Home

୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ କାର ଖସିପଡ଼ିବା ଯୋଗୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର…

ରାପିଡୋ ସମେତ ସମସ୍ତ ବାଇକ୍ ଟ୍ୟାକ୍ସି ସେବା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ବେଙ୍ଗାଲୁରୁ,୨।୪: କର୍ଣ୍ଣାଟକ ହାଇକୋର୍ଟ ବୁଧବାର ରାପିଡୋ ବାଇକ୍ ଟ୍ୟାକ୍ସି ସମେତ ଅନ୍ୟ ସମସ୍ତ ବାଇକ୍ ଟ୍ୟାକ୍ସି ଆଗ୍ରେଗେଟରମାନଙ୍କୁ ଛଅ ସପ୍ତାହ ମଧ୍ୟରେ ରାଜ୍ୟରେ ସେମାନଙ୍କର କାର୍ଯ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ବି ଶ୍ୟାମ ପ୍ରସାଦ ରାପିଡୋର ମୂଳ କମ୍ପାନୀ…

କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଏହା ଅଭ୍ୟାସରେ ପରିଣତ ହୋଇଗଲେ ତାହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ।…

Jasprit Bumrah IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିବ ବଡ଼ ଝଟକା! ଫିଟ ହେବା ପରେ ବି ଖେଳିବେ ନାହିଁ ବୁମରା?

ନୂଆଦିଲ୍ଲୀ,୨।୪: ଜସପ୍ରିତ ବୁମରା ଆଘାତ ଯୋଗୁଁ ପଡ଼ିଆ ବାହାରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଭାରତର ଅଷ୍ଟ୍ରେଲିଆ ଗସ୍ତ ପରେ ବୁମରା ଏପର୍ଯ୍ୟନ୍ତ ପଡ଼ିଆକୁ ଫେରିପାରିନାହାଁନ୍ତି। ଏହି ସମୟରେ ଆଉ ଏକ ଖବର ମିଳିଛି।…

ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କ ପରଲୋକ

ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ ପରଲୋକ ଘଟିଛି। ସ୍ବର୍ଗତ ଅଗ୍ରଓ୍ବାଲ ୧୯୯୭ରୁ୨୦୦୩ ପର୍ଯ୍ୟନ୍ତ ପଦ୍ମପୁର ନଗରପାଳ ଦାୟିତ୍ୱ ତୁଲାଇଥିବା…

ପାକିସ୍ତାନରେ ପୁଣି ମହଙ୍ଗା ମାଡ଼: ପିଆଜ, ଟମାଟୋ, ଚିକେନ ସବୁ ହେଲା ମହଙ୍ଗା

ଇସଲାମାବାଦ,୨।୪: ପାକିସ୍ତାନରେ ମୁଦ୍ରାସ୍ଫୀତିକୁ ନେଇ ପୁଣିଥରେ ଉତ୍ତେଜନା ପ୍ରକାଶ ପାଇଛି। ଦୋକାନୀ ଏବଂ କ୍ରେତା ଉଭୟ ମୁଦ୍ରାସ୍ଫୀତି ଯୋଗୁଁ କଷ୍ଟ ପାଉଛନ୍ତି। ରମଜାନ ସରିଗଲା କିନ୍ତୁ ସାମଗ୍ରୀର ମୂଲ୍ୟରେ କୌଣସି ହ୍ରାସ ହୋଇନାହିଁ। ବୋନ ଲେସ୍‌ ଚିକେନ ୧୨୦୦ ଟଙ୍କାକୁ ବୃଦ୍ଧି…

ଦିନେ ଗୁପଚୁପ ବିକ୍ରି କରୁଥିବା Yashasvi Jaiswal ଯେଉଁ ଟିମ ପାଇଁ ହୋଇଥିଲେ ସୁପରଷ୍ଟାର, ଆଜି ଛାଡିବାକୁ ଯାଉଛନ୍ତି ସେହି ଟିମକୁ…

ନୂଆଦିଲ୍ଲୀ,୨।୪: ମୁମ୍ବାଇ ଦଳର ଓପନର ଯଶସ୍ବୀ ଜୟସୱାଲ ମଙ୍ଗଳବାର ମୁମ୍ବାଇ କ୍ରିକେଟ ଆସୋସିଏସନକୁ ଏକ ମେଲ ଲେଖିଥିଲେ। ଇଣ୍ଡିଆନ ଏକ୍ସପ୍ରେସର ରିପୋର୍ଟ ଅନୁଯାୟୀ, ଯଶସ୍ବୀ ଜୟସୱାଲ ଖୁବ ଶୀଘ୍ର ମୁମ୍ବାଇ ଦଳ ଛାଡି ଗୋଆ ଦଳରେ ଯୋଗ ଦେବାକୁ ଯାଉଛନ୍ତି। ଏହି…

୨୪ଘଣ୍ଟାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା, ଆର୍ଲଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨।୪: ପାଣିପାଗକୁ ନେଇ ବଡ଼ ଅପଡେଟ । ଆସୁଛି ବଡ଼ ବର୍ଷା । କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ପାଗରେ ପରିବର୍ତ୍ତନ ହେବ ।…

ଉପ ମୁଖ୍ୟମନ୍ତ୍ରୀଙ୍କୁ ଉପହାରରେ ମିଳିଲା ନୀଳ ଡ୍ରମ, କହିଲେ ଓଲଟା ଭାବନ୍ତୁ ନାହିଁ ଏହା ବହୁତ କାମରେ ଲାଗିବ

ଲକ୍ଷ୍ନୌ,୨।୪: ମଙ୍ଗଳବାର ରାତିରେ ଡକ୍ଟର ରାମ ମନୋହର ଲୋହିଆ ପାର୍କ ହସରେ ଗୁଞ୍ଜରିତ ହୋଇଥିଲା। ଏଠାରେ ରାଜନୀତିଠାରୁ ଆରମ୍ଭ କରି ସାମାଜିକ ପ୍ରସଙ୍ଗ ପର୍ଯ୍ୟନ୍ତ ପ୍ରତ୍ୟେକ ବିଷୟ ଉପରେ ମଜାଦାର ବ୍ୟଙ୍ଗ ରଚନା କରାଯାଉଥିଲା। ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକଙ୍କୁ ‘ବ୍ଲୁ ଡ୍ରମ’…

ପ୍ରେମିକଙ୍କୁ ଅପହରଣ କରି ବନ୍ଧାହେଲେ ପ୍ରେମିକା, ୧୦ ଲକ୍ଷ ଟଙ୍କାର ବି ରଖିଥିଲେ ମୁଣ୍ଡ ଜାମିନ

ଭୁବନେଶ୍ୱର,୨ା୪: ରାଜଧାନୀ ଭୁବନେଶ୍ୱରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ସବୁବେଳେ ଖବର ଆସେ ପ୍ରେମିକାଙ୍କୁ ଅପହରଣ କରିନେଇଛନ୍ତି ପ୍ରେମିକ। ମାତ୍ର ଆଜିର ଘଟଣା ଟିକେ ନିଆରା। ପ୍ରେମିକଙ୍କୁ ଅପହରଣ କରି ନେଇ ପ୍ରେମିକା ପୋଲିସ ହାତରେ ବନ୍ଧା ହୋଇଛନ୍ତି। ପ୍ରେମିକାଙ୍କ…

ମନି ଲଣ୍ଡରିଂ ମାମଲାରେ EDର ବଡ଼ ଆକ୍ସନ, ୧୫୬ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୨।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED), ୩୧ ମାର୍ଚ୍ଚ, ୨୦୨୫ରେ ମନି ଲଣ୍ଡରିଂ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଲକ୍ଷ୍ମୀ ପ୍ରିସିସନ ସ୍କ୍ରୁସ ପ୍ରାଇଭେଟ ଲିମିଟେଡର ୧୨ଟି ସ୍ଥାବର ସମ୍ପତ୍ତି ଜବତ କରିଛି। ଲିମିଟେଡ (ମେସର୍ସ ଲକ୍ଷ୍ମୀ ପ୍ରିସିସନ ସ୍କ୍ରୁସ ପ୍ରାଇଭେଟ…

ବିଗିଡ଼ିଲା ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ପାଇଁ ଦିଲ୍ଲୀ ଯିବେ

ପାଟନା,୨।୪: ବିହାରରୁ ଏକ ବଡ଼ ଖବର ଆସୁଛି। ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି। ରିପୋର୍ଟ ଅନୁଯାୟୀ, ରକ୍ତରେ ଶର୍କରା ବୃଦ୍ଧି ପାଇବା ଯୋଗୁଁ ତାଙ୍କ ଅବସ୍ଥା ଆହୁରି ଖରାପ ହୋଇଛି। ପାଟନାର ଡାକ୍ତରମାନେ ପରାମର୍ଶ ଦେଇଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri