Home

ପ୍ରକାଶ ପାଇଲା CBSE ଦ୍ବାଦଶ ରେଜଲ୍ଟ

ଭୁବନେଶ୍ୱର,୧୩।୫: ମଙ୍ଗଳବାର ପ୍ରକାଶ ପାଇଛି CBSE ଦ୍ବାଦଶ ରେଜଲ୍ଟ । ଦ୍ବାଦଶରେ ୮୮.୩୯% ଛାତ୍ରୀଛାତ୍ର ପାସ କରିଛନ୍ତି। ଭୁବନେଶ୍ବରରେ ପାସହାର ରହିଛି ୮୩.୬୪%। ଦେଶରେ ଛାତ୍ରୀଙ୍କ ପାସହାର ୯୧.୬୪%, ଛାତ୍ରଙ୍କ ପାସହାର ୮୫.୭୦% ରହିଛି। JNV- ୯୯.୨୯%, KV-୯୯.୦୫%, STSS-୯୮.୯୬% ପାସ…

ମାନିଲା ପାକିସ୍ତାନ! ଭାରତର ଆକ୍ରମଣରେ ନିହତ ହୋଇଛନ୍ତି ୧୧ ଯବାନ, ୭୮ ଆହତ

ଇସଲାମାବାଦ,୧୩।୫: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ୨୨ ଏପ୍ରିଲରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ୬-୭ ମେ’ ରାତିରେ ପାକିସ୍ତାନ ବିରୁଦ୍ଧରେ ପ୍ରତିଶୋଧ ନେଇଥିଲା। ଭାରତ ପାକିସ୍ତାନରେ ପ୍ରବେଶ କରି ୯ଟି ଆତଙ୍କବାଦୀ ଆଡ୍ଡାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଥିଲା, ଯେଉଁଥିରେ…

କେମିତି ବଢାଇବେ ପିଲାଙ୍କ ସୋସିଆଲ ସ୍କିଲ୍‌: ଆପଣାନ୍ତୁ ଏହି ଟିପ୍ସ

ପିଲାଙ୍କ ସମ୍ପୂର୍ଣ୍ଣ ବିକାଶ ନିମନ୍ତେ ସୋସିଆଲ ସ୍କିଲ୍‌ ମଧ୍ୟ ବଢ଼ାଇବାକୁ ହୋଇଥାଏ। ପିଲାମାନେ ଯଦି ଏହି କ୍ଷେତ୍ରରେ ଦୁର୍ବଳ ରହିଥାନ୍ତି ତେବେ ମାତାପିତା ଏଥିପ୍ରତି ଦୃଷ୍ଟିଦେବା ଜରୁରୀ। ପିଲାଙ୍କୁ ଶେୟାରିଂ ଗୁଣ ଶିଖାନ୍ତୁ। ଫଳରେ ପିଲାମାନେ ସମସ୍ତଙ୍କ ସହ ମିଳିମିଶି ଚଳିପାରିବେ।…

ପହଲଗାମ ଆକ୍ରମଣର ୩ ଆତଙ୍କବାଦୀଙ୍କ ପୋଷ୍ଟର ଜାରି, ୨୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା

ଜମ୍ମୁ,୧୩।୫: ଜମ୍ମୁ-କଶ୍ମୀରର ସୁରକ୍ଷା ବାହିନୀ ପହଲଗାମ ଆକ୍ରମଣରେ ସମ୍ପୃକ୍ତ ତିନି ଜଣ ଆତଙ୍କବାଦୀଙ୍କ ପୋଷ୍ଟର ଜାରି କରିଛନ୍ତି। ଏହି ଆତଙ୍କବାଦୀମାନଙ୍କ ଉପରେ ପୁରସ୍କାର ମଧ୍ୟ ରଖାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିଲେ, କିନ୍ତୁ ଏହି…

CJI Sanjiv Khanna: ‘କଥା କମ, କାମ ଅଧିକ’, ଶେଷ ହେବ CJI ସଞ୍ଜିବ ଖାନ୍ନାଙ୍କ ଐତିହାସିକ କାର୍ଯ୍ୟକାଳ

ନୂଆଦିଲ୍ଲୀ,୧୩।୫: ‘କମ କଥା, ଅଧିକ କାମ’.. ଯଦି ଆମେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସଞ୍ଜିବ ଖାନ୍ନାଙ୍କ କାର୍ଯ୍ୟକାଳକୁ ଅଳ୍ପ ଶବ୍ଦରେ ବୁଝିବାକୁ ଚାହୁଁ, ତେବେ ହୁଏତ ଏହା କହିବା ସବୁଠାରୁ ଭଲ ହେବ। ବିଚାରପତିମାନଙ୍କ ବିଷୟରେ ଏକ ପୁରୁଣା କଥା ଅଛି…

ଆଜି ପ୍ରକାଶ ପାଇପାରେ ସିବିଏସ୍‌ଇ ଦଶମ, ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର,୧୩ା୫(ସୁଚିସ୍ମିତା ସାହୁ):ମଙ୍ଗଳବାର ପ୍ରକାଶ ପାଇପାରେ ସିବିଏସ୍‌ଇ ରେଜଲ୍ଟ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ମଙ୍ଗଳବାର ଘୋଷଣା ହେବା ଖବର ପ୍ରଚାରିତ ହେବା ପରେ ଛାତ୍ରୀଛାତ୍ର, ଅଭିଭାବକ ଓ ସ୍କୁଲ୍‌ କର୍ତ୍ତୃପକ୍ଷଙ୍କ…

ନିର୍ମାଣ ହେଉନି ରେଳ ଅଣ୍ଡରବ୍ରିଜ କି ଓଭରବ୍ରିଜ:ଲେଭଲ କ୍ରସିଂରେ ଟ୍ରାଫିକ ଜାମ ସ୍ଥିତି

ଭବାନୀପାଟଣା, ୧୩ା୫ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ରେଳ ଲେଭଲ କ୍ରସିଂରେ ଅଣ୍ଡରବ୍ରିଜ କିମ୍ବା ଓଭରବ୍ରିଜ ନାହିଁ। ଫଳରେ ଲେଭଲ କ୍ରସିଂରେ ଟ୍ରାଫିକ ଜାମ ପରିସ୍ଥିତି ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି…

ହଜାରେ ଟଙ୍କାର ଭତ୍ତା ପାଇବାକୁ ଖର୍ଚ୍ଚ କରୁଛନ୍ତି ୫ ଶହ

ଆର.ଉଦୟଗିରି,୧୩।୫(ମନୋଜ କୁମାର ପାଢୀ): ଗଜପତି ଜିଲାର ମୋହନା ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତର ୭୦ ବର୍ଷୀୟା ବାଗି ସବରଙ୍କ ଜୀବନ ଏକ ଦୁଃଖଦ ପରିହାସର ଶିକାର ହୋଇଛି। ତାଙ୍କର ସବୁଠାରୁ ବଡ଼ ସମସ୍ୟା ହେଉଛି, ମାତ୍ର ୧୦୦୦ ଟଙ୍କାର ପେନସନ ସଂଗ୍ରହ…

ଶିକାରୀ ସୁରେଶ ଶବର ହତ୍ୟା ଘଟଣାର ପର୍ଦ୍ଦାଫାଶ: ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ

ଦେବଗଡ,୧୩।୫(ଶଶାଙ୍କ ଶେଖର ଝାଙ୍କର):ଗତ ଏପ୍ରିଲ ୩୦ରେ ବାରକୋଟ ଥାନା ଅନ୍ତର୍ଗତ ମର୍ହା ଗ୍ରାମରେ ଘଟିଥିବା ବହୁ ଚର୍ଚ୍ଚିତ ବନ୍ୟଜନ୍ତୁ ଶିକାରୀ ସୁରେଶ ଶବର(୫୯) ହତ୍ୟା ଘଟଣାର ଇତିମଧ୍ୟରେ ୧୨ ଦିନ ବିତିଯାଇଛି। ମାତ୍ର ଅଦ୍ୟାବଧି ହତ୍ୟାକାରୀ ଗିରଫ ହୋଇନାହାନ୍ତି। ତେବେ ହତ୍ୟାକାରୀ…

ରାଜଧାନୀରେ ‘ଆମ ବସ’ ସେବା ଠପ

ଭୁବନେଶ୍ୱର,୧୩।୫: ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ସକାଳୁ ‘ଆମ ବସ’ ସେବା ଠପ ହୋଇଯାଇଛି। ସୁରକ୍ଷା ଦାବିରେ ବସ ଡ୍ରାଇଭର୍‌ ଓ କଣ୍ଡକ୍ଟର ଆନ୍ଦୋଳନକୁ ଓହ୍ଲାଇଥିବାରୁ ଏହି ସେବା ଏକ ପ୍ରକାର ବନ୍ଦ ହୋଇଯାଇଛି, ଫଳରେ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।…

ଆମେରିକା କାର ଦୁର୍ଘଟଣା: ୨ ଭାରତୀୟ ଛାତ୍ର ମୃତ

ନ୍ୟୁୟର୍କ,୧୩।୫: ଆମେରିକାର ପେନସିଲଭାନିଆରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି ଯେ ଦୁଇଜଣ ଭାରତୀୟ ଛାତ୍ରଙ୍କ କାର ଗଛ ସହିତ ଧକ୍କା ହୋଇ ପୋଲ ତଳକୁ ଖସି ପଡ଼ିବାରୁ ଏଥିରେ ସେମାନେ…

ଯେସାକୁ ତେସା ନୀତି ଆପଣାଇଲେ ମୋଦି: ଆମେରିକାକୁ ଦେଲେ ପାନେ

ନୂଆଦିଲ୍ଳୀ,୧୩।୫: ଭାରତ ଶେଷରେ ଆମେରିକାର ଏକପାଖିଆ ଟାରିଫ୍‌ ବିରୋଧରେ ପ୍ରତିଶୋଧ ନେବାକୁ ନିଷ୍ପତ୍ତି ନେଇଛି। ଆମେରିକା ଭାରତୀୟ ଇସ୍ପାତ ଏବଂ ଆଲୁମିନିୟମ ଉତ୍ପାଦ ଉପରେ ଭାରୀ ଟାରିଫ୍‌ ଲଗାଇଥିଲା, ଏବେ ଭାରତ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ଅଧୀନରେ ପ୍ରତିଶୋଧମୂଳକ ଟାରିଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?