Home

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି । ପୈତୃକ ସମ୍ପତ୍ତି ଓ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକାନାକୁ ନେଇ ଧମକ ।…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି। ଘଟଣାରୁ ପ୍ରକାଶ ଯେ,…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ ଏକ ଦୋକାନରୁ ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଗୋଟେ ବାଇକ ଜଳିଯାଇଛି। ଚୂଡ଼ାମଣି…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର କରାଯାଇଛି। ଗ୍ରେଟ୍‌ ପ୍ୟାସିଫିକ୍‌ ଆବର୍ଜନା ପ୍ୟାଚ୍‌ ଭଳି ବିପୁଳ ସଞ୍ଚୟ କ୍ଷେତ୍ରଗୁଡ଼ିକରେ ସମୁଦ୍ର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ ଡିଜିପିଙ୍କ ନିକଟରେ ବଦଳି ଆବେଦନ କରିବା ସହ ନେତା, ଉଚ୍ଚ ଅଧିକାରୀ ଓ…

ଟ୍ରାକ୍‌ରୁ ମୃତଦେହ ମିଳିବା ଘଟଣା: ୫ ଦିନ ହେଲା ରେଳବାଇ ପୋଲିସ ପାଉନାହିଁ ମୁଣ୍ଡ, ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ବଲାଙ୍ଗୀର ଦେଓଗାଁ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ବୁଧବାର ବଲାଙ୍ଗୀର ରେଳବାଇ ପୋଲିସ ଉଦ୍ଧାର କରିଥିଲା। ଅଜଣା ବ୍ୟକ୍ତିଙ୍କ…

ବିଜେଡିକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ ଆଉ ଜଣେ ନେତା

ଧର୍ମଶାଳା,୯।୨(ଶିବ ପ୍ରସାଦ ମହାନ୍ତି): ଆଜିକାଲି ଜଣେ ପରେ ଜଣେ ନେତା ବିଜେଡି ଛାଡୁଛନ୍ତି। ଏହି କ୍ରମରେ ସୋମବାର ବିଜୁ ଜନତା ଦଳରୁ ଇସ୍ତଫା ଦେଉଛନ୍ତି ଯାଜପୁର ଜିଲାର ପୂର୍ବତନ ଜିଲା ଛାତ୍ର ବିଜେଡ଼ି ସଭାପତି ତଥା ବର୍ତ୍ତମାନ ରାଜ୍ୟ ଛାତ୍ର ବିଜେଡ଼ି…

ଭାରତ-ପାକିସ୍ତାନ ବିଶ୍ୱକପ ମ୍ୟାଚ୍‌କୁ ନେଇ ଆସିଲା ନୂଆ ଟ୍ବିଷ୍ଟ୍‌: ବୟକଟ ମଧ୍ୟରେ ବାଂଲାଦେଶର ଏଣ୍ଟ୍ରି

ନୂଆଦିଲ୍ଲୀ,୯।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ସମ୍ପର୍କରେ ଆଲୋଚନା ଚାଲିଛି। ରିପୋର୍ଟ ଅନୁଯାୟୀ, ଆଇସିସି ଦୁଇ ଦେଶ ମଧ୍ୟରେ ଏକ ବୈଠକ ଆୟୋଜନ କରିବାକୁ କାମ କରୁଛି। ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ…

Vaibhav Suryavanshiଙ୍କ ସାମ୍ନାରେ ଏବେ ନୂଆ ଚ୍ୟାଲେଞ୍ଜ! ଦେବେ କି ପରୀକ୍ଷା? ଜାଣନ୍ତୁ ବଡ଼ ଅପଡେଟ

ନୂଆଦିଲ୍ଲୀ,୯।୨: କ୍ରିକେଟ ପଡ଼ିଆରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦେଇଥିବା ସମସ୍ତିପୁରର ଜଣେ ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ CBSE ଦଶମ ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତ। ୧୪ ବର୍ଷୀୟ କ୍ରିକେଟର, ଯିଏ ପଡ଼ିଆରେ ଶ୍ରେଷ୍ଠ…

T20 World Cupରୁ ବାଦ ପଡ଼ିଥିବା ହର୍ଷିତ ରାଣାଙ୍କର ହେଲା ସର୍ଜରୀ, କେବେ ପୁଣି ଖେଳିବେ ଜାଣନ୍ତୁ

ନୂଆଦିଲ୍ଲୀ,୯।୨: ଟିମ୍ ଇଣ୍ଡିଆର ଦ୍ରୁତ ବୋଲର ହର୍ଷିତ ରାଣାଙ୍କ ଆଣ୍ଠୁ ଅସ୍ତ୍ରୋପଚାର ସଫଳ ହୋଇଛି । ସେ ଏହି ସୂଚନା ଇନଷ୍ଟାଗ୍ରାମରେ ସେୟାର କରିଛନ୍ତି ।  ସେ ତାଙ୍କ ହସ୍ପିଟାଲ ବେଡରୁ ଏକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ କେବଳ ତାଙ୍କ…

‘ସତ୍‌ସଙ୍ଗ ମଣିଷ ଭିତରେ ସକାରାତ୍ମକ ଭାବ ସୃଷ୍ଟି କରୁଛି’

ଭୁବନେଶ୍ୱର,୯ା୨(ବନ୍ଦନା ସେଠୀ): ସତ୍‌ସଙ୍ଗ ମଣିଷ ଭିତରେ ଏକ ସକାରାତ୍ମକ ଭାବ ସୃଷ୍ଟି କରିଚାଲିଛି। ଏହା ମଣିଷ ଭିତରେ ପାରସ୍ପରିକତା ବୃଦ୍ଧି କରୁଛି। ଭ୍ରାତୃଭାବ ସୃଷ୍ଟି ସହ ସୁସ୍ଥ ସମାଜ ଗଠନରେ ଏହା ସହାୟକ ହେଉଛି ବୋଲି ପୂର୍ତ୍ତ, ଅବକାରୀ ଏବଂ ଆଇନ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ! ବିରୋଧୀ ହେଉଛନ୍ତି ସଜବାଜ

ନୂଆଦିଲ୍ଲୀ,୯।୨: ବିରୋଧୀ ଦଳ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ସୂତ୍ରରୁ ଜଣାପଡିଛି ଯେ, ବିରୋଧୀ ଦଳ ନେତାମାନେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ସେମାନେ କହିଛନ୍ତି ଯେ, ଯଦି ବିରୋଧୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri