୈନ୍ୟ ନିହତ ହେବା ସହ ୫ ଲକ୍ଷ ସୈନିକ ଆହତ ହୋଇଥିଲେ। ସୈନ୍ୟମାନଙ୍କ ରକ୍ତ ସେହି ଦୟାନଦୀକୁ ରକ୍ତରଞ୍ଜିତ କରିଥିଲା। ଏବେ ସେହି ଦୟା…

ଆଜି ସନ୍ଧ୍ୟା ସୁଦ୍ଧା ଭୟଙ୍କର ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ୧୪ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୬ା୫: ସୋମବାର ରାଜ୍ୟର ପ୍ରାୟ ୧୪ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୬୦ କିମି ରହିପାରେ। ତେଣୁ ଏନେଇ ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଯାଜପୁର, ମୟୂରଭଞ୍ଜ,…

ମନ୍ଦିର ରୋଷ ଘରେ ନାବାଳିକାଙ୍କୁ ବଳାତ୍କାର କଲେ ପୂଜକ: ପ୍ରବଳ ରକ୍ତସ୍ରାବ ହେବାରୁ…

ଜମନକିରା,୨୬ା୫(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମାସ୍ଥିତ ବାବା ମୁକ୍ତେଶ୍ୱର ମନ୍ଦିର ରୋଷେଇ ଗୃହରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଜଣେ ୧୨ବର୍ଷୀୟା ନାବାଳିକା ବଳାତ୍କାରର ଶିକାର ହୋଇଛି। ମନ୍ଦିରର ଜଣେ ସହଯୋଗୀ ପୂଜକ ଶୋଭା…

ଭୁବନେଶ୍ୱରରେ ଅଣ୍ଡରଗ୍ରାଉଣ୍ଡ୍‌ରେ ଗଡ଼ିବ ମେଟ୍ରୋ ଟ୍ରେନ୍‌

ଭୁବନେଶ୍ୱର,୨୬ା୫(ବନ୍ଦନା ସେଠୀ): କୋଲକାତା ଭଳି ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍‌ ଅଣ୍ଡରଗ୍ରାଉଣ୍ଡ୍‌ରେ ଚଳାଚଳ କରିବ। ପୂର୍ବରୁ ବ୍ରିଜ୍‌ ଉପରେ ମେଟ୍ରୋ ଟ୍ରେନ ଚାଲିବ ବୋଲି ସୂଚନା ଦିଆଯାଇଥିଲା ଓ ସେହି ଅନୁସାରେ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ହେଲେ ଏବେ ରାଜ୍ୟ ସରକାର…

ହୋଆଟ୍‌ଜିନ୍‌ ପକ୍ଷୀ ସବୁଠୁ ଦୁର୍ଗନ୍ଧଯୁକ୍ତ

ୱାଶିଂଟନ: ହୋଆଟ୍‌ଜିନ୍‌ ପକ୍ଷୀ ବିଶ୍ୱର ସବୁଠାରୁ ଦୁର୍ଗନ୍ଧଯୁକ୍ତ ପକ୍ଷୀ ଭାବେ ଜଣାଶୁଣା। ଅନ୍ୟ ପକ୍ଷୀମାନଙ୍କଠାରୁ ଏହାର ଅନେକ ଭିନ୍ନତା ରହିଛି। ପୃଥିବୀର ଏକମାତ୍ର ପକ୍ଷୀ ଭାବେ ହୋଆଟ୍‌ଜିନ୍‌ଠାରେ ଗାଈ ଏବଂ ଅନ୍ୟାନ୍ୟ ସ୍ଥନ୍ୟପାୟୀ ପ୍ରାଣୀଙ୍କ ପରି ସ୍ବତନ୍ତ୍ର ପାଚନ ତନ୍ତ୍ର ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?