ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୯ା୧୧(ସୁନିତ୍ ମିଶ୍ର):ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ରାଜ୍ୟର ବିକାଶ ପରିବର୍ତ୍ତେ ବ୍ୟକ୍ତିଗତ ଉନ୍ନତିକୁ ଅଧିକ ପ୍ରାଧାନ୍ୟ ଦେଇଛନ୍ତି। ଝାଡ଼ଖଣ୍ଡରେ ବର୍ତ୍ତମାନ ରୁଟି, ବେଟି ଓ ମାଟି ଉପରେ ଘୋର ସଙ୍କଟ ଦେଖାଦେଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶୁକ୍ରବାର ଝାଡ଼ଖଣ୍ଡର…
ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ପରେ ଜିଅନ୍ତା ଜାଳିଦେଲେ, ସ୍ବାମୀ କହିଲେ ହୃଦୟ ବିଦାରକ କଥା
ଇମ୍ଫାଲ,୯ା୧୧: ମଣିପୁରର ଜିରିବାମ ଜିଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସୂଚନାନୁସାରେ, ଗୁରୁବାର (ନଭେମ୍ବର ୭) ରାତିରେ ଜଣେ ୩୧ ବର୍ଷୀୟା ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର କରାଯାଇ ପରେ ଜିଅନ୍ତା ଜାଳି ଦିଆଯାଇଛି। ଏହି ସମୟ ମଧ୍ୟରେ ସଶସ୍ତ୍ର…
ଖାଦ୍ୟ ବଣ୍ଟନ ବ୍ୟବସ୍ଥାରେ ଓଡ଼ିଶା ଆଣିଥିବା ସୁନାମରେ ଏବେ କଳଙ୍କ ଲାଗିଛି
ଭୁବନେଶ୍ୱର,୯୧୧(ଅନିଲ ଦାସ):ମିଳିତ ଜାତିସଂଘ ତରଫରୁ ଆୟୋଜିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମରେ ଓଡ଼ିଶାର ଖାଦ୍ୟ ବଣ୍ଟନ ବ୍ୟବସ୍ଥାକୁ ଭୂୟସୀ ପ୍ରଶଂସା କରାଯାଇଥିଲା। ଏକ ଖାଦ୍ୟ ଅଭାବୀ ରାଜ୍ୟରୁ କିପରି ଭାବେ ଓଡ଼ିଶା ଏକ ଖାଦ୍ୟ ବଳକା ରାଜ୍ୟରେ ପରିଣତ ହୋଇଥିଲା, ଓଡ଼ିଶାର ଏହି…
ରୋହିତ ଶର୍ମାଙ୍କୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ଭାଇରାଲ୍ ହେଉଛି ଭିଡିଓ
ଡର୍ବାନ୍,୯।୧୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୪ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ର ପ୍ରଥମ ମ୍ୟାଚ୍ରେ ଭାରତର ବିଜୟୀ ହୋଇଛି। ଭାରତୀୟ ଦଳ ସୁର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଅଛନ୍ତି। ନିକଟରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ…
କାହିଁକି ଆକାଉଣ୍ଟକୁ ଆସିନି ସୁଭଦ୍ରା ଟଙ୍କା, କ’ଣ କଲେ ଆସିବ ଉପମୁଖ୍ୟମନ୍ତ୍ରୀ ଦେଲେ ପୂରା ସୂଚନା…
ଭୁବନେଶ୍ୱର,୯ା୧୧: ପୂର୍ବଥର ଯେଉଁ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିନାହିଁ, କାହିଁକି ଆସିନାହିଁ କ’ଣ କଲେ ଆକାଉଣ୍ଟକୁ ଟଙ୍କା ଆସିବ ସେ ସମ୍ପର୍କରେ ସବିଶେଷ କଥା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏଯାବତ୍ ୨ ଲକ୍ଷ ୬୭ ହଜାର…
ସିଜେଆଇ ପରେ ଏହି ବଡ଼ ପଦବୀ ସମ୍ଭାଳିବେ ଚନ୍ଦ୍ରଚୂଡ! ଜାଣିଲେ ତାଜୁବ ହେବେ
ନୂଆଦିଲ୍ଲୀ,୯।୧୧: ବିଦାୟ ନେଇଛନ୍ତି ଡି.ୱାଇ.ଚନ୍ଦ୍ରଚୂଡ଼। ଭାରତର ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଭାବେ ସେ ଶୁକ୍ରବାର ନିଜର କାର୍ଯ୍ୟକାଳ ଶେଷ କରିଛନ୍ତି। ସେ ନଭେମ୍ବର ୧୦ ତାରିଖରେ ଅବସର ନେବେ। ଏଣୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ ନିମନ୍ତେ କୋର୍ଟରେ ଶୁକ୍ରବାର ଏକ…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୨୪ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୯ା୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ ହିତାଧିକାରୀ…
୫ ବଡ଼ ରେକର୍ଡ କଲେ ସଞ୍ଜୁ ସାମସନ୍: ପ୍ରଥମ ଭାରତୀୟ ଭାବେ…
ଡର୍ବାନ୍,୯।୧୧: ଭାରତୀୟ ଉଇକେଟ୍ କିପର- ବ୍ୟାଟ୍ସମ୍ୟାନ୍ ସଞ୍ଜୁ ସାମସନଙ୍କ ବିସ୍ଫୋରକ ଯୋଗୁ ଟିମ ଇଣ୍ଡିଆ ପ୍ରଥମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୬୧ ରନ୍ରେ ପରାସ୍ତ କରିଛି। ଚାରି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମେ ଖେଳି…
ତାରାତାରିଣୀ ମନ୍ଦିରରୁ ଚୋରି ନେଇ ମନ୍ତ୍ରୀ-ବିଧାୟକଙ୍କ ତଦାରଖ, ଚୋରିକୁ ନେଇ ରାଜନୀତି କରିବା…
ପୁରୁଷୋତ୍ତମପୁର,୯ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ମା’ଙ୍କ ଅଳଙ୍କାରକୁ ଲୁଟି ନେଇଥିଲେ। ଏହାକୁ ନେଇ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଖଣି ଓ ପରିବହନ ମନ୍ତ୍ରୀ ବିଭୂତି ଜେନା,ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର,…
ଟିମ୍ ଇଣ୍ଡିଆରେ ଫାଟ: ରୋହିତ-ଗମ୍ଭୀରଙ୍କ ମଧ୍ୟରେ ସବୁକିଛି ଠିକ୍ ଚାଲିନାହିଁ
ନୂଆଦିଲ୍ଲୀ,୯।୧୧: ନିକଟରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତକୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡିଥିଲା। ଭାରତୀୟ ମାଟିରେ ଟେଷ୍ଟ ସିରିଜକୁ ୩-୦ରେ ଜିତି ନ୍ୟୁଜିଲାଣ୍ଡ ଇତିହାସ ସୃଷ୍ଟି କରିଥିଲା। ଏହି ପରାଜୟ ପରେ କ୍ରମାଗତ ଭାବେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ…
କାର୍ର ହେଲା ଅନ୍ତିମ ସଂସ୍କାର; ଯୋଗଦେଲେ ୧୫ ହଜାର ଲୋକ: ଦେଖନ୍ତୁ ଭିଡିଓ
ଗାନ୍ଧୀନଗର,୯।୧୧: ସାଧାରଣତଃ ଅନେକ ପ୍ରକାରର ବିଦାୟ ସମାରୋହ ଦେଖିବାକୁ ମିଳେ। ସରକାରୀ କାର୍ଯ୍ୟାଳୟରୁ ଅଧିକାରୀଙ୍କ ବିଦାୟ, ବିବାହରେ କନ୍ୟାର ବିଦାୟ ଏବଂ ଜୀବନର ଅନ୍ତିମ ବିଦାୟ। କିନ୍ତୁ ଆପଣ କେବେ କାରର ଅନ୍ତିମ ବିଦାୟ ଦେଖିଛନ୍ତି କି? ହଁ, ଜଣେ ବ୍ୟକ୍ତି…
ରାମମନ୍ଦିର ନିର୍ମାଣ ପାଇଁ ମିଳୁନାହାନ୍ତି ଶ୍ରମିକ, ନୃପେନ୍ଦ୍ର ମିଶ୍ର କହିଲେ ପ୍ରକୃତ କାରଣ…
ଅଯୋଧ୍ୟା,୯ା୧୧: ଅଯୋଧ୍ୟାରେ ନିର୍ମିତ ରାମମନ୍ଦିର ନିର୍ମାଣ ବର୍ତ୍ତମାନ ତିନିମାସ ବିଳମ୍ବ ହୋଇପାରେ ଏବଂ ବର୍ତ୍ତମାନ ଏହି ମନ୍ଦିର ସେପ୍ଟେମ୍ବର ୨୦୨୫ ସୁଦ୍ଧା ପ୍ରସ୍ତୁତ ହେବାର ସମ୍ଭାବନା ଅଛି। ରାମମନ୍ଦିର ନିର୍ମାଣ କମିଟିର ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ର ସୂଚନା ଦେଇ କହିଛନ୍ତି ଯେ,…
Archives


