ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ…
୭୪ ତମ ଜନ୍ମଦିନ ପାଳନ କରିବେ ମୋଦି
ନୂଆଦିଲ୍ଲୀ,୧୭।୯: ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୭୪ ତମ ଜନ୍ମଦିନ ପାଳନ କରିବେ। ଏହାକୁ ନେଇ ଭାଜପା ନେତା, କର୍ମୀ ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଉତ୍ସବର ପରିବେଶ ରହିଛି। ଲୋକ ସଭା ନିର୍ବାଚନରେ ତୃତୀୟ ଥର ପାଇଁ ବିଜୟୀ…
ଶେୟାର ବଜାର କାରବାରରେ ଉତ୍ସାହ
ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍…
୮ ନିୟୁତ ଟନ୍କୁ ବୃଦ୍ଧିପାଇବ ଉତ୍ପାଦନ କ୍ଷମତା
ଯାଜପୁର,୧୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କଳିଙ୍ଗନଗର ଟାଟା ଷ୍ଟିଲ କାରଖାନାର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ଖୁବ୍ଶୀଘ୍ର ସମ୍ପନ୍ନ ହେବାକୁ ଯାଉଛି। ଏହିକ୍ରମରେ ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୩ ନିୟୁତ ଟନ୍ (ଏମ୍ଟିପିଏ)ରୁ ୮ ନିୟୁତ ଟନ୍ (ଏମ୍ଟିପିଏ)କୁ ବୃଦ୍ଧିପାଇବ। ଏହି…
ଭାରତରେ ବିଏମ୍ଡବ୍ଲ୍ୟୁ ରିଟେଲ ନେକ୍ସଟର ଶୁଭାରମ୍ଭ
ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଭାରତରେ ବିଏମ୍ଡବ୍ଲ୍ୟୁ ଗ୍ରୁପର ରିଟେଲ ନେକ୍ସଟ ଡିଲରଶିପ ଶୁଭାରମ୍ଭ ସମ୍ପର୍କରେ କମ୍ପାନୀର ଇଣ୍ଡିଆ ୟୁନିଟ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି। ଏପରିକି ରିଟେଲ ନେକ୍ସଟରେ ପୁନଃପରିକଳ୍ପିତ ସେବା ଓ ସୁବିଧା ଉପଲବ୍ଧ ରହିବ। ଯାହାକୁ ଆଧୁନିକ…
ଭାରତ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ଆହ୍ବାନ
ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ୪ର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନ୍ଭେଷ୍ଟ)କୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ଏପରିକି ଏହି ୩ ଦିନିଆ ସମ୍ମିଳନୀ ଓ ପ୍ରଦର୍ଶନୀରେ…
ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ
ଦୁବାଇ: ଦୁବାଇରେ ସୋମବାର ସାଉଥ୍ ଇଣ୍ଡିଆନ୍ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍ସ (ଏସ୍ଆଇଆଇଏମ୍ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍ ସେଲଭନ: ପାର୍ଟ ୨’ରେ ଦମଦାର ଅଭିନୟ ପାଇଁ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କୁ ଏହି ସମାରୋହରେ ଶ୍ରେଷ୍ଠ ଅଗ୍ରଣୀ…
ଧର୍ମୀୟ ସ୍ବାଧୀନତାକୁ ସମର୍ଥନ: ବ୍ରାଜିଲରେ ବିଶାଳ ଶୋଭାଯାତ୍ରା
ରିଓ ଡି ଜେନେରୋ ,୧୭ା୯: ବ୍ରାଜିଲରେ ଗତ ୬ ବର୍ଷ ମଧ୍ୟରେ ଅସହିଷ୍ଣୁତା ମାମଲା ସଂଖ୍ୟା ଦ୍ୱିଗୁଣିତ ହୋଇଛି। ଦେଶରେ ଧର୍ମୀୟ ସ୍ବାଧୀନତାକୁ ସମର୍ଥନ ଜଣାଇ ରବିବାର ହଜାର ହଜାର ଲୋକ ରିଓ ଡି ଜେନିରୋ ସହରରେ ବିଶାଳ ଶୋଭାଯାତ୍ରା ବାହାର କରିଥିଲେ।…
ଏଇ ଭାରତରେ
ବାୟୋଫର୍ଟିଫାଏଡ ସିଡ୍ସ ବା ମଞ୍ଜି ଅର୍ଥାତ୍ ଏହି ମଞ୍ଜିକୁ ବ୍ୟବହାର କରି ଯେଉଁ ଶସ୍ୟ ଉପତ୍ାଦନ କରାଯାଏ ସେଥିରେ ଆଇରନ, ଜିଙ୍କ୍, ମାଙ୍ଗାନିଜ, କପର ଆଦି ପୋଷକ ତତ୍ତ୍ୱ ଅଧିକ ରହିଥାଏ। ଏଭଳି ମଞ୍ଜି ବା ବିହନ ପ୍ରସ୍ତୁତ କରୁଛନ୍ତି ଲକ୍ଷ୍ନୌର…
ମହାକାଶରେ ମଣିଷ
ଖ୍ରୀଷ୍ଟପୂର୍ବ ୩୯୯ରେ ଗ୍ରୀକ୍ ଦାର୍ଶନିକ ସକ୍ରେଟିସ୍ କହିଥିଲେ, ”ମଣିଷ ପୃଥିବୀ ଉପରୁ ବାୟୁମଣ୍ଡଳର ଶୀର୍ଷ ଭାଗକୁ କିମ୍ବା ତା’ଠାରୁ ଅଧିକ ଉପରକୁ ଯାଇପାରିଲେ ହିଁ ସେ ନିଜ ଦୁନିଆକୁ ସମ୍ପୂର୍ଣ୍ଣ ରୂପେ ଜାଣିପାରିବ। “ ତେଣୁ ମହାକାଶକୁ ମାନବ ପ୍ରେରଣ କରିବା…
ଲୋକଙ୍କ ସରକାରରେ ରାଜ୍ୟର ‘ସୁଭଦ୍ରା’ ହେବେ ସଶକ୍ତ ଓ ଆତ୍ମନିର୍ଭର
ଓଡ଼ିଶାର ସାମାଜିକ ନ୍ୟାୟ ଇତିହାସରେ ଆଜି ଏକ ଗୌରବମୟ ଦିନ। ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀ ଆଜି ରାଜ୍ୟର ମହିଳାମାନଙ୍କ ପାଇଁ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏହି ଯୋଜନା ରାଜ୍ୟର ଏକ କୋଟିରୁ ଅଧିକ ମହିଳାଙ୍କ ସଶକ୍ତୀକରଣ…
ଗୁଣିର ଶିକାର
ଏକବିଂଶ ଶତାବ୍ଦୀରେ ମଣିଷ ବିଜ୍ଞାନ ପ୍ରଯୁକ୍ତିରେ ଅନେକ ଆଗେଇଯିବା ସତ୍ତ୍ୱେ ଅନ୍ଧବିଶ୍ୱାସ, ଗୁଣିଗାରେଡ଼ି ଓ ଡାହାଣୀ ଭଳି ଧାରଣାକୁ ଛାଡ଼ିପାରୁନାହିଁ। ଏଭଳି ମାନସିକତାର ଗମ୍ଭୀରତା ବିଷୟରେ ଜାତିସଂଘ ମାନବ ଅଧିକାର ପରିଷଦର ୨୦୨୩ ରିପୋର୍ଟ ସୂଚିତ କରିଥିଲା। ଏହା ଦର୍ଶାଇଥିଲା ଯେ,…
Archives


