ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ
ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ବଲାଙ୍ଗୀର ଗୋଲାବାରୁଦ…
ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….
ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ ସଦସ୍ୟଙ୍କ ଖାଦ୍ୟରେ ମୂଷାମରା ବିଷ ମିଶାଇଥିବା ଅଭିଯୋଗ ହୋଇଛି । ଖାଦ୍ୟ ଖାଇବା…
ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍ କ୍ୟାବିନ୍ରେ ଜଳିଲା…..
ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା ଘଟିଛି । ବିମାନର କ୍ୟାବିନ୍ରେ ରଖାଯାଇଥିବା ଏକ ପାୱାର ବ୍ୟାଙ୍କ୍ରେ ନିଆଁ ଲାଗିଯିବାରୁ…
ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ । ପୋଖରୀରେ କିଛି ମୂଲ୍ୟବାନ ଧାତୁର ମୂର୍ତ୍ତି ଥିବା ସଙ୍କେତ ଦେଇଥିଲେ ।…
କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ
ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ ରାଜ୍ୟ ସଭାପତି ଅଜୟ ରାୟ ଏବଂ କଂଗ୍ରେସ କର୍ପୋରେଟର ମମତା ଚୌଧୁରୀଙ୍କ ମଧ୍ୟରେ…
ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ
ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ସମୁଦ୍ରରେ ବୁଡ଼ିଯିବାରୁ ଅତି କମ୍ରେ ୧୦୯ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ…
କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା
ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ ଦୀପ ପ୍ରଜ୍ବଳନ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ସମଗ୍ର କୁଶପଲ୍ଲୀ ଓ ଆଖପାଖ…
CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….
ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ ରେଳ, ମେଟ୍ରୋ, ରାଜପଥ, ବନ୍ଦର, ପେଟ୍ରୋଲିୟମ ଓ ଶିକ୍ଷା କ୍ଷେତ୍ର ସହ ଜଡ଼ିତ…
‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…
ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ ମୃତ୍ୟୁ ମାମଲା ରୁଜୁ କରିଥିଲା। ତେବେ, ପରିବାରବର୍ଗଙ୍କ ବୟାନ ଏବଂ ମୃତଦେହ ବ୍ୟବଚ୍ଛେଦ…
ଖଡ଼ିଆଳ କଲେଜ ସାଇନ୍ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ
ଖଡ଼ିଆଳ,୧୧ା୧୦(ସୁଜିତ୍ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏହି ନିଷ୍ପତ୍ତି ବିରୋଧରେ ରବିବାର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ସମର୍ଥିତ…
ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ ଉଜ୍ଜୟିନୀର ଅର୍ଜୁନ ପରମାର । ମାତ୍ର ୨୬ ବର୍ଷ ବୟସରେ ତାଙ୍କ ବାର୍ଷିକ…
ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼
ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ ପାଣିଗଣ୍ଡା ବିଟ୍ ତୁଳସୀ ନଗରରୁ ବେଆଇନ ଭାବେ ବାଘଛାଲ କାରବାର ସମୟରେ ବନ…

