ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର ନାଏବ ସରପଞ୍ଚ ଦୀପକ ପ୍ରଧାନ ସରପଞ୍ଚ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ନିଜ…
ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା
ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର କାଟୋଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗଡକରୀ କହିଛନ୍ତି ଯେ, ଏବେ ତାଙ୍କୁ ଅଧିକ…
ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…
ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ ୬୩ ରନର ଇନିଂସ ଖେଳି ଏମଏସ ଧୋନୀଙ୍କ ଏକ ଐତିହାସିକ ରେକର୍ଡ ଭାଙ୍ଗି…
ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍କା: ICC ଦେଲା ଏମିତି ଦଣ୍ଡ
ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର ଅସୀଥା ଫର୍ନାଣ୍ଡୋ ମଧ୍ୟ ଜୟସ୍ବାଲଙ୍କ ସହିତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଛନ୍ତି। ICC କହିଛି…
IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ
ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର ଏକ ମାଈ ବାଛୁରୀ ଜନ୍ମ ହୋଇଛି। ଏହାକୁ ଏହି ପ୍ରଜାତିର ବିଶ୍ୱର ପ୍ରଥମ…
ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା
ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି । ଭଦ୍ରକ ବ୍ଲକ ଅନ୍ତର୍ଗତ ତଳାଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନ…
ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….
ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା ପଛରେ ଇଥାନଲ ଉତ୍ପାଦନ ପାଇଁ ଆଖୁ ବ୍ୟବହାରକୁ ଦାୟୀ କରାଯାଉଥିବା ବେଳେ, କେନ୍ଦ୍ର…
‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା
ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ ବୟାନକୁ ସମର୍ଥନ କରିଛନ୍ତି ଉତ୍ତରପ୍ରଦେଶ କ୍ୟାବିନେଟ୍ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର। ତେବେ…
ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼
ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି ଗୋଡ଼ ଥିବା ଶିଶୁକୁ ଜନ୍ମ ଦେଇଛନ୍ତି । ନବଜାତ ଶିଶୁକୁ ଦେଖି ଡାକ୍ତର…
ନିୟମିତ ବ୍ରେକ୍ଫାଷ୍ଟ ନ କଲେ…
ବ୍ରେକ୍ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି ସମସ୍ୟା ସୃଷ୍ଟି କରିଥାଏ। ତେବେ ନିୟମିତ ବ୍ରେକଫାଷ୍ଟ ନ ଖାଇଲେ ତାହା ଆଉ…
ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…
ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ ଏହି ଘଟଣାରେ ମହିଳାଙ୍କୁ ସାମାନ୍ୟ ଆହାତ ଲାଗିଥିବା ଜଣାପଡ଼ିଛି। ଖବରରୁ ଜଣାଯାଏ ରବିବାର…
ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…
କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ସ୍ମରଣ ଶକ୍ତିଜନିତ ସମସ୍ୟାର କେତେକାଂଶରେ ସମାଧାନ କରିବାରେ କାକୁଡ଼ି ସାହାଯ୍ୟ…

