Home

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା ଅଭିଯୋଗରେ ୪ ଜଣକୁ ମଙ୍ଗଳବାର ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ଦୁଇଟି…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ (୪୫) ବୋଲି ଜଣାପଡିଛି। ଖବର ଅନୁସାରେ, ଘରଟି ବନ୍ଦ ଥିଲା। ଘର ଭିତରୁ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ ଝୁଲାଇ ଦେଇଥିବା ଜଣାପଡିଛି । ଘଟଣାସ୍ଥଳରେ ବନ ବିଭାଗ ଟିମ୍ ପହଞ୍ଚି ତଦନ୍ତ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ ସେ ରହୁଥିବା ହୋଟେଲ ନିକଟରେ ଏକ ବିସ୍ଫୋରଣ ଘଟିଥିଲା। ଇମାନୁଏଲ ମାକ୍ରୋନ ସିରିଆର…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି । ନଦୀକୂଳରେ ଥିବା ଲୋକମାନେ କୁମ୍ଭୀରଟିକୁ ଦେଖି ଭୟଭୀତ ହୋଇପଡ଼ିଥିଲେ । ଖବର…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଘୋଳକୁଣ୍ଡ ଗ୍ରାମର ସାଧୁ ଚାମ୍ପିଆ।…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି । ମଙ୍ଗଳବାର ପାଟଣା ସାହାର ପଡ଼ା ରାସ୍ତାର ସାଧୁପଡା ଛକରେ ଗାଡ଼ି ମଟର ଅଟକି…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ କରିବା ପରେ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ମୁଖ୍ୟମନ୍ତ୍ରୀ ବିଜୟ ପୀଡିତ ପରିବାରଙ୍କୁ କ୍ଷତିପୂରଣ…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ ଦୀର୍ଘଦିନର ପ୍ରେମିକ ରୋହନ ଠକ୍କରଙ୍କୁ ବିବାହ କରିଛନ୍ତି। ଉଭୟ ପାରମ୍ପରିକ ହିନ୍ଦୁ ରୀତିନୀତି…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ ଜଗତରେ ତାଙ୍କ ଅନନ୍ୟ ପରିଚୟ ମାଧ୍ୟମରେ ଅର୍ଜନ କରିଥିବା ଧୋନୀଙ୍କ ଜନ୍ମ ୭…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ ଦୋଷୀଙ୍କୁ ମୃତ୍ୟୁଦଣ୍ଡ ଏବଂ ୧୧ ଜଣଙ୍କୁ ଆଜୀବନ କାରାଦଣ୍ଡ ଦଣ୍ଡାଦେଶକୁ ନିଶ୍ଚିତ କରିଛନ୍ତି।…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ ମ୍ୟାଚ ପାଇଁ ପ୍ରସ୍ତୁତ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଆଜି ଅର୍ଥାତ ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri