Home

ମାଲ୍‌ଖାନାରୁ କଫ୍‌ ସିରପ ଚୋରି କରି ASI ନିଲମ୍ବିତ

ସମ୍ବଲପୁର,୨୩ା୫: ମାଲ୍‌ଖାନାରୁ କଫ୍‌ ସିରପ୍‌ ଚୋରି କରି ଜଣେ ASI ନିଲମ୍ବିତ ହୋଇଛନ୍ତି। ତେବେ ଟାଉନ ଥାନାରେ କାର୍ଯ୍ୟରତ ଏଏସ୍‌ଆଇ ବିଦ୍ୟୁତ୍‌ ପଣ୍ଡାଙ୍କୁ ନିଲମ୍ବନ କରିଛନ୍ତି ସମ୍ବଲପୁର ଏସ୍‌ପି। ସେ ମାଲଖାନାରୁ ଜବତ ୨ ପେଟି କଫ୍‌ ସିରପ ଚୋରି କରିଥିଲେ।…

ଡିଜିଟାଲ ଲାଇବ୍ରେରୀ ସ୍ଥାପନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କଠାରେ ଦାବି ଜଣାଇଲେ ଭାରପ୍ରାପ୍ତ ପୌରପରିଷଦ ଅଧ୍ୟକ୍ଷ

ଦେବଗଡ଼,୨୩ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳରେ ଏକ ଡିଜିଟାଲ ଲାଇବ୍ରେରୀ ସ୍ଥାପନ ପାଇଁ ଆବଶ୍ୟକ ଅର୍ଥ ମଞ୍ଜୁର ନିମନ୍ତେ ଦେବଗଡ଼ ପୌରପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଜିତ କୁମାର ଭୋଜ ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିକଟରେ ଦାବି ଜଣାଇଛନ୍ତି। ଭାରପ୍ରାପ୍ତ…

ରେଙ୍ଗାଲି ଜଳଭଣ୍ଡାରରେ ବୁଡ଼ି ଦୁଇ ପୁଅଙ୍କ ସହ ଚାଲିଗଲା ମା’ଙ୍କ ଜୀବନ, ଅଳ୍ପକେ ବର୍ତ୍ତିଲେ ବାପା

ଦେବଗଡ଼,୨୩ା୫(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ଜଳ ଭଣ୍ଡାରରେ ଅଘଟଣ। ଦେଶୀ ଡଙ୍ଗା ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ମାଛ ମାରିବାକୁ ଯାଇଥିବା ବେଳେ ହଠାତ ଝଟ୍‌କା ପବନ ହେବାରୁ ଦେଶୀ ଡଙ୍ଗା ଓଲଟି ପଡ଼ିଥିଲା।…

ମୁଖ୍ୟ ପ୍ରବେଶପଥ ଜଗିଛି ପ୍ରଶାସନ, ହେଲେ ଗଳାବାଟ ଦେଇ ପଶୁଛି ଛତିଶଗଡ଼ ଧାନ

ବରଗଡ,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ୭ଦିନ ବିତିଛି। ଜିଲାରେ ଚାଷୀଙ୍କ ଅମଳ ଧାନ ବିକ୍ରି ସରି ନାହିଁ। ଜିଲାର ଧାନ ବିକ୍ରି ସରିବାକୁ ଆହୁରି ପ୍ରାୟ ୨ମାସ ଲାଗିଯିବ। ଅନ୍ୟପଟେ…

ଓଲଟିଲା ବ୍ୟାଣ୍ଡପାର୍ଟି ଗାଡ଼ି: ଚାଲିଗଲା ୨ ଜଣଙ୍କ ଜୀବନ, ୮ ଗୁରୁତର

ସୋନପୁର,୨୩ା୫: ୫୭ ନମ୍ବର ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ଛକ ନିକଟରେ ବ୍ୟାଣ୍ଡ୍‌ପାର୍ଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିଯୋଗୁ ଗାଡ଼ି ଉପରେ ବସିଥିବା ବରଗଡ଼ ଜିଲାର ୨ ଦୁଲଦୁଲି ବାଦ୍ୟ କଳାକାରଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ବୌଦ୍ଧ ଜିଲା ମନମୁଣ୍ଡାରେ…

ଏଇ ଭାରତରେ

ମହାରାଷ୍ଟ୍ର ଠାଣେର ହେନିକ ଗାଲା ଓ ଶ୍ରେୟାସ ଜଲାପୁର ସ୍କୁଲରେ ପଢ଼ିବାବେଳେ ଜଣେ କବାଡିବାଲାଙ୍କ କାର୍ଯ୍ୟକୁ ଦେଖୁଥିଲେ। ଏହି ଦୁଇ ବନ୍ଧୁ ସ୍କୁଲ ଶିକ୍ଷା ଶେଷ କରି ଉଚ୍ଚଶିକ୍ଷା ଲାଭ କରିବା ପରେ କବାଡିବାଲାଙ୍କ କାମର ଗୁରୁତ୍ୱକୁ ଉପଲବ୍ଧି କରି ବର୍ଜ୍ୟ…

ଗୋଷ୍ଠୀଭିତ୍ତିକ ବିହନ ସଂରକ୍ଷଣ

ସାଧାରଣତଃ ମାଣ୍ଡିଆ ଏକ କ୍ଷୁଦ୍ର ଦାନାଯୁକ୍ତ, ଗରମ ଦିନିଆ ଫସଲ। ଏଥିରେ ଅଧିକ ପରିମାଣରେ ପ୍ରୋଟିନ୍‌, ଫାଇବର, ନିଆସିନ୍‌, ଥାଏମିନ୍‌, ରାଇବୋଫ୍ଲାବିନ୍‌, ମିଥିଓନାଇନ, ଲେସିଥିନ୍‌ ଓ ଭିଟାମିନ -ଇ ଥାଏ। ଏହା ବିଭିନ୍ନ ପ୍ରକାର ଖଣିଜ ଲବଣ ଯଥା ଆଇରନ୍‌, ମାଗ୍ନେସିୟମ,…

ଜଳସଙ୍କଟର ସମାଧାନ

ଳ ହେଉଛି ଜୀବନର ମୂଳାଧାର, କିନ୍ତୁ ଭାରତରେ ଜଳସଙ୍କଟ ଏକ ଗମ୍ଭୀର ଚ୍ୟାଲେଞ୍ଜ ଭାବେ ଉଭାହୋଇଛି। ନୀତି ଆୟୋଗର ୨୦୧୮ ରିପୋର୍ଟ ଅନୁସାରେ ଭାରତର ୬୦୦ ନିୟୁତ (୪୫% ଜନସଂଖ୍ୟା) ଲୋକ ଅତି ଗମ୍ଭୀର ଜଳସଙ୍କଟର ସମ୍ମୁଖୀନ ହେଉଛନ୍ତି। ୨୦୩୦ ସୁଦ୍ଧା…

ଶାନ୍ତି ଚୁକ୍ତିରେ ମହିଳାଙ୍କ ଭୂମିକା

ବିଶ୍ୱରେ ଲିଙ୍ଗଗତ ସମାନତା ପାଇଁ ସବୁ ପ୍ରକାର ଅଗ୍ରଗତି ହୋଇଥିଲେ ମଧ୍ୟ ଅନେକେ ଅଦ୍ୟାବଧି ସଶସ୍ତ୍ର ସଂଘର୍ଷକୁ ମୁଖ୍ୟତଃ ପୁରୁଷ ପ୍ରାଧାନ୍ୟ ଭାବେ ଦେଖିବାକୁ ଅଧିକ ଉତ୍ସାହିତ ହେଉଛନ୍ତି। ବାସ୍ତବରେ ମହିଳାମାନେ ବହୁ ସମୟରେ ଯୁଦ୍ଧ, ଅଣଯୁଦ୍ଧ ଓ ନେତୃତ୍ୱ ଭୂମିକାରେ…

କୋଟିଆ ପାଇଁ ୧୬ ଜଣିଆ କମିଟି

ଭୁବନେଶ୍ୱର,୨୩ା୫(ସୁନିତ୍‌ ମିଶ୍ର): କୋଟିଆ ବିବାଦ ପ୍ରସଙ୍ଗକୁ ନେଇ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରାଯାଇଛି। ଏଥିରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅଧ୍ୟକ୍ଷ ଥିବାବେଳେ ମୋଟ ୧୬ ଜଣ କମିଟିରେ ରହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

ଚୋରି କରିବାକୁ ଆସି ଛେଚା ଖାଇଲେ ଯୁବକ, ୫ ଫେରାର

ବସ୍ତା,୨୨ା୫(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବାରମାଢ଼ିଆ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଚୋରି କରିବାକୁ ଆସି ଧରା ପଡ଼ି ଛେଚା ଖାଇଛନ୍ତି ଜଣେ ଯୁବକ। ୫ ଜଣ ଫେରାର ଅଛନ୍ତି। ମିଳିଥିବା ସୂଚନାନୁସାରେ, ବୁଧବାର ରାତିରେ ୬…

ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ସ୍ବାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମର ରିତୁ ବେହେରାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଥାନାରେ ଅଟକ ଥିବା ରିତୁଙ୍କ ସ୍ବାମୀ ମୟୂର ବେହେରାଙ୍କୁ ଗୁରୁବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?