ଆତ୍ମସମର୍ପଣ କଲେ ଟପ୍ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…
ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ ଇନ୍ଦୁ ସମେତ ୧୫ଜଣ ମାଓବାଦୀ ରାୟଗଡ଼ା ପୋଲିସ ଆଗରେ ଆତ୍ମସମର୍ପଣ କରିଛନ୍ତି। ଏନେଇ…
ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…
ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଅବଦୁଲ୍ଲା କହିଛନ୍ତି ଯେ ଏହି ଆର୍ଥିକ ଯୋଜନା କେନ୍ଦ୍ରଶାସିତ ଅଞ୍ଚଳରେ ସ୍ଥାୟୀ ଅଭିବୃଦ୍ଧି,…
ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ
ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଦଣ୍ଡପାଣି ପାତ୍ର କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା…
ପଞ୍ଜାବୀ ଗୀତ ବୁଝି ପାରିଲେନି Vaibhav Suryavanshi! ବିଜୟ ପରେ ଡ୍ୟାନ୍ସ ଭିଡ଼ିଓ ହେଉଛି ଭାଇରାଲ
ନୂଆଦିଲ୍ଲୀ,୭।୨: ୧୯ ବର୍ଷରୁ କମ ବିଶ୍ୱକପ ଇତିହାସର ସବୁଠାରୁ ଶକ୍ତିଶାଳୀ ପ୍ରଦର୍ଶନ ପରେ, Vaibhav Suryavanshi ଏକ ଜବରଦସ୍ତ ଉତ୍ସବ ସହିତ ଭାରତର ବିଜୟ ପାଳନ କଲେ, ଯାହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭାରତ ଇଂଲଣ୍ଡକୁ ୧୦୦…
ଯୁବପିଢ଼ିଙ୍କ ମଧ୍ୟରେ ବୃଦ୍ଧି ପାଉଛି ଷ୍ଟୋନ ସମସ୍ୟା, ଜାଣନ୍ତୁ କାରଣ ଏବଂ ପ୍ରତିକାର
ଦେଶରେ ଅନେକ ଲୋକ ଅଛନ୍ତି ଯେଉଁମାନେ ଷ୍ଟୋନକୁ ଗମ୍ଭୀରତାର ସହ ନିଅନ୍ତି ନାହିଁ । କିନ୍ତୁ ଏହି ଛୋଟ ସମସ୍ୟା ହୃଦରୋଗ, କ୍ରନିକ ବୃକକ୍ ରୋଗ ଏବଂ କିଡନୀ ଫେଲ୍ୟୁଅର ମଧ୍ୟ ହୋଇପାରେ । ଏହି ସମସ୍ୟାର ଯନ୍ତ୍ରଣା ଅସହ୍ୟ । ଆଜିକାଲି…
ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ
ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି ରହିଛି। ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ହାଟପଦାରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଭୁଜାଲି ମାଡ଼ରେ…
India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…
ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉଭୟଙ୍କୁ ଟାର୍ଗେଟ କରି…
ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ
କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜିଲା ପ୍ରଶାସନ ପକ୍ଷରୁ ଜନଜୀବନ ସୁରକ୍ଷା ପାଇଁ ସ୍ଥାନାନ୍ତର ହେବା ସାଧାରଣ…
କାନ୍ଦିଲାଣି ପାକିସ୍ତାନ, ଚିନ୍ତାରେ ଚାଇନା! ଆମେରିକାର ଜବାବକୁ ନେଇ…
ନୂଆଦିଲ୍ଲୀ,୭।୨: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ସମ୍ପ୍ରତି ପିଓକେର ମାଟିରୁ ‘କଶ୍ମୀର ପାକିସ୍ତାନ ହେବ’ ସ୍ଲୋଗାନ ଦେଇଥିଲେ। ମଞ୍ଚ ପ୍ରସ୍ତୁତ ଥିଲା, କରତାଳି ହୋଇଥିଲା, ଏବଂ ଇସଲାମାବାଦ ଅନୁଭବ କରିଥିଲା ଯେ ଏହା ଏକ କୂଟନୈତିକ ଲାଭ ପାଇଛି। କିନ୍ତୁ ତା’ପରେ…
ଅଳଙ୍କାର ଦେକାନରୁ ଚେନ୍ ଚୋରି କଲା ପାରା; ଥଣ୍ଟରେ ନେଇ ବେକରେ ପିନ୍ଧିଲା, ତାପରେ…
ଜୟପୁର,୭।୨: ରାଜସ୍ଥାନର ନାଗୌର ଜିଲାରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଏବଂ ମଜାଦାର ଖବର ସାମ୍ନାକୁ ଆସିଛି। ସାଧାରଣତଃ ଲୋକମାନେ ଚୋରି ଏବଂ ଡକାୟତି ରିପୋର୍ଟରେ ମଣିଷଙ୍କ କାର୍ଯ୍ୟ ବିଷୟରେ ଶୁଣିଥାନ୍ତି, କିନ୍ତୁ ଏଥର ଘଟଣାଟି କିଛି ଭିନ୍ନ ରହିଛି । ପାରା…
ରାସ୍ତାରେ ଷ୍ଟଣ୍ଟ୍ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ
ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ ପୋଲିସ ଅଟକ ରଖିବା ପରେ ନୋଟିସ ଦେଇ ଛାଡ଼ିଛି। ମିଳିଥିବା ସୂଚନା ଅନୁସାରେ,…
ପଣ୍ୟାଗାର କେମିକାଲ ଗୋଦାମରୁ ଧୂଆଁ ନିର୍ଗତ: ସ୍ଥାନୀୟ ବାସିନ୍ଦାଙ୍କ ଆଖି, ନାକ ଜଳାପୋଡ଼ା
ମହାକାଳପଡ଼ା, ୭ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପାରାଦୀପ-ଚଣ୍ଡିଖୋଲ ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱ ମଶାକଣି ବଡ଼ଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ ଗୃହ ରହିଛି। ଏଠାରେ ଗଚ୍ଛିତ ଥିବା କେମିକାଲ ନିର୍ଗତ ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ…
Archives


