Home

ଶିକ୍ଷାର ମାନବବାଦୀ ଆଭିମୁଖ୍ୟ

କ୍ଷା ହେଉଛି ସାମାଜିକ ପରିବର୍ତ୍ତନର ବାର୍ତ୍ତାବହ ତଥା ଜାତୀୟ ଆଶା, ଆକାଂକ୍ଷା ଓ ସ୍ବପ୍ନର ରୂପକାର। ସୁସମାଜ ଗଠନ ନିମନ୍ତେ ଶିକ୍ଷକମାନେ ଆଜିର ଶିଶୁମାନଙ୍କୁ ଶିକ୍ଷାଦାନ କରିଥାନ୍ତି। ପ୍ରଗତିଶୀଳ ଶିକ୍ଷା ମାଧ୍ୟମରେ ଶିକ୍ଷାର୍ଥୀମାନେ ଶିକ୍ଷାଗ୍ରହଣକରି ନବ ପ୍ରସ୍ଫୁଟିତ ସୂର୍ଯ୍ୟର କିରଣ ଭଳି…

ଓଡ଼ିଆ ଭାଷା ସମୃଦ୍ଧ ହେବ କେମିତି

ଆମ ଦେଶର ୧୧ ଶାସ୍ତ୍ରୀୟ ଭାଷା ମଧ୍ୟରୁ ଓଡ଼ିଆ ୬ଷ୍ଠ ସ୍ଥାନ ପାଇଛି। ୨୦୧୪ ଫେବୃଆରୀ ୨୦ରେ ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ପାଇଲା। ଭାଷା ପ୍ରତିଷ୍ଠାନ ଓ ଓଡ଼ିଆ ବିଶ୍ୱବିଦ୍ୟାଳୟ ଖୋଲାଗଲା। ସଂସ୍କୃତି ବିଭାଗକୁ ଓଡ଼ିଆ ଭାଷା, ସାହିତ୍ୟ ଓ…

ଯୌଥ ପରିବାର କାଳ

ଭାରତରେ ଯେତେବେଳେ ପ୍ରାଚ୍ୟ ଓ ପାଶ୍ଚାତ୍ୟ ସଂସ୍କୃତି ଉପରେ ଆଲୋଚନା ହୋଇଥାଏ ସେତେବେଳେ ଅନେକେ ଆମ ଦେଶର ପରିବାର, ପରମ୍ପରା, ଚଳଣି ଓ ସମ୍ପର୍କର ସ୍ତରକୁ ଉଚ୍ଚ କରି ପ୍ରଦର୍ଶନ କରିଥାଆନ୍ତି। ପାଶ୍ଚାତ୍ୟରେ ମାଇକ୍ରୋ ବା ଅଣୁସର୍ବସ୍ବ ସଂସାର ଥିବାରୁ ତାହାକୁ…

ଖୁବ୍‌ଶୀଘ୍ର ‘ଦି ଗର୍ଲଫ୍ରେଣ୍ଡ’: ରଶ୍ମିକା

ହାଇଦ୍ରାବାଦ: ଅଭିନେତ୍ରୀ ରଶ୍ମିକା ମନ୍ଦାନା ସମ୍ପ୍ରତି ନିଜର ଆଗାମୀ ରୋମାଣ୍ଟିକ ଡ୍ରାମା ଫିଲ୍ମ ‘ଦି ଗର୍ଲଫ୍ରେଣ୍ଡ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମକୁ ନେଇ ରଶ୍ମିକାଙ୍କ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି। ଫିଲ୍ମକୁ ଯଥାଶୀଘ୍ର ରିଲିଜ୍‌ କରିବା ପାଇଁ…

ଟ୍ୟୁଶନ ଫି’ ଫେରସ୍ତ ମାଗିଲେ ଛାତ୍ରୀ

ୱାଶିଂଟନ: ଆମେରିକାର ବୋଷ୍ଟନ ସହରରେ ଥିବା ନର୍ଥ ଇଷ୍ଟର୍ନ ୟୁନିଭର୍ସିିଟିର ଜଣେ ଛାତ୍ରୀ ତାଙ୍କ ପ୍ରଫେସରଙ୍କ ଉପରେ ଚାଟ୍‌ ଜିପିଟିର ବ୍ୟବହାର କରି ନୋଟ୍ସ ଦେଉଥିବାର ଅଭିଯୋଗ ଆଣିଛନ୍ତି। ଏଲା ଷ୍ଟାପ୍‌ଲଟନ୍‌ ନାମ୍ନୀ ଏହି ଛାତ୍ରୀ କହିଛନ୍ତି, ସେ ଜଣେ ବିଜ୍‌ନେସ୍‌…

ବିଦେଶୀଙ୍କ ପାଇଁ ଭାରତ ଧର୍ମଶାଳା ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦ା୫: ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନ (ୟୁଏପିଏ)ରେ ୭ ବର୍ଷ ଜେଲଦଣ୍ଡ ଭୋଗିବା ପରେ ଭାରତରେ ରହିବାକୁ ଚାହୁଁଥିବା ଜଣେ ଶ୍ରୀଲଙ୍କା ନାଗରିକଙ୍କ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ୧୪୦ କୋଟି ଲୋକସଂଖ୍ୟାକୁ ନେଇ ଯୁଝୁଥିବା ଦେଶ ବିଦେଶୀ ନାଗରିକଙ୍କ…

ନିକୁସୋର୍‌ ଡାନ୍‌ ରୋମାନିଆ ରାଷ୍ଟ୍ରପତି ନିର୍ବାଚିତ

ବୁଚାରେଷ୍ଟ,୨୦ା୫: ରୋମାନିଆ ରାଷ୍ଟ୍ରପତି ନିର୍ବାଚନରେ ୟୁରୋପୀୟ ସଂଘ ସପକ୍ଷବାଦୀ ବୁଚାରେଷ୍ଟ ମେୟର ନିକୁସୋର ଡାନ୍‌ ବିଜୟୀ ହୋଇଛନ୍ତି। ରୋମାନିଆର ଦକ୍ଷିଣପନ୍ଥୀ ଜାତୀୟତାବାଦୀ ମାନଙ୍କୁ ପରାସ୍ତ କରିବାରେ ଡାନ୍‌ ସଫଳ ହୋଇଛନ୍ତି। ଡାନ୍‌ଙ୍କୁ ୫୩.୪ ପ୍ରତିଶତ ଭୋଟ ମିଳିଥିବାବେଳେ ଦକ୍ଷିଣପନ୍ଥୀ ପ୍ରାର୍ଥୀ ଜର୍ଜ…

ବ୍ଲାକ୍‌ଆଉଟ୍‌ ବେଳେ ପାକିସ୍ତାନ ସହ ସମ୍ପର୍କରେ ଥିଲେ ଜ୍ୟୋତି

ଚଣ୍ଡିଗଡ଼,୨୦ା୫: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରିବା ଅଭିଯୋଗରେ ଗିରଫ ହୋଇଥିବା ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଓ ଅନ୍ୟ ୩ ଜଣ ସେମାନଙ୍କ ପାକ୍‌ ପରିଚାଳକମାନଙ୍କ ସହ ନିୟମିତ ଯୋଗସୂତ୍ରରେ ଥିଲେ। ଏପରିକି ନିକଟରେ ଭାରତ, ପାକିସ୍ତାନ ଲଢ଼େଇ ଉତ୍ତର ଭାରତରେ…

ଭାଜପା-କଂଗ୍ରେସ-ବିଜେଡି ନେତା-ମନ୍ତ୍ରୀ ଏକାଠି: ବଢୁଛି ଚର୍ଚ୍ଚା

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ମଙ୍ଗଳପୁରରେ ଘୁମୁସର ତାଲୁକା ବାଣାୟତ ଓଡିଆ ସମାଜର ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା, କଂଗ୍ରେସ, ବିଜେଡିର ରାଜ୍ୟସ୍ତରୀୟ ନେତା ଏବଂ ମନ୍ତ୍ରୀମାନେ ଅତିଥି ଭାବେ ଯୋଗ ଦେଇଥିଲେ। ସଭାରେ ପ୍ରମୁଖ ରାଜନୈତିକ…

ଭାରତ-ପାକିସ୍ତାନ ଟିମ୍‌ ଏସିଆ କପ୍‌ରେ ହେବେ କି ମୁହାଁମୁହିଁ? BCCI କଲା ବଡ଼ ଖୁଲାସା

ନୁଆଦିଲ୍ଲୀ,୧୯।୫: ଭାରତ ଏବଂ ପାକିସ୍ତାନ ସୀମାରେ ବଢ଼ୁଥିବା ଉତ୍ତେଜନା ଯୋଗୁ ଏସିଆ କପ ୨୦୨୫ ଚର୍ଚ୍ଚାରେ ଅଛି। ICC ଇଭେଣ୍ଟ ପରେ ଏହା ଏକମାତ୍ର ଟୁର୍ନାମେଣ୍ଟ ଯେଉଁଠାରେ ଭାରତ ଏବଂ ପାକିସ୍ତାନ ଦଳ ପରସ୍ପରକୁ ମୁହାଁମୁହିଁ ହୁଅନ୍ତି। କିନ୍ତୁ କିଛି ରିପୋର୍ଟରେ…

ଶାହାଙ୍କ କ୍ଷମା ପ୍ରାର୍ଥନା ଖାରଜ: ସୁପ୍ରିମକୋର୍ଟ କହିଲେ, ଏସବୁ କୁମ୍ଭୀର କାନ୍ଦଣା

ନୂଆଦିଲ୍ଲୀ,୧୯।୫: କର୍ଣ୍ଣେଲ ସୋଫିଆ କୁରେଶୀଙ୍କ ଉପରେ ବିବାଦୀୟ ବୟାନ ଦେଇଥିବା ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହାଙ୍କ କ୍ଷମା ପ୍ରାର୍ଥନାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଶାହାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାର ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ SIT ଗଠନ କରିବାକୁ ନିର୍ଦ୍ଦେଶ…

ଧରିତ୍ରୀ ପ୍ରଭାବ: ପୁରୁଣା ପାଣି ଜଳଭଣ୍ଡାର ପୁନରୁଦ୍ଧାର କାମ ଆରମ୍ଭ

ଖଜୁରିପଡ଼ା, ୧୯।୫ (ବିଦୁର ବେହେରା): କନ୍ଧମାଳ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ବଲସକୁମ୍ପା ପଞ୍ଚାୟତ ଅଧିନରେ ଥିବା ବଲସକୁମ୍ପା କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ବା ପୁରୁଣା ପାଣି ଜଳଭଣ୍ଡାର ପୁନରୁଦ୍ଧାର ଏବଂ ରକ୍ଷଣାବେକ୍ଷଣ ଅଭାବ ଯୋଗୁ ଦିନକୁ ଦିନ ଜଳଧାରଣ କ୍ଷମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?