ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା
ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ ସ୍ମାର୍ଟଫୋନ ବହନ କରିବାକୁ ଅନୁମତି ଦେଇଛି। ନାସା ପ୍ରଶାସକ ଜେର ଆଇଜାକମ୍ୟାନ କହିଛନ୍ତି,…
ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍ ଡେ’
ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ ପାଇଁ ପ୍ରତୀକ୍ଷାର ଦିନ। ବର୍ଷକର ପ୍ରତୀକ୍ଷା ପରେ ପୁଣି ଆସୁଛି ସେହିଦିନ। ଇତିମଧ୍ୟରେ…
ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ୬୨ ସ୍ବତନ୍ତ୍ର ଟ୍ରେନ ଚଲାଇବାକୁ ଯୋଜନା କରିଛି। ଏହା ଦେଶର ପ୍ରମୁଖ ସହରଗୁଡ଼ିକୁ…
U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା
ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍ସ କ୍ଲବ୍ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ ହୋଇ ଷଷ୍ଠ ଥର ପାଇଁ ଟାଇଟଲ ଜିତିଛି। ଷଷ୍ଠ ଥର ପାଇଁ ଟୁର୍ନାମେଣ୍ଟ…
Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…
ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ ୧୦୦ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ପୂର୍ବରୁ…
ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ…
ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ ଥିବା ପନାସ ଆପାର୍ଟମେଣ୍ଟର ୧୭ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏହି…
ଏମ୍ଜିଏନ୍ଆର୍ଇଜିଏସ୍ ପୁନଃ ଲାଗୁ ଦାବି କରି କଂଗ୍ରେସ…
ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍ଜିଏନ୍ଆର୍ଇଜିଏସ୍ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। କଂଗ୍ରେସ ସଭାପତି ତଥା ସାନଖେମୁଣ୍ଡି ବିଧାୟକ ରମେଶ ଜେନା…
ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ
ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ଅଧ୍ୟକ୍ଷତା ଏନସିପି ରାଷ୍ଟ୍ରୀୟ ସମ୍ପାଦକ ରାଣା ରଣବୀର ସିଂହ କରିଥିଲେ, ଯେଉଁଠାରେ ରାଜ୍ୟର…
Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…
ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍ ଡେ’ ବା ଗୋଲାପ ଦିବସରୁ ଆରମ୍ଭ ହୋଇଥାଏ। ଆଜିର ଯୁବପିଢ଼ି ନିଜ ନିଜର ପାର୍ଟନରଙ୍କୁ ଗୋଲାପ ଦେଇଥାନ୍ତି।…
ଟାଇଟଲ୍ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍ର ବିଶାଳ ଟାର୍ଗେଟ୍
ହରାରେ,୬।୨: ହରାରେ ସ୍ପୋଟର୍ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍ ପୁରୁଷ ବିଶ୍ବକପ୍ ଫାଇନାଲ ମ୍ୟାଚ୍ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଥିଲା। ଯୁବ କ୍ରିକେଟର ବୈଭବ…
ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା
କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିବା ସମସ୍ତ କର୍ମଚାରୀଙ୍କୁ ସହକାରୀ ନିର୍ଦ୍ଦେଶକ,…
ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ
ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ ଆକ୍ରମଣ ପରେ ରୁଷିଆର ସାମରିକ ଗୁପ୍ତଚର (GRU)ର ଉପମୁଖ୍ୟ ଭ୍ଲାଦିମିର ଆଲେକ୍ସେଭଙ୍କୁ ତୁରନ୍ତ…
Archives


