ଯାହାଙ୍କ ସାକ୍ଷ୍ୟ ଯୋଗୁ ଚାଲିଯାଇଥିଲା ଇନ୍ଦିରା ଗାନ୍ଧୀଙ୍କ ପଦ, ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣଙ୍କ ପରଲୋକ
ଲକ୍ଷ୍ନୌ,୨୮।୩: ଦେଶର ସବୁଠାରୁ ପ୍ରତିଷ୍ଠିତ ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଭିଆଇପି ଜିଲାର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣ ପାଣ୍ଡେଙ୍କର ଶୁକ୍ରବାର (୨୮ ମାର୍ଚ୍ଚ, ୨୦୨୫) ସକାଳେ ଦେହାନ୍ତ ହୋଇଯାଇଛି। ଗିରିଶ ନାରାୟଣ ପାଣ୍ଡେ ଲକ୍ଷ୍ନୌର…
ରାଉରକେଲାରେ ପୁଣି ଫୁଟିଲା ଗୁଳି: ଯୁବକଙ୍କୁ ଗୋଡ଼ାଇ ଗୋଡାଇ ହୋଟେଲରେ ପଶିଲେ, ଭୁଜାଲିରେ ହାଣିଲେ…
ରାଉରକେଲା,୨୮l୩(ସଂଗୀତା ଜେନା): ରାଉରକେଲାରେ ପୁଣି ଗୁଳିକାଣ୍ଡ। ଗତ ମାସ ୪ ନଂ ସେକ୍ଟରରେ ଘଟିଥିବା ଗୁଳିକାଣ୍ଡ ଲୋକଙ୍କ ମନରୁ ଯାଇ ନ ଥିବା ବେଳେ ଗୁରୁବାର ରାତିରେ ଦେଓଗାଁ ନିକଟ ଏକ ହୋଟେଲରେ ଗୁଳିକାଣ୍ଡ ଘଟିଛି। ଦେଓଗାଁର ମା’ ତାରିଣୀ ହୋଟେଲରେ…
Sikandar Advance Booking: ଆରମ୍ଭ ହେଲା ସଲମାନଙ୍କ ମୁଭି ‘ସିକନ୍ଦର’ର ଆଡଭାନ୍ସ ବୁକିଂ
ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନଙ୍କ ଫିଲ୍ମ ‘ସିକନ୍ଦର’ ପାଇଁ ଦର୍ଶକେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମର ଟ୍ରେଲର ଦେଖିବା ପରେ, ପ୍ରଶଂସକମାନେ ଭାଇଜାନଙ୍କ ଫିଲ୍ମ ପାଇଁ ବହୁତ ଉତ୍ସାହିତ ଦେଖାଯାଉଛନ୍ତି। ତେବେ ସିକନ୍ଦର ରିଲିଜ ପାଇଁ ଆଉ…
ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ
ଫୁଲବାଣୀ,୨୮।୩(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ସମର ବିଳାସ ବେହେରା ଶୁକ୍ରବାର ଏକ ଲାଞ୍ଚ କାରବାର ମାମଲାରେ ଜଣେ ଡାକ୍ତରଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ଜରିମାନା…
ଡିଜିପି ପୋଲିସ ଡିସ୍କ ସମ୍ମାନ ପାଇବେ ମନୋବ୍ରତା
କୋରାପୁଟ,୨୮।୩(ଅମିତାଭ ବେହେରା): ପୋଲିସ ଚାକିରୀରେ ଉଲ୍ଲେଖନୀୟ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ଆସନ୍ତା ଏପ୍ରିଲ ପହିଲାରେ ହେବାକୁ ଥିବା ୯୦ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସରେ ଡିଜି ପୋଲିସ ଡିସ୍କ ସମ୍ମାନ ପାଇବାକୁ ଯୋଗ୍ୟ ମନୋନୀତ ହୋଇଛନ୍ତି କୋରାପୁଟ ଅତିରିକ୍ତ ପୋଲିସ…
Bengaluru Suitcase Murder: ପତ୍ନୀଙ୍କୁ ହତ୍ୟା, ଖଣ୍ଡ ଖଣ୍ଡ କରି ସୁଟକେସରେ ରଖି ଶାଶୁ-ଶ୍ୱଶୁରଙ୍କୁ କରିଥିଲେ ଫୋନ୍, ଏବେ ପୋଲିସ ଖୋଲିଲା…
ବେଙ୍ଗାଲୁରୁ,୨୮।୩: ବେଙ୍ଗାଲୁରୁରେ ଏକ ସୁଟକେସରୁ ମିଳିଥିବା ୩୨ ବର୍ଷୀୟା ମହିଳାଙ୍କ ସ୍ବାମୀଙ୍କୁ ମୁଖ୍ୟ ସନ୍ଦିଗ୍ଧ ବୋଲି ବିବେଚନା କରି ପୋଲିସ ତାଙ୍କୁ ଗିରଫ କରିଛି। ପୋଲିସ କହିଛି ଯେ ସେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ ଏବଂ ବର୍ତ୍ତମାନ ପୁଣେରେ ତାଙ୍କର…
DA Hike: ମୋଦି ସରକାରଙ୍କ ବଡ଼ ଘୋଷଣା, ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA)ରେ ୨ପ୍ରତିଶତ ବୃଦ୍ଧିକୁ ମଞ୍ଜୁରୀ ଦେଇଛି। ସରକାର ମାର୍ଚ୍ଚ ମାସରେ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି। ଏପରି କ୍ଷେତ୍ରରେ, ଦୁଇ ମାସର…
ବାର୍ ଆସୋସିଏସନ ନିର୍ବାଚନ: ସଭାପତି ପଦବୀ ପାଇଁ ୨ ପ୍ରତିଦ୍ୱନ୍ଦୀ
ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)- ଶନିବାର ରାଜ୍ୟର ବିଭିନ୍ନ ବାର ଆସୋସିଏସନର ନିର୍ବାଚନ ହେଉଛି। ଏହିଭଳି ଭଞ୍ଜନଗର ବାର ଆସୋସିଏସନ ପାଇଁ ମଧ୍ୟ ଶନିବାର ନିର୍ବାଚନ ହେବ। ଏଥିପାଇଁ ସକାଳ ସାଢ଼େ ୭ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହେବ। ଏହାପରେ ଫଳାଫଳ ଘୋଷଣା…
ଓଡ଼ିଶାର ୨ ଜିଲାରେ ଭୂକମ୍ପ ଅନୁଭୂତ: ଲୋକେ ଭୟଭୀତ
ଭୋଗରାଇ, ୨୮l୩ (ପ୍ରଦୀପ ଦାସ): ମ୍ୟାନମାରରେ ହୋଇଥିବା ୨ଟି ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ଓଡିଶା ସୀମାନ୍ତ ବାଲେଶ୍ୱର ଓ ମୟୁରଭଞ୍ଜ ଜିଲାରେ ମୃଦୁ କମ୍ପନ ଅନୁଭୂତ ହୋଇଛି। ମ୍ୟାନମାନରେ ଭୂକମ୍ପ ରିକ୍ଟର ସ୍କେଲରେ ଏହାର ୭.୭ ଓ ୭.୧ ବୋଲି ଭୂବିଜ୍ଞାନିମାନେ…
ପଡ଼ୋଶୀ ଦେଶରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ଥରି ଉଠିଲା ଭାରତର ୪ ରାଜ୍ୟ
ନୂଆଦିଲ୍ଲୀ,୨୮।୩: ଭାରତର ପଡ଼ୋଶୀ ଦେଶ ମ୍ୟାନମାରରେ ଶୁକ୍ରବାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି, ଯାହାର ଝଟକା ଦେଶର ଅନେକ ରାଜ୍ୟରେ ଅନୁଭୂତ ହୋଇଛି। ଏହି ଭୂମିକମ୍ପର ତୀବ୍ରତା ୭.୨ ମାପ କରାଯାଇଛି। ବର୍ତ୍ତମାନ, ଏହି ଭୂମିକମ୍ପ ଯୋଗୁଁ ଦେଶରେ ଅନେକ…
ଗଞ୍ଜାମ ଜ଼ିଲାକୁ ଜାତୀୟ ସ୍କଚ ଆୱାର୍ଡ-୨୦୨୫:ସ୍ବାସ୍ଥ୍ୟ ଟିମକୁ ଶ୍ରେୟ ଦେଲେ ଜିଲାପାଳ
ଛତ୍ରପୁର, ୨୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲାର ଅଭିନବ ନିରୀକ୍ଷଣ କାର୍ଯ୍ୟକ୍ରମରେ ଗର୍ଭବତୀଙ୍କ ସୁରକ୍ଷା ଓ ଠିକ ସମୟରେ ସ୍ବାସ୍ଥ୍ୟ ସେବା ଯୋଗାଇବାରେ ସଫଳତା ପାଇଛି। ଏହିପରି ପ୍ରେକ୍ଷୀରେ ଜାତୀୟ ସ୍କଚ ଆୱାର୍ଡସ୍-୨୦୨୫ ଗଞ୍ଜାମ ଜିଲା ପାଇବାକୁ ମନୋନୀତ ହୋଇଛି। ଗଞ୍ଜାମ…
ଟ୍ରକ୍ ଧକ୍କାରେ ୩ ଗାଈ ସହ ୧୮ ମେଣ୍ଢାଙ୍କର ଗଲା ଜୀବନ: ଘଟଣାସ୍ଥଳରେ ଉତ୍ତେଜନା
ବଇଣ୍ଡା,୨୮ା୩(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ରାଣୀଭୁଇଁ ନିକଟରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଏକ ଟ୍ରକ୍ ଧକ୍କାରେ ରାଣୀଭୁଇଁ ଗ୍ରାମର ସୁରେଶ ସାହୁଙ୍କର ୩ଟି ଗାଈ ସହ ୧୮ଟି ମେଣ୍ଡାର ମୃତ୍ୟୁ ହୋଇଛି। ଏହି…
Archives


