ମାଣ୍ଡିପଙ୍କା ଆମ୍ବଟାକୁଆ ଖାଇ ମୃତ୍ୟୁ ଘଟଣା: ସରକାରଙ୍କ ଉପରେ ବର୍ଷିଲେ ବାମପନ୍ଥୀ ଦଳର ପ୍ରତିନିଧି ମଣ୍ଡଳୀ
ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଘଟଣା ଘଟିବା ପରେ ବିଭିନ୍ନ ରାଜନୈତିକ ଦଳ ମାଣ୍ଡିପଙ୍କାକୁ ଆସୁଛନ୍ତି। ଘଟଣା ପାଇଁ ସରକାରୀ…
‘କ୍ରସ ହେଲା ରେଡ ଲାଇନ’, ମନ୍ଦିରରେ ଖଲିସ୍ତାନୀ ଆକ୍ରମଣ ପରେ ଚେତାବନୀ ଦେଲେ କାନାଡା ସାଂସଦ
ଓଟାଓ୍ବା,୪।୧୧: କାନାଡାର ସାଂସଦ ଚନ୍ଦ୍ର ଆର୍ଯ୍ୟ ବ୍ରମ୍ପଟନରେ ଥିବା ହିନ୍ଦୁ ସଭା ମନ୍ଦିର ପରିସରରେ ଖାଲିସ୍ତାନୀ ଉଗ୍ରବାଦୀଙ୍କ ଦ୍ୱାରା ହିନ୍ଦୁ-କାନାଡିୟ ଭକ୍ତଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ନିନ୍ଦା କରିଛନ୍ତି। ସେ ଏହି ହିଂସାକୁ ନିନ୍ଦା କରି କହିଛନ୍ତି ଯେ ଖାଲିସ୍ତାନୀ…
ଏଇ ଭାରତରେ
ସ୍ବାମୀ ଓ ସ୍ତ୍ରୀଙ୍କ ବୟସ ଏବେ ୭୯। ତଥାପି ସେମାନେ ବୟସର ଛାପ ନିଜ ଉପରେ ପଡ଼ିବାକୁ ଦେଇ ନାହାନ୍ତି କି ହାର୍ ମାନି ନାହାନ୍ତି। ଡାକ୍ତର ନ ହୋଇ ମଧ୍ୟ ପରିଣତ ବୟସରେ ସେମାନେ ପଶ୍ଚିମବଙ୍ଗ ସୁନ୍ଦରବନର ଦୁର୍ଗମ ଅଞ୍ଚଳରେ…
ଆକସ୍ମିକ ମୃତ୍ୟୁ
ବାସ୍ତବିକ ମୃତ୍ୟୁ ହିଁ ଦୁନିଆରେ ଚିରସତ୍ୟ, ଏହା କବଳରୁ ନରରୂପୀ ଭଗବାନ, ଧନୀ, ମାନୀ, ଜ୍ଞାନୀ, ଗୁଣୀ, ପ୍ରତିପତ୍ତି ସମ୍ପନ୍ନ, ଦରିଦ୍ର କେହି ରକ୍ଷା ପାଇପାରିବେ ନାହିଁ। ପରନ୍ତୁ ପରିବାରରେ ବାପ କାନ୍ଧରେ ପୁଅ ମଶାଣିକୁ ଯିବା, ଜେଜେ କାନ୍ଧରେ ନାତି…
ସର୍ବନିମ୍ନ ସହାୟକ ମୂଲ୍ୟ
ନିକଟରେ କେନ୍ଦ୍ର ସରକାର ୬ଟି ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍ଏସ୍ପି) ଘୋଷଣା କରିଛନ୍ତି। ୨୦୨୫-୨୬ ବର୍ଷ ପାଇଁ କୁଇଣ୍ଟାଲ ପିଛା ଗହମର ସର୍ବନିମ୍ନ ସହାୟକ ମୂଲ୍ୟ ୧୫୦ ଟଙ୍କା ବୃଦ୍ଧି କରିଥିବାବେଳେ ଧଳା ସୋରିଷ ୩୦୦, ମସୁର ୨୭୫, ବୁଟ…
ଓଡ଼ିଆରେ ବୈଷୟିକ ଶିକ୍ଷା
କିଛି ବ୍ୟକ୍ତିଙ୍କର କହିବା କଥା ଯେ, ବୈଷୟିକ ଶିକ୍ଷା ଓଡ଼ିଆ ଭାଷାରେ ପଢ଼ାଲେଖା ନ ହେବାରୁ ଆମ ଭାଷା ସଙ୍କୁଚିତ ହୋଇଯାଉଛି। ତେଣୁ ସମସ୍ତ ବିଷୟ ବୈଷୟିକ ଶିକ୍ଷା ସହିତ ଓଡ଼ିଆରେ ପଢ଼ାହେଲେ, ଆମ ଭାଷାକୁ ସୁରକ୍ଷିତ କରିପାରିବା ଓ ତା’ର…
ଆଜି ଓଡ଼ିଶା ଆସିବେ ଛତିଶଗଡ଼ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତ, ନିଆଯିବ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୪ା୧୧: ଛତିଶଗଡ଼ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତ ସୋମବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଓଡ଼ିଶାରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି କାହାକୁ କରାଯିବା ଦରକାର ସେନେଇ ରିପୋର୍ଟ ସଂଗ୍ରହ କରିବାକୁ ଅଖିଳ ଭାରତ କଂଗ୍ରେସ…
ତାଜ୍ ଫଲକ୍ନୁମା ପ୍ୟାଲେସ୍ରେ ‘ସିକନ୍ଦର’ର ଶୁଟିଂ
ହାଇଦ୍ରାବାଦ: ଲରେନ୍ସ ବିଷ୍ଣୁ ଗ୍ୟାଙ୍ଗ୍ ପକ୍ଷରୁ ବଲିଉଡ୍ ଅଭିନେତା ସଲମାନ ଖାନ୍ଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ଦିଆଯାଉଛି l ତେବେ ଏହାରି ମଧ୍ୟରେ ସେ ସାହସର ସହ ନିଜର ସମସ୍ତ ପୂର୍ବ କାର୍ଯ୍ୟ ସମ୍ବନ୍ଧିତ ପ୍ରତିଶ୍ରୁତିଗୁଡ଼ିକୁ ପୂରଣ କରୁଛନ୍ତି। ଶନିବାର ସଲମାନଙ୍କୁ…
ଅଭିନେତ୍ରୀଙ୍କୁ ବାଛନ୍ତି ଅଭିନେତା
ମୁମ୍ବାଇ: ଅଭିନେତ୍ରୀ ତାପସୀ ପନ୍ନୁ ଅନେକ ସୁପରଷ୍ଟାରଙ୍କ ସହ କାର୍ଯ୍ୟ କରିଛନ୍ତି। ଅଭିନେତା ଅମିତାଭ ବଚ୍ଚନଙ୍କ ସହ ‘ବଦଲା’, ଶାହରୁଖ ଖାନ୍ଙ୍କ ସହ ‘ଡଙ୍କି’ ଆଦି ବହୁ ଫିଲ୍ମରେ ସେ ସୁପରଷ୍ଟାର ଅଭିନେତାଙ୍କ ମୁଖ୍ୟ ନାୟିକା ଭାବେ କାର୍ଯ୍ୟ କରିଛନ୍ତି। ତେବେ…
ବୃହତ୍ ଡାଇନୋସର କଙ୍କାଳର ନିଲାମି ହେବ
ପ୍ୟାରିସ୍: ଆସନ୍ତା ୧୬ରେ ଫ୍ରାନ୍ସର ପ୍ୟାରିସ୍ରେ ବିଶ୍ୱର ସବୁଠୁ ବଡ଼ ଡାଇନୋସରଙ୍କ ମଧ୍ୟରୁ ଅନ୍ୟତମ ଭଲ୍କେନ୍ର କଙ୍କାଳର ନିଲାମ କରାଯିବ। ଏନେଇ ଫରାସୀ ଅକ୍ସନ ହାଉସ୍ ‘କୋଲିନ୍ ଡୁ ବୋକେଜ ଓ ବାରବ୍ରୋସା’ ପକ୍ଷରୁ ଘୋଷଣା କରାଯାଇଛି। ୨୦୧୮ରେ ଆମେରିକାର ଓ୍ବମିଙ୍ଗଠାରେ ଉକ୍ତ…
ଉନ୍ନତମାନର ମସଲା ଯୋଗାଣକୁ ସିଦ୍ଧି ସ୍ପାଇସେସ୍ର ଗୁରୁତ୍ୱ
ଭୁବନେଶ୍ୱର,୪।୧୧: ବାଓଭର୍ଟ ଏକ୍ସପର୍ଟ ପ୍ରାଇଭେଟ ଲିମିଟେଡର ପ୍ରମୁଖ କମ୍ପାନୀ ତଥା ନୂତନ ମସଲା ବ୍ରାଣ୍ଡ୍ ସିଦ୍ଧି ସ୍ପାଇସେସର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳଠାରେ ‘ସିଦ୍ଧି ସ୍ପାଇସେସ୍’ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ…
ପାର୍ଥ ପ୍ରତୀମ ବନ୍ଧନ ବ୍ୟାଙ୍କର ନୂଆ ଏମ୍ଡି
ନୂଆଦିଲ୍ଲୀ,୪।୧୧: ବନ୍ଧନ ବ୍ୟାଙ୍କର ନୂଆ ଏମ୍ଡି ତଥା ସିଇଓ ଭାବେ ପାର୍ଥ ପ୍ରତୀମ ସେନଗୁପ୍ତା ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଶେଷ କରି ବ୍ୟବସାୟ, ଋଣ ଓ ପ୍ରଯୁକ୍ତି ଉପରେ ବିଶେଷ ଦଖଲ ରଖିଥିବା ସେନଗୁପ୍ତା ସଫଳତାର ସହ ବୃହତ ବ୍ୟବସାୟ ପରିଚାଳନା…
Archives


