Home

ଆମେରିକା ରାଷ୍ଟ୍ରପତି ନିର୍ବାଚନରେ କମଲାଙ୍କ କମବ୍ୟାକ, ନ୍ୟୁୟର୍କରେ ଜିତିଲେ

ଓ୍ବାଶିଂଟନ,୬।୧୧: ନଭେମ୍ବର ୫ରେ ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଆସିବା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଧାରାରେ, ରିପବ୍ଲିକାନ ପାର୍ଟିର ଡୋନାଲ୍ଡ ଟ୍ରମ୍ପ ୧୭୮ରୁ ଅଧିକ ଆସନରେ ଆଗୁଆ ଅଛନ୍ତି। ଯେତେବେଳେ କି ଡେମୋକ୍ରାଟିକ ପାର୍ଟିର କମଲା ହ୍ୟାରିସ ୯୯ଟି ଆସନରେ ଆଗରେ…

ମା’ ତାରାତାରିଣୀଙ୍କୁ ବି ଛାଡ଼ିଲେନି ଚୋର: କବାଟ ଭାଙ୍ଗି ଟଙ୍କା-ଅଳଙ୍କାର ଲୁଟିନେଲେ

ପୁରୁଷୋତ୍ତମପୁର,୬।୧୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ମୁଖ୍ୟ ଗେଟର କବାଟକୁ କେହି ଦୁର୍ବୃତ୍ତ କାଟି ଭାଙ୍ଗି ମନ୍ଦିର ଭିତରେ ପଶି ମା’ଙ୍କ ରୁପାର କିରଟି, ମୂଖା, ଛତ୍ରୀ ଚୋରାଇ…

ଅପରାଧୀଙ୍କୁ ଘୋଡ଼ାଉଛି ଏସ୍‌ସିବି

ନିକଟରେ ଓଡ଼ିଶାର ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଏକ ରାଗିଂ ଘଟଣାରେ ୫ ଜଣ ଛାତ୍ରଙ୍କୁ ହଷ୍ଟେଲରୁ ତଡ଼ିଦିଆଯିବା ସହ ୬ ମାସ ପାଇଁ ସେମାନଙ୍କୁ କ୍ୟାମ୍ପସ ବାହାରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଚତୁର୍ଥ…

ଭାଜପାର ବଡ଼ ଆକ୍ସନ, ୪୦ ନେତା ବହିଷ୍କୃତ

ମୁମ୍ବାଇ,୬।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ, ଭୋଟ ଦେବା ପୂର୍ବରୁ ମଧ୍ୟ ଭାଜପା ଦଳର ୪୦ ନେତା ଓ କର୍ମୀଙ୍କୁ ବହିଷ୍କାର କରିଛି। ଅନୁଶାସନନହିନତା ଅଭିଯୋଗରେ ଭାଜପା ଏହି ସମସ୍ତ ନେତାଙ୍କୁ ଦଳରୁ ବାହାର କରିଦେଇଛି। ଏହି…

ହତ୍ୟା ଅଭିଯୁକ୍ତଙ୍କୁ ଧରାଇଦେଲା ମାଛି:ଜାଣନ୍ତୁ କେମିତି

ଜବଲପୁର,୬ା୧୧:ମଧ୍ୟପ୍ରଦେଶର ଜବଲପୁର ଜିଲା ଚରଗାଓଁସ୍ଥିତ ଦେଓରି ତାପରିଆ ଗ୍ରାମରେ ମାଛି ଦ୍ୱାରା ଏକ ହତ୍ୟା ମାମଲାର ସମାଧାନ ହୋଇପାରିଛି। ମାଛି ଯୋଗୁ ପୋଲିସ ହତ୍ୟାକାରୀଙ୍କୁ ଧରିବାରେ ସଫଳ ହୋଇଥିବା ନେଇ ମଙ୍ଗଳବାର ଜବଲପୁର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ(ଗ୍ରାମୀଣ) ସୋନାଲି ଦୁବେ ସୂଚନା…

ପଞ୍ଚାୟତ କାର୍ଯ୍ୟାଳୟରେ ବିଡିଓଙ୍କୁ ତାଲା:ପିଡିଏସ୍‌ ଚାଉଳ ଓଜନରେ କମ୍‌

ବେତନଟୀ,୬ା୧୧(ଧରଣୀଧର ମହାନ୍ତି):ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ନଡ଼ପୁର ପଞ୍ଚାୟତରେ ମଙ୍ଗଳବାର ପିଡିଏସ୍‌ ଚାଉଳ କମ୍‌ ଦିଆଯିବାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ହିତାଧିକାରୀମାନେ ଯାଞ୍ଚ ପାଇଁ ଆସିଥିବା ବିଡିଓ ଏବଂ ବ୍ଲକ କର୍ମଚାରୀମାନଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ମଧ୍ୟରେ ପୂରାଇ…

୫୭ ନୂଆ ଏନ୍‌ଏସି ପ୍ରସ୍ତାବ: ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ ଜିଲାପାଳଙ୍କୁ ଚିଠି

ଭୁବନେଶ୍ୱର,୬ା୧୧(ଅନିଲ ଦାସ)ରାଜ୍ୟରେ ପ୍ରସ୍ତାବିତ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ପାଇଁ ରାଜ୍ୟ ସରକାର ୨୩ ଜିଲାରୁ ସବିଶେଷ ତଥ୍ୟ ଆହ୍ବାନ କରିଛନ୍ତି। ଜନସଂଖ୍ୟାଠାରୁ ଆରମ୍ଭକରି ସମସ୍ତ ତଥ୍ୟ ଦେବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ଚିଠି…

ଶିଳ୍ପ ବିକାଶକୁ ଝଟକା:ଇଥାନଲ୍‌ ପ୍ରକଳ୍ପରୁ ଓହରିଗଲା ଏଚ୍‌ପିସିଏଲ୍‌

ନବରଙ୍ଗପୁର,୬।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ହେବାକୁ ଥିବା ଇଥାନଲ୍‌ ପ୍ରକଳ୍ପରୁ ଏଚ୍‌ପିସିଏଲ୍‌ (ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌) କମ୍ପାନୀ ଓହରିଯାଇଥିବା ନେଇ ଗୁରୁବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍ଥାନୀୟ ଚରକବନରେ ଖବରଦାତାମାନଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତରେ କହିଛନ୍ତି। ଜିଲାରେ ଶିଳ୍ପର…

ଭରତପୁର ଥାନାରେ ନିର୍ଯାତନା ଘଟଣା:୩୦୦ରୁ ଊର୍ଦ୍ଧ୍ୱ ସତ୍ୟପାଠ ଦାଖଲ

ଭୁବନେଶ୍ୱର,୬ା୧୧(ସତ୍ୟଜିତ୍‌ ରାଉତ):ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ କ୍ରାଇମବ୍ରାଞ୍ଚ ଅଧିକ ତଦନ୍ତ ଜାରି ରଖିଛି। ଏଥିସହ ବିଚାର ବିଭାଗୀୟ ଯାଞ୍ଚ ଚାଲିଥିବାବେଳେ କମିଶନଙ୍କ ନିକଟରେ ସତ୍ୟପାଠ ଦାଖଲର ସମୟସୀମା ମଙ୍ଗଳବାର ଶେଷ ହୋଇଛି। ତେବେ ୩୦୦ରୁ…

ନରମିଲା ଇସ୍କନ: ଅଦିନିଆ ରଥଯାତ୍ରା ବନ୍ଦ

ଭୁବନେଶ୍ୱର,୬।୧୦(ବନ୍ଦନା ସେଠୀ):ଶେଷରେ କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଭାବାବେଗ ଆଗରେ ମୁଣ୍ଡ ନୁଆଁଇଛି ଇସ୍କନ। ଆମେରିକାର ହ୍ୟୁଷ୍ଟନ୍‌ରେ ହେବାକୁ ଥିବା ଅଦିନିଆ ରଥଯାତ୍ରାକୁ ପୁରୀ ଶଙ୍କରାଚାର୍ଯ୍ୟ, ଗଜପତି ମହାରାଜା, ସେବାୟତ ଓ ଶ୍ରଦ୍ଧାଳୁମାନେ ତୀବ୍ର ବିରୋଧ କରିବା ପରେ ଇସ୍କନ କର୍ତ୍ତୃପକ୍ଷ ଏହି…

ଆମେରିକା ନିର୍ବାଚନରେ କିଏ ମାରିବେ ବାଜି: ଜାଣନ୍ତୁ କ’ଣ ରହିଛି ଆଗଧାଡି ଗଣମାଧ୍ୟମର ଆକଳନ

ଦୁଇ ବଡ଼ ଦଳର ତିକ୍ତତାପୂର୍ଣ୍ଣ ମାରାଥନ୍‌ ପ୍ରଚାର ଶେଷରେ ନୂଆ ରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ନଭେମ୍ବର ୫ରେ ଭୋଟ ଦେଇଛନ୍ତି ଆମେରିକୀୟ ମତଦାତା। ଡେମୋକ୍ରାଟ୍‌ ଉପରାଷ୍ଟ୍ରପତି କମଲା ହାରିସ୍‌ ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ହେବେ ନା ରିପବ୍ଲିକାନ୍‌ ଓଲ୍ଡ ହର୍ସ…

ଅଧା ରହିଗଲା ଶାରଦାଙ୍କ ସ୍ବପ୍ନ

ବାରାଣସୀ,୬।୧୧: ରାମଲଲାଙ୍କୁ ଦେଖିବା ପରେ ମୋତେ ଦରବାରକୁ କୋର୍ଟକୁ ମଧ୍ୟ ଯିବାକୁ ପଡିବ । ମୋତେ ତାଙ୍କ ପାଦତଳେ ପ୍ରଣାମ କରିବାକୁ ପଡିବ, ଦେଖିବା ଏହି ଇଚ୍ଛା କେବେ ପୂରଣ ହେବ। ଏହି ଶବ୍ଦଗୁଡ଼ିକ ଥିଲା ଲୋକ ଗାୟିକା ଶାରଦା ସିହ୍ନାଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri