Home

ବିବାହ ଋତୁରେ ବିକ୍ରି ଅଭିବୃଦ୍ଧି ଆକଳନ

ନୂଆଦିଲ୍ଲୀ,୪।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷର ପାର୍ବଣ ବିକ୍ରି (ଫେଷ୍ଟିଭ ସେଲ୍‌ସ) ପରେ ପରେ ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନି ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ (ଏମ୍‌ଏସ୍‌ଆଇଏଲ୍‌)ପକ୍ଷରୁ େଓଡିଂ ସେଲ୍‌ସ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଉ କିଛି…

ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ଜନସଚେତନ ଶପଥ କରାଇଲେ ଜିଲା ସମାଜ ମଙ୍ଗଳ ଅଧିକାରିଣୀ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇ ଏବେ ବି ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ…

ବାଣରୁ କ୍ଷାନ୍ତ

ପ୍ରତିବର୍ଷ ଦୀପାବଳି ଆସିଲେ ଦିଲ୍ଲୀର ବାୟୁ ପ୍ରଦୂଷଣ ବିଷୟରେ ଗମ୍ଭୀର ଆଲୋଚନା ହୋଇଥାଏ। ପାରମ୍ପରିକ ଗଣମାଧ୍ୟମରେ ବିତର୍କ ହୁଏ ଓ ସୋସିଆଲ ମିଡିଆରେ ଏ ସମ୍ବନ୍ଧୀୟ ଅସଂଖ୍ୟ ପୋଷ୍ଟ ହେଉଥିବା ଦେଖିବାକୁ ମିଳେ। ମନେହୁଏ ଯେପରି ଅନ୍ୟ କୌଣସି ଜାଗାରେ ଦୀପାବଳି…

କ୍ଷୀରରେ ଗୋବର ପୋଛିଲେ ଭାଜପା ନେତା

ଚନ୍ଦାହାଣ୍ଡି,୪ା୧୧(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦଣ୍ଡାମୁଣ୍ଡା ଛକ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ଉମରକୋଟ-ଚନ୍ଦାହାଣ୍ଡି-ମାଲଗାଁ ରାସ୍ତାର ଉନ୍ନତୀକରଣ ନେଇ ଲାଗିଥିବା ହୋର୍ଡିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ର ଉପରକୁ ଶନିବାର…

ଦାରିଙ୍ଗବାଡ଼ିରେ ପହିଲି ଶୀତ, ମଜା ନେବାକୁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): ଆସିଲା ଶୀତ, ପହିଲି ଶୀତର ମଜା ନେବାକୁ ଦାରିଙ୍ଗବାଡ଼ିମୁହାଁ ରାଜ୍ୟ ଓ ରାଜ୍ୟ ବାହାରର ପର୍ଯ୍ୟଟକ। ହୋଟେଲଠାରୁ ଆରମ୍ଭ କରି ପର୍ଯ୍ୟଟନକ୍ଷେତ୍ର ଯୁଆଡ଼େ ଦେଖିବେ ଶହ ଶହ ପର୍ଯ୍ୟଟକ। ପର୍ଯ୍ୟଟକଙ୍କ ଆଗମନକୁ ଦେଖି ବ୍ୟବସାୟୀମାନେ ମଧ୍ୟ ପ୍ରସ୍ତୁତ। ଚଳିତ…

କନ୍ନଡ଼ ଫିଲ୍ମ ନିର୍ଦ୍ଦେଶକ ଗୁରୁପ୍ରସାଦଙ୍କ ଆମତ୍ହତ୍ୟା ସନ୍ଦେହ

ବେଙ୍ଗାଲୁରୁ, ୪।୧୧: କନ୍ନଡ଼ ଫିଲ୍ମ ନିର୍ଦ୍ଦେଶକ ଗୁରୁପ୍ରସାଦଙ୍କ ମୃତଦେହ ରବିବାର ବେଙ୍ଗାଲୁରୁର ମଦନାୟକନହଲ୍ଲୀସ୍ଥିତ ତାଙ୍କ ଆପାର୍ଟମେଣ୍ଟରୁ ମିଳିଛି। ସେ ଆତ୍ମହତ୍ୟା କରିଥିବା ନେଇ ପୋଲିସ ଆଶଙ୍କା କରୁଛି। ବେଙ୍ଗାଲୁରୁ ଗ୍ରାମୀଣର ଆରକ୍ଷୀ ଅଧୀକ୍ଷକ(ଏସ୍‌ପି) ସି.କେ. ବାବା କହିଛନ୍ତି, ଗତ କିଛିଦିନ ଧରି ନିଜ…

ଦିଲ୍ଲୀ ପୁଣି ବିଶ୍ୱର ସବୁଠୁ ପ୍ରଦୂଷିତ ସହର

ନୂଆଦିଲ୍ଲୀ,୪ା୧୧: ଦୀପାବଳି ପରେ ଦିଲ୍ଲୀ ପୁଣିଥରେ ବିଶ୍ୱର ସବୁଠୁ ପ୍ରଦୂଷିତ ସହରରେ ପରିଣତ ହୋଇଛି। ରବିବାର ଦିଲ୍ଲୀର ବାୟୁ ମାନ ସୂଚକାଙ୍କ (ଏକ୍ୟୁଆର୍‌) ୩୮୨ରେ ପହଞ୍ଚତ୍ଥିବାବେଳେ ଆନନ୍ଦ ବିହାରରେ ୪୩୭ରେ ପହଞ୍ଚତ୍ଛି। ନଡ଼ାପୋଡି, ଯାନବାହନ ଏବଂ ଶିଳ୍ପାଞ୍ଚଳରୁ ଧୂଆଁ ନିର୍ଗମନ ହ୍ରାସ ପାଇଥିଲେ…

ଅଧିକ ଭୋଟ୍‌ ପାଇଁ ଭୋଟରମାନଙ୍କୁ ପ୍ରଣାମ ଜଣାଇଲେ ବବି ଦାସ, କହିଲେ ଯାଜପୁର ମାଟି…

ବରୀ,୪ା୧୧(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ରବିବାର ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହା ସ୍ଥାନୀୟ ବରୀ ମାଉଣ୍ଡଠାରୁ ଆରମ୍ଭ ହୋଇ ଅଟିରା ପଞ୍ଚାୟତସ୍ଥିତ ସନ୍ଥନ ମଠଠାରେ ଶେଷ ହୋଇଛି। ଏହି…

ଏଲ୍‌ଓସି ନିକଟରେ ପାକିସ୍ତାନର ତୋପ ପରୀକ୍ଷା

ଶ୍ରୀନଗର,୪।୧୧(ପି.ଟି.): ଜମ୍ମୁ-କଶ୍ମୀର ଅନ୍ତର୍ଗତ ନିୟନ୍ତ୍ରଣ ରେଖା(ଏଲ୍‌ଓସି) ନିକଟରେ ପାକିସ୍ତାନ ତୋପ ପରୀକ୍ଷା କରିଛି। ସେଥିରେ ଚାଇନା କମ୍ପାନୀ ଦ୍ୱାରା ବିକଶିତ ଏସ୍‌ଏଚ୍‌-୧୫ ଏବଂ ୧୫୫ ଏମ୍‌ଏମ୍‌ ହାଇତ୍‌ଜର ତୋପ ସମେତ ବିଭିନ୍ନ ଆର୍ଟିଲେରି ସିଷ୍ଟମ ରହିଛି। ଉପସାଗରୀୟ ଏବଂ ପଶ୍ଚିମ ୟୁରୋପୀୟ ଦେଶ…

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀଙ୍କ ନଁାରେ ମାମଲା

ତ୍ରିଶୁର, ୪।୧୧ (ପି.ଟି.): କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ୍‌ ଏବଂ ପର୍ଯ୍ୟଟନ ରାଷ୍ଟ୍ର ମନ୍ତ୍ରୀ ସୁରେଶ ଗୋପୀଙ୍କ ପାଇଁ ଅଡ଼ୁଆ ବଢ଼ିଛି। ଆମ୍ବୁଲାନ୍ସର ଦୁରୁପଯୋଗ କରୁଥିବା ଅଭିଯୋଗରେ କେରଳ ପୋଲିସ ତାଙ୍କ ବିରୋଧରେ ରବିବାର ଏଫ୍‌ଆଇଆର୍‌ ରୁଜୁ କରିଛି। ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ)ର…

ପୁଣି ଉଠିଲା ମହାନଦୀ ପ୍ରସଙ୍ଗ, ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର,୪ା୧୧(ସୁନିତ୍‌ ମିଶ୍ର): ମହାନଦୀ ଜଳକୁ ନେଇ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ବିବାଦ ଲାଗି ରହିଛି। ଅଣମୌସୁମୀ ସମୟରେ ଛତିଶଗଡ଼ ଆବଶ୍ୟକ ପରିମାଣର ଜଳ ନ ଛାଡ଼ିବା ଯୋଗୁ ଓଡ଼ିଶାରେ ମରୁଡ଼ି ସ୍ଥିତି ଉପୁଜୁଛି। ଏହି ବିବାଦ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି।…

ଉପତ୍ୟକାକୁ ଫେରିଲା ଆତଙ୍କବାଦ

ଶ୍ରୀନଗର/ନୂଆଦିଲ୍ଲୀ,୪ା୧୧: ସିଆର୍‌ପିଏଫ୍‌ ଏବଂ ଜମ୍ମୁ-କଶ୍ମୀର ପୋଲିସ ଶନିବାର ଶ୍ରୀନଗରସ୍ଥିତ ଖାନ୍‌ୟାର ଅଞ୍ଚଳରେ ଦିନ ତମାମ ଏକ ମିଳିତ ଅପରେଶନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି)ର ଶୀର୍ଷ କମାଣ୍ଡର ଉସ୍‌ମାନ୍‌ଙ୍କୁ ନିପାତ କରିଥିଲେ। ସେହିପରି ଅନନ୍ତନାଗ ଜିଲାରେ ମଧ୍ୟ ଅନ୍ୟ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri