Home

ପାଣ୍ଡ୍ୟାଙ୍କ ଉପରେ BCCIର ବଡ଼ ଆକ୍ସନ, ଏହି ଭୁଲ୍‌ ପାଇଁ ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩୦।୩: ଆଇପିଏଲ୍‌ ୨୦୨୫ର ୯ମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଇଥିଲା। ଏଥିରେ ମୁମ୍ବାଇ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା ମୁମ୍ବାଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏହି ସିଜିନର…

ଅନ୍ତ୍ୟୋଦୟ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏହିମାନଙ୍କୁ ମିଳିବ ଘର…

ଭବନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲା ଭବାନୀପାଟଣାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ସହ ୩ ବର୍ଷରେ ୭ ହଜାର…

IPL ପଏଣ୍ଟ ଟେବୁଲ୍‌ରେ ଗୁଜରାଟର ଲମ୍ବା ଡିଆଁ, ୬ ଟିମ୍‌କୁ ପଛରେ ପକାଇ…

ନୂଆଦିଲ୍ଲୀ,୩୦।୩: IPL ୨୦୨୫ରେ ଏପର୍ଯ୍ୟନ୍ତ ୯ଟି ମ୍ୟାଚ ଖେଳାଯାଇଛି। ଏଥିରେ ୮ ଦଳ ବିଜୟ ସହ ଖାତା ଖୋଲିଛନ୍ତି। କେବଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ଏପର୍ଯ୍ୟନ୍ତ ସେମାନଙ୍କର ପ୍ରଥମ ବିଜୟ ପାଇଁ ଅପେକ୍ଷା କରିଛନ୍ତି। ସିଜିନର ୯ମ ମ୍ୟାଚ୍‌ରେ…

ବ୍ୟାନ୍‌ ହେବା ସତ୍ତ୍ୱେ ସୁଧୁରିଲେନି ପାଣ୍ଡ୍ୟା, ପୁଣି ଦୋହରାଇଲେ ଭୁଲ୍‌

ନୂଆଦିଲ୍ଲୀ,୩୦।୩: ଆଇପିଏଲ୍‌ ୨୦୨୫ର ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି ମୁମ୍ବାଇ ଇଣ୍ଡିଆନ୍ସ। ଦଳ ଆରମ୍ଭରୁ ହିଁ ଲଗାତାର ଦୁଇଟି ମ୍ୟାଚ ହାରିଯାଇଛି। ଗୁଜରାଟ ଟାଇଟନ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା, ଯେଉଁଥିଲାଗି ଦଳକୁ ୩୬ ରନ୍‌ରେ ପରାଜିତ…

RSS ପ୍ରତିଷ୍ଠାତା ହେଡ୍‌ଗଓ୍ବୋରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ମୋହନ ଭାଗବତଙ୍କୁ ଭେଟିଲେ

ନାଗପୁର,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନାଗପୁର ଗସ୍ତରେ ଅଛନ୍ତି। ସେ ଆରଏସ୍‌ଏସ୍‌ ମୁଖ୍ୟାଳୟରେ ପହଞ୍ଚିବା ପରେ ସ୍ମୃତି ମନ୍ଦିରରେ ସଂଘର ପ୍ରତିଷ୍ଠାତା ଡକ୍ଟର କେ ବି ହେଡ୍‌ଗେୱାରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ…

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି। ଘଟଣାକୁ ନେଇ…

ରାସ୍ତାରେ ପ୍ଲାକାର୍ଡ ଧରି ସ୍ବାମୀଙ୍କ ପ୍ରତିବାଦ: ସ୍ତ୍ରୀ, ବୟଫ୍ରେଣ୍ଡଙ୍କଠାରୁ ଜୀବନ ପ୍ରତି ବିପଦ ରହିଛି…

ଗ୍ବାଲିୟର, ୩୦।୩: ମଧ୍ୟପ୍ରଦେଶ ଗ୍ଲାଲିୟର ଜିଲାର ଅମିତ କୁମାର ସେନ୍‌ଙ୍କୁ ହତ୍ୟା ଭୟ ଘାରିଛି। ତାଙ୍କ ସ୍ତ୍ରୀଙ୍କର ୪ ଜଣ ବୟଫ୍ରେଣ୍ଡ ଅଛନ୍ତି। ରାହୁଲ ବାଥମ ନାମକ ଜଣେ ବୟଫ୍ରେଣ୍ଡଙ୍କ ସହ ସେ ଲିଭ୍‌-ଇନ୍‌ରେ ରହୁଥିବା ଅମିତ ଥାନାରେ ଅଭିଯୋଗ କରିଥିଲେ।…

ଆସୁଛି କାଳବୈଶାଖୀ: ୬ଜିଲାରେ ଛେଚିବ

ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା):ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଏପ୍ରିଲ୨ରୁ ୪ ତାରିଖ ବିଭିନ୍ନ ଜିଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏପ୍ରିଲ ପ୍ରଥମ ସପ୍ତାହରେ…

କୋଲେଷ୍ଟରଲ ନିୟନ୍ତ୍ରଣ କରେ କଦଳୀ

ଏବେ ସବୁ ରୋଗର କାରଣ ପାଲଟିଛି ଅନିୟମିତ ଜୀବନଶୈଳି। ବ୍ୟସ୍ତବହୁଳ ଜୀବନରେ ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ସୃଷ୍ଟି ହୋଇଥାଏ ଉଚ୍ଚରକ୍ତଚାପ। ଉଚ୍ଚ ରକ୍ତଚାପ ଦେଖାଯିବାର ଅନେକ କାରଣ ରହିଛି । କାମଚାପ, ମାନସିକ ଚିନ୍ତା, ଅଧିକ ଲୁଣ ଖାଇବା, ଆଲକୋହଲ…

ଗଞ୍ଜାମ ଓକିଲ ସଂଘ ନିର୍ବାଚନ: ମନୋଜ ସଭାପତି, ଭେଙ୍କଟ ସମ୍ପାଦକ

ବ୍ରହ୍ମପୁର, ୨୯।୩ : ଗଞ୍ଜାମ ଓକିଲ ସଂଘର ନିର୍ବାଚନ ୨୦୨୫-୨୬ ପାଇଁ ଶନିବାର ଭୋଟ ଗ୍ରହଣ ହୋଇଛି। ସଭାପତି ଭାବେ ବରିଷ୍ଠ ଆଇନଜୀବୀ ମନୋଜ ପଟ୍ଟନାୟକ ବିଜୟୀ ହୋଇଛନ୍ତି। ସେହିପରି ସମ୍ପାଦକ ଭାବେ ଆଇନଜୀବୀ ଟି. ଭେଙ୍କଟ ରାଓ ବିଜୟୀ ହୋଇଥିବା…

ମ୍ୟାନମାର ଭୂକମ୍ପରେ ଏବେ ପର୍ଯ୍ୟନ୍ତ ୧୬୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ, ୩୪୦୦ ଆହତ, ଅନେକେ ନିଖୋଜ

ନାପିଦାଉ,୨୯।୩: ମ୍ୟାନମାରରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ଯୋଗୁ ଏବେ ପର୍ଯ୍ୟନ୍ତ ୧,୬୪୪ ଜଣଙ୍କର ମୃତ୍ୟୁ ହେବା ସହ ୩,୪୦୮ ଜଣ ଆହତ ହୋଇଥିବା ରିପୋର୍ଟ ହୋଇଛି। ଏବେବି ଅନେକେ ନିଖୋଜ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ମ୍ୟାନମାରର ମାଣ୍ଡାଲେ ଅଞ୍ଚଳରେ ୭.୭…

ରୋହିତ ଶର୍ମାଙ୍କ ବଡ଼ ବୟାନ, ଟିମ୍‌ର ଖେଳାଳିଙ୍କ ପାଇଁ କଲେ ଏମିତି ଡିମାଣ୍ଡ

ନୂଆଦିଲ୍ଲୀ,୨୯।୩: ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି ଯେ ଗତ ନଅ ମାସ ଧରି କ୍ରିକେଟର ଉତ୍ଥାନ-ପତନ ସତ୍ତ୍ୱେ ତାଙ୍କ ଦଳ ସଫଳତା ହାସଲ କରିବା ପାଇଁ ସାମୂହିକ ଲଢ଼େଇ କରିଛି ଏବଂ ଗତ ତିନୋଟି ICC ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri