Home

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି। ଭଦ୍ରକ ବ୍ଲକ ସାବରଙ୍ଗ ଥାନା ଅଧୀନ ଗୋପାଳବିନ୍ଧା ଗ୍ରାମରେ ଶନିବାର ଅପରାହ୍ନରେ ଏଭଳି…

ଲଗାତାର ଖସୁଛି ସୁନା-ଚାନ୍ଦିର ଦାମ୍‌, ଜାଣନ୍ତୁ ଏବେ କେତେ ହେଲାଣି

ନୂଆଦିଲ୍ଲୀ,୯।୨: ସୁନା ମୂଲ୍ୟରେ ହ୍ରାସ ଧାରା ଜାରି ରହିଛି। ନୂତନ ସପ୍ତାହର ପ୍ରଥମ ଦିନ, ଫେବୃଆରୀ ୯ ତାରିଖ ସୋମବାର ସକାଳେ, ରାଜଧାନୀ ଦିଲ୍ଲୀରେ ୨୪କ୍ୟାରେଟ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୧୫୬,୭୪୦କୁ ହ୍ରାସ ପାଇଛି। ମୁମ୍ବାଇରେ, ମୂଲ୍ୟ ପ୍ରତି…

ସଡ଼କ ଦୁର୍ଘଟଣାରେ ଧରିତ୍ରୀ କର୍ମଚାରୀ ମୃତ

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା):ସଡ଼କ ଦୁର୍ଘଟଣାରେ ଧରିତ୍ରୀ ରାୟଗଡ଼ା ସଂସ୍କରଣର ପ୍ରିଣ୍ଟ ଷ୍ଟେଶନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ରବିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାୟଗଡା ସଦର ବ୍ଲକ୍‌ ପିତାମହଲ ପଞ୍ଚାୟତ ଅନ୍ତର୍ଗତ ଦିଶାରୀଗୁଡା ଗ୍ରାମର ସୁନୀଲ ହିମିରିକା (୪୪)। ମୃତକଙ୍କ…

ଭାରତ-ନାମ୍ବିଆ ମ୍ୟାଚ ପୂର୍ବରୁ ବଡ଼ ଅପଡେଟ, ଟିମ ଇଣ୍ଡିଆର ପ୍ଲେଇଂ XIରେ ହେବ ଏହି ପରିବର୍ତ୍ତନ

ନୂଆଦିଲ୍ଲୀ,୯।୨: ଭାରତ ୨୦୨୬ ଟି୨୦ ବିଶ୍ୱକପରେ ବିଜୟ ସହିତ ଖାତା ଖୋଲିଥିଲା। ତଥାପି, ପ୍ରଥମ ମ୍ୟାଚ ଏହା ମଧ୍ୟ ଦେଖାଇଥିଲା ଯେ ଦଳକୁ ଏବେ ମଧ୍ୟ କିଛି ଜିନିଷ ଉପରେ କାମ କରିବାକୁ ପଡିବ। ଆମେରିକା ବିପକ୍ଷ ମ୍ୟାଚରେ, ଭାରତୀୟ ବ୍ୟାଟିଂ…

ହଠାତ୍‌ ପାରଦ ତଳମୁହାଁ: ରାତିରେ ଖସୁଛି, ଦିନରେ ତାତି

ଭୁବନେଶ୍ୱର, ୯ା୨ (ବନ୍ଦନା ସେଠୀ):ରାଜ୍ୟରେ ହଠାତ୍‌ ପାରଦ ତଳମୁହାଁ ହୋଇଛି। ଫଳରେ ଏବେ ରାତିରେ ଶୀତ ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରୀ ହ୍ରାସ ପାଇଛି।…

IND vs PAK ମ୍ୟାଚ ବୟକଟ ଶେଷ କରିବାକୁ ICC ସାମ୍ନାରେ ୩ଟି ବଡ଼ ଦାବି ରଖିଲା ପାକିସ୍ତାନ, ଏହାକୁ ମାନିବ କି ଭାରତ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପ 2026 ରେ ଭାରତ ବନାମ ପାକିସ୍ତାନ ମ୍ୟାଚ ଉପରେ କଳାବାଦଲ ଘୋଡ଼ାଇ ହୋଇ ରହିଛି। ପାକିସ୍ତାନ ଏହି ଟୁର୍ଣ୍ଣାମେଣ୍ଟରେ ଭାରତ ବିପକ୍ଷରେ ଖେଳିବାକୁ ମନା କରିଦେଇଛି। ତଥାପି, ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଏପର୍ଯ୍ୟନ୍ତ…

ମିଠା ପ୍ରସ୍ତୁତ ମେଶିନରେ ପଶିଗଲା ନାବାଳକଙ୍କ ହାତ, ଆଉ ତା’ ପରେ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରେଡ୍ଡୀ ସାହିରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ରେଡ୍ଡୀ ସାହିରେ ଥିବା ସିଙ୍ଗପୁର ଗ୍ରାମର ମନୁ ସାହୁଙ୍କ ମା’ତାରାତାରିଣୀ ମିଠା ଦୋକାନରେ ମିଠା ପ୍ରସ୍ତୁତ ନିମନ୍ତେ ମେଶିନ ଦ୍ବାରା…

ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ବ୍ୟବଚ୍ଛେଦ କରା ନ ଯିବାରୁ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ.ସନ୍ତୋଷ ରେଡ୍ଡୀ(୩୨) ନାମକ ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ରବିବାର ଅପରାହ୍ନରେ ଗାଁରେ ମୃତଦେହ ପହଞ୍ଚିବା ପରେ ଗ୍ରାମ ଶ୍ମଶାନରେ ତାଙ୍କ…

ଠିକାଦାରଙ୍କ ମନମାନି: ଜଙ୍ଗଲ କାଟି ରାସ୍ତା ତିଆରି, ସ୍ଥାୟିତ୍ୱ ନେଇ ପ୍ରଶ୍ନ

ମହାକାଳପଡ଼ା,୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ସୁରକ୍ଷା ପାଇଁ ତଟ ବନ୍ଧ ବିଭାଗ ପକ୍ଷରୁ ଖରିନାସୀ- ବାରନମ୍ବର ଘେରିବନ୍ଧ ପ୍ରଶସ୍ତୀକରଣରେ ଉଚ୍ଚ, ଓସାରିଆ ଓ ପାର୍ଶ୍ୱରେ ପଥର ବିଛାଇବା ପାଇଁ ବହୁ କୋଟି ଟଙ୍କା ବ୍ୟୟରେ…

୨୦୨୬ ଟି-୨୦ ବିଶ୍ୱକପ ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ! ପ୍ରଥମ ମ୍ୟାଚ ପରେ ୱେଷ୍ଟଇଣ୍ଡିଜ ନମ୍ବର ୧, ଭାରତର ସ୍ଥାନ କେଉଁଠି ଜାଣନ୍ତୁ

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପ ଆରମ୍ଭ ଆଶାଠାରୁ ଅଧିକ ରୋମାଞ୍ଚକର ହୋଇଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦୁଇ ଦିନ କୌଣସି ବଡ଼ ବିପର୍ଯ୍ୟୟ ସୃଷ୍ଟି କରିନଥିଲେ ମଧ୍ୟ, ସହଯୋଗୀ ଦଳଗୁଡ଼ିକ ଶକ୍ତିଶାଳୀ ଦେଶଗୁଡ଼ିକୁ ଚ୍ୟାଲେଞ୍ଜ କରିବା ଦ୍ୱାରା ପ୍ରଶଂସକଙ୍କ ଉତ୍ସାହ ବୃଦ୍ଧି ପାଇଛି।…

ଟି-୨୦ ବିଶ୍ୱକପ ଇତିହାସର ସବୁଠାରୁ ଲଜ୍ଜାଜନକ ସ୍କୋର, ଜାଣନ୍ତୁ କେତେ ଥିଲା ସ୍କୋର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପର ଇତିହାସ ରୋମାଞ୍ଚକର ପ୍ରତିଯୋଗିତା, ହାଇ ସ୍କୋର ଏବଂ ଶେଷ ଓଭର ପର୍ଯ୍ୟନ୍ତ ଲମ୍ବିଥିବା ମ୍ୟାଚ ପାଇଁ ଜଣାଶୁଣା। ତଥାପି, ଏହି ଟୁର୍ଣ୍ଣାମେଣ୍ଟରେ ଅନେକ ଇନିଂସ ମଧ୍ୟ ଦେଖାଯାଇଛି ଯାହା କ୍ରିକେଟ ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଛି।…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲା ତୁରେକେଲା ଥାନା ପଣ୍ଡରେନ ଗାଁ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଅଜା ନାତିଙ୍କ ସହ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ବଙ୍ଗୋମୁଣ୍ଡା ଥାନା ତୁରେକେଲା ଗାଁର ଗୋଟିଏ ପରିବାରର ୪ ଜଣ ବାଇକ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri