ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡି ଛାଡ଼ି ଭାଜପାରେ ସାମିଲ
କେନ୍ଦୁଝର,/ପାଟଣା(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ଓକିଲ ସଂଘ ସଭାପତି ଆଲୋକ ମହାନ୍ତ (ରାଜା) ଏବଂ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାୟକ ବିଜେଡି ଛାଡ଼ି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୀତି…
କିପରି ହୁଏ କିଡ୍ନୀ ଡାୟାଲିସିସ୍
ଡାୟାଲିସିସ୍ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍ ପଦ୍ଧତି ଅନୁସରଣ କରାଯାଏ। ଏହା ରକ୍ତରେ ଥିବା କୋଷିକା ଓ ପ୍ରୋଟିନ୍ ଅଣୁ ଇତ୍ୟାଦିକୁ ରକ୍ତରୁ ବାହାର କରି ନ…
ରାଜା-ରାଣୀଙ୍କ ଉପରକୁ କାଦୁଅ ଫୋପାଡି ବିରୋଧ କଲେ ଜନତା
ମାଦ୍ରିଦ,୪।୧୧: ଦଶନ୍ଧି ମଧ୍ୟରେ ସ୍ପେନ ସବୁଠାରୁ ଭୟଙ୍କର ବନ୍ୟା ପରିସ୍ଥିତିର ସମ୍ମୁଖୀନ ହୋଇଛି । ଏହି ବନ୍ୟାରେ ଏପର୍ଯ୍ୟନ୍ତ ୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ନିଖୋଜ ଲୋକଙ୍କୁ ଖୋଜାଖୋଜି କରାଯାଉଛି। ବର୍ତ୍ତମାନ ବନ୍ୟା ପ୍ରଭାବିତ ଲୋକଙ୍କ କ୍ରୋଧ ମଧ୍ୟ ସରକାରଙ୍କ…
ବାତ ମାରିବା ସମୟରେ କ’ଣ କରିବେ ଜାଣି ରଖନ୍ତୁ…
ମନେରଖିବା କଥା ଯେ ବାତମାରିବା ଲକ୍ଷଣ ଅସ୍ଥାୟୀ ଏବଂ ତାହା ମନକୁ ମନ ଉପଶମ ହୋଇଯାଏ। ବାତମାରିଲେ ରୋଗୀ ଦୁଲ୍କରି ପଡ଼ିଯାଇପାରେ। ଏହି ସମୟରେ ତା’ ପାଖରୁ ଚେୟାର୍, ଟେବୁଲ୍ ଭଳି କଠିନ ଜିନିଷପତ୍ର ଏବଂ ଧାରୁଆ ଓ ମୁନିଆ ପଦାର୍ଥ…
ରାହୁଲ-ପ୍ରିୟଙ୍କାଙ୍କ ମଧ୍ୟରେ ହୋଇଥିଲା କମ୍ପିଟିଶନ, ହେଲେ ଜିତିଲେ କିଏ? ରାହୁଲ କହିଲେ…
ଓ୍ବାୟନାଡ,୪।୧୧: ୱାୟାନାଡ ଉପ-ନିର୍ବାଚନ ପାଇଁ ନଭେମ୍ବର ୧୩ରେ ଭୋଟ ଅନୁଷ୍ଠିତ ହେବ। ଏହାପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ପାଇଁ ପ୍ରଚାର କରିଥିଲେ। ସେ ୱାୟାନାଡ ଲୋକ ସଭା ଉପ-ନିର୍ବାଚନରେ ଦଳର ପ୍ରାର୍ଥୀ ହୋଇଛନ୍ତି।…
ସ୍ବାସ୍ଥ୍ୟୋପକାରୀ ଅମୃତଭଣ୍ଡା
ଆମର ଦୈନନ୍ଦିନ ତରକାରିରେ ବ୍ୟବହାର କରୁଥିବା ପରିବା ମଧ୍ୟରେ ଅମୃତଭଣ୍ଡା ଅନ୍ୟତମ। ଏହା ସ୍ବାସ୍ଥ୍ୟ ପାଇଁ ବହୁତ ଉପକାରୀ। ଏହାର ପତ୍ରରେ ଜୀବନ ରକ୍ଷାକାରୀ ଔଷଧୀୟ ଗୁଣବତ୍ତା ଭରପୂର ହୋଇ ରହିଛି। ଆମ ଭାରତୀୟ ଆୟୁର୍ବେଦ ଚିକିତ୍ସା ବିଜ୍ଞାନରେ ଅମୃତଭଣ୍ଡା ପତ୍ର…
ପ୍ରୋଟିନ୍ ଗବେଷଣାରେ ନୂତନ ଦିଗନ୍ତ
ପ୍ରୋଟିନ୍ଗୁଡ଼ିକ ହେଲେ ବିଶାଳ ଏବଂ ଜଟିଳ ଅଣୁ, ଯାହାକି ପ୍ରାୟ ସମସ୍ତ ଜୈବିକ କ୍ରିୟା ପ୍ରକ୍ରିୟା ଲାଗି ଅତ୍ୟାବଶ୍ୟକ। ଏହା ହର୍ମୋନ୍, ଏଞ୍ଜାଇମ୍, ପ୍ରତିପିଣ୍ଡ, ଶରୀରର ବିଭିନ୍ନ ତନ୍ତୁ ଗଠନକାରୀ ଉପାଦାନ ଆଦି ରୂପେ କାର୍ଯ୍ୟ କରି ସାମଗ୍ରିକ ଭାବେ ଜୀବନର…
ଖତଖାଉଛି ଇ-ଟଏଲେଟ୍, ସର୍ବସାଧାରଣ ଶୌଚାଳୟ
ପଟ୍ଟାମୁଣ୍ଡାଇ,୪ା୧୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ସ୍ବଚ୍ଛ ପରିମଳ ବ୍ୟବସ୍ଥାକୁ ସୁଦୁଢ଼ କରିବା ନେଇ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ସହରକୁ ପରିଚ୍ଛନ୍ନତା ରଖିବା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ପବ୍ଲିକ ଟଏଲେଟ, ବାୟୋ ଟଏଲେଟ ଓ ଇ-ଟଏଲେଟ…
୫ରେ ଘୂର୍ଣ୍ଣିବଳୟ, ୧୦ ଯାଏ ବର୍ଷା
ଭୁବନେଶ୍ୱର,୪ା୧୧(ଅନୁରାଧା ମହାରଣା): ଆସନ୍ତା ୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ସୋମବାର ରାଜ୍ୟରେ ପାଗ ପ୍ରାୟ…
ହିନ୍ଦୁ ମନ୍ଦିରରେ ଆକ୍ରମଣକୁ ନେଇ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ଟ୍ରୁଡୋ
ଓଟାଓ୍ବା,୪।୧୧: କାନାଡାର ବ୍ରମ୍ପଟନରେ ଥିବା ହିନ୍ଦୁ ସଭା ମନ୍ଦିରକୁ ପୁଣିଥରେ ଖାଲିସ୍ତାନ ସମର୍ଥକମାନେ ଟାର୍ଗେଟ କରିଛନ୍ତି। ଉଗ୍ରବାଦୀମାନେ ହିନ୍ଦୁ ଭକ୍ତଙ୍କ ଉପରେ ମଧ୍ୟ ଆକ୍ରମଣ କରିଥିଲେ। ଏହାକୁ ନେଇ ବର୍ତ୍ତମାନ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବିବୃତ୍ତି ସାମ୍ନାକୁ ଆସିଛି। ଉଗ୍ରବାଦୀଙ୍କ…
ମାଣ୍ଡିପଙ୍କାବାସୀଙ୍କ ମୌଳିକ ସମସ୍ୟା ବୁଝି ଜିଲାପାଳଙ୍କୁ ରିପୋର୍ଟ କରିବ ସ୍ବେଚ୍ଛାସେବୀ ମହାସଂଘ
ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ସ୍ବେଚ୍ଛାସେବୀ ଅନୁଷ୍ଠାନ ମହାସଂଘର କର୍ମକର୍ତ୍ତା ପକ୍ଷରୁ ଏକ ୪ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଦଳ ରବିବାର ମାଣ୍ଡିପଙ୍କା ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ୨ ମୃତକଙ୍କ ପରିବାର ଓ କଟକ ଓ ବ୍ରହ୍ମପୁରରେ ଚିକିତ୍ସାଧୀନ ଥିବା…
ମାଣ୍ଡିପଙ୍କା ଆମ୍ବଟାକୁଆ ଖାଇ ମୃତ୍ୟୁ ଘଟଣା: ସରକାରଙ୍କ ଉପରେ ବର୍ଷିଲେ ବାମପନ୍ଥୀ ଦଳର ପ୍ରତିନିଧି ମଣ୍ଡଳୀ
ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଘଟଣା ଘଟିବା ପରେ ବିଭିନ୍ନ ରାଜନୈତିକ ଦଳ ମାଣ୍ଡିପଙ୍କାକୁ ଆସୁଛନ୍ତି। ଘଟଣା ପାଇଁ ସରକାରୀ…
Archives


