ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ
ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ ଛାତ୍ର ଶୁକ୍ରବାର ସଂନ୍ଧ୍ୟାରୁ ନିଖୋଜ ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ଫଳରେ…
ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା
ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଶନିବାର କହିଛନ୍ତି। ସେଠାରୁ ୮ଟି ଚିତାବାଘ ଆଣିବା ପାଇଁ ଯୋଜନା ଚାଲିଛି।…
T20 World Cup : ପ୍ରଥମ ମ୍ୟାଚ୍ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍ ଇଣ୍ଡିଆ, ୨୯ ରନ୍ରେ ହାରିଲା ଆମେରିକା
ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍ରେ ଭାରତ ପ୍ରଥମ ମ୍ୟାଚ୍ରେ ଆମେରିକାକୁ ଭେଟିଛି। ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ହେଲେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟିଂ ଯୋଗୁ ଆମେରିକାକୁ ୧୬୨ ରନ୍ର ଟାର୍ଗେଟ୍…
ବିଶ୍ୱକପ୍ର ପ୍ରଥମ ମ୍ୟାଚ୍ କାହିଁକି ଖେଳିଲେନି ଜସପ୍ରିତ ବୁମ୍ରାହ? ନିରାଶ ହେଲେ ପ୍ରଶଂସକ
ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ। ଟସ ହାରିବା ପରେ ସେ ପ୍ଲେଇଂ ଇଲେଭେନ ଘୋଷଣା କରିବା ସମୟରେ ଲକ୍ଷ…
ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ
ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍ ସହ ଅଭିଯାନ ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ମ୍ୟାଚ୍ରେ ଟସ୍ ହାରିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା ଟିମ ଇଣ୍ଡିଆ। ହେଲେ ପାୱାରପ୍ଲେ ଭିତରେ ହିଁ…
ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…
ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଟୁକୁଣା ଗ୍ରାମରେ। ଗ୍ରାମର ଅକ୍ଷୟ ଦାସଙ୍କ ପରିବାରରେ ରାତ୍ରି ଭୋଜନ…
T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA
ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା ଟିମ୍ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଭାରତ ବ୍ୟାଟିଂ କରିବାକୁ…
ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ
ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଶନିବାର ବାର୍ଷିକ ଉତ୍ସବ ଚାଲିଥିଲା। କୌଣସି କାରଣକୁ ନେଇ…
Post Office FD vs RD: କେଉଁ ସ୍କିମ୍ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…
ନୂଆଦିଲ୍ଲୀ,୭।୨: ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ ଦ୍ୱାରା ସମର୍ଥିତ, ଯାହା ଫିକ୍ସଡ୍ ରିଟର୍ନ୍ ଏବଂ ରିସ୍କ-ଫ୍ରି ନିବେଶ ନିଶ୍ଚିତ କରେ।…
ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…
ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ ଖୋଲାଖୋଲି ଭାବରେ ପ୍ରକାଶ କରିବା, ପ୍ରେମ ପ୍ରକାଶ କରିବା ଏବଂ ସମ୍ପର୍କକୁ ଏକ…
T20 World Cupରେ ସବୁଠାରୁ ଦ୍ରୁତତମ ଅର୍ଦ୍ଧଶତକ କଲେ ଶିମରନ ହେଟମାୟାର, ଭାଙ୍ଗିଲା କ୍ରିସ ଗେଲଙ୍କ ୧୬ ବର୍ଷ ପୁରୁଣା ରେକର୍ଡ
ନୂଆଦିଲ୍ଲୀ,୬।୨: 2026 T20 World Cupର ଦ୍ୱିତୀୟ ମ୍ୟାଚ ୱେଷ୍ଟଇଣ୍ଡିଜ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଶିମରନ ହେଟମାୟାର କ୍ରିସ ଗେଲଙ୍କ ୧୬ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ହେଟମାୟାର ଟି୨୦ ବିଶ୍ୱକପ ଇତିହାସରେ ୱେଷ୍ଟଇଣ୍ଡିଜ ପାଇଁ ଦ୍ରୁତତମ…
ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…
ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ । ସୂଚନା ପ୍ରକାରେ ଶନିବାର ସକାଳ ସମୟରେ ଅଡବା ପୋଲିସ୍ ପେଟ୍ରୋଲିଂ କରିବା ସମୟରେ…
Archives


