Home

ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଏକ୍ସକ୍ଲୁସିଭ ଆଉଟଲେଟ୍‌

ଭୁବନେଶ୍ୱର,୧୩।୫: ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଏକ୍ସକ୍ଲୁସିଭ ଆଉଟଲେଟ ସୋମବାର ଝାରସୁଗୁଡ଼ାର ବେହେରାମାଲ ରୋଡ୍‌ ରାଧାମାଧବ ମନ୍ଦିର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଡାଇରେକ୍ଟର ରାଜେଶ କୁମାର ଗୁପ୍ତା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ।…

ଦିନକରେ ନିବେଶକ ଯୋଡ଼ିଲେ ୧୬ଲକ୍ଷ କୋଟି

ମୁମ୍ବାଇ,୧୩।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ ରାଜନୈତିକ ଘଟଣାବଳୀ ମଧ୍ୟରେ ଭାରତୀୟ ଷ୍ଟକ୍‌ ମାକେର୍ଟର କାରବାର ଏକ ବଡ଼ଧରଣର ବୃଦ୍ଧି ହାସଲ କରିଛି। ଗୋଟିଏପଟେ ଭାରତ-ପାକ୍‌ ଯୁଦ୍ଧର ବିରତି ଘୋଷଣା ଏବଂ ଅନ୍ୟପଟରେ ଶେୟାର ବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ…

ଯୁଦ୍ଧ ବଲିଉଡ୍‌ ସିନେମା ନୁହେଁ: ପୂର୍ବତନ ସେନାଧ୍ୟକ୍ଷ

ପୁଣେ,୧୩ା୫: ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦକୁ ନେଇ ଅନେକେ ପ୍ରଶ୍ନ ଉଠାଇଥିବାବେଳେ ଭାରତୀୟ ସେନାର ପୂର୍ବତନ ମୁଖ୍ୟ ଜେନେରାଲ ମନୋଜ ନରଭନେ ଏହାକୁ ସମାଲୋଚନା କରିଛନ୍ତି। ଯୁଦ୍ଧ କୌଣସି ପ୍ରେମସମ୍ପର୍କ କିମ୍ବା ବଲିଉଡ୍‌ ଚଳଚ୍ଚିତ୍ର ନୁହେଁ ବୋଲି ସେ…

ବିକ୍ରମ ମିସ୍ରିଙ୍କୁ ଟ୍ରୋଲିଂ: ଚାରିଆଡ଼ୁ ନିନ୍ଦା

ନୂଆଦିଲ୍ଲୀ, ୧୩।୫ (ପି.ଟି.): ଉଭୟ ଭାରତ ଏବଂ ପାକିସ୍ତାନ ଅସ୍ତ୍ରବିରତି ନେଇ ସହମତ ହୋଇଛନ୍ତି ବୋଲି ଶନିବାର ବହିର୍ବ୍ୟାପାର ସଚିବ ବିକ୍ରମ ମିସ୍ରି ଘୋଷଣା କରିଥିଲେ। ଏହାପରେ ତାଙ୍କୁ ଅନ୍‌ଲାଇନ ଟ୍ରୋଲିଂର ସାମ୍‌ନା କରିବାକୁ ପଡ଼ିଥିଲା। ଟ୍ରୋଲର୍ସମାନେ ମିସ୍ରିଙ୍କ ସମେତ ତାଙ୍କ…

କରାଚୀ, ଲାହୋର ସାମରିକ ସ୍ଥଳକୁ ଟାର୍ଗେଟ୍‌ ହୋଇଥିଲା

ନୂଆଦିଲ୍ଲୀ,୧୩ା୫: ପାକିସ୍ତାନୀ ସେନା ଆକ୍ରମଣର ଜବାବ ଦେବାକୁ ଯାଇ ଭାରତୀୟ ବାୟୁସେନା କରାଚୀ ଓ ଲାହୋରରେ ଥିବା ସାମରିକ ସ୍ଥଳକୁ ଟାର୍ଗେଟ୍‌ କରିଥିଲା। ଏକ ଗଣମାଧ୍ୟମ ସମ୍ମିଳନୀରେ ବାୟୁସେନାର ଅପରେଶନ୍ସ ଡିଜି ଏୟାର ମାର୍ଶାଲ ଏ.କେ. ଭାରତୀ ଏହି ସୂଚନା ଦେଇଛନ୍ତି।…

ମିଛ ପ୍ରଚାର କରୁଛନ୍ତି ଶାହିଦ ଆଫ୍ରିଦି: ପାକିସ୍ତାନ ଯୁଦ୍ଧ ବିଜୟ ରାଲିରେ ଯୋଗ ଦେଇ କହିଲେ…

କରାଚୀ,୧୩।୫: କରାଚୀରେ ଅନୁଷ୍ଠିତ ‘ବିଜୟ ରାଲି’ରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଶାହିଦ ଆଫ୍ରିଦି ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କର ଉପସ୍ଥିତିର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଆଉ ଏକ ମିଥ୍ୟା ଦାବି…

୩ ଦିନରେ ପାକିସ୍ତାନକୁ ଏମିତି ପାନେ ଦେଲା ଭାରତ, ବିଶ୍ୱ ଆଗରେ କଲା ଗୁହାରି

ନୂଆଦିଲ୍ଲୀ,୧୩।୫: ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଏପ୍ରିଲ ୨୨ରେ ହୋଇଥିବା ସୀମାପାର ଆତଙ୍କବାଦୀ ଆକ୍ରମଣର ଠିକଣା ଜବାବ ଦେଇଛି ଭାରତ। ଭାରତୀୟ ସେନାର ‘ଅପରେଶନ ସିନ୍ଦୂର’ କେବଳ ଏକ ନାମ ନୁହେଁ, ଏହା ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା। ଅପରେଶନ ସିନ୍ଦୂର ଏବେ ଆତଙ୍କବାଦ ବିରୋଧରେ…

Operation Sindoor: ଭାରତର ଉନ୍ନତ ଯୁଦ୍ଧ କୌଶଳ ଦେଖି କିପରି ପାକିସ୍ତାନ ମାଟି କାମୁଡ଼ିଲା, ଜାଣନ୍ତୁ

ନୂଆଦିଲ୍ଲୀ,୧୨।୫: ପହଲଗାମ ଆକ୍ରମଣ ପରେ, ଭାରତ ବିଶ୍ୱକୁ ସ୍ପଷ୍ଟ ଭାବେ ଜଣାଇଦେଇଥିଲା ଯେ ପାକିସ୍ତାନରେ ଆତଙ୍କବାଦୀ ଶିବିର ବିରୁଦ୍ଧରେ ଏହାର ପ୍ରତିକ୍ରିୟା କୌଣସି ଭୁଲ ବୁଝାମଣା ପାଇଁ ସ୍ଥାନ ଛାଡିବ ନାହିଁ। ଏଥର ଭାରତ କେବଳ ସାଧାରଣ ଆତଙ୍କବାଦୀମାନଙ୍କୁ ଟାର୍ଗେଟ କରୁନଥିଲା—ଏହାର…

ଜାଣନ୍ତି କି ବିରାଟଙ୍କ ଶରୀରରେ ରହିଛି କେଉଁ ଭଗବାନଙ୍କ ଟାଟୁ, ୧୭୫-୨୬୯ ନମ୍ବର ସହିତ ରହିଛି ଏହି କନେକ୍ସନ

ନୂଆଦିଲ୍ଲୀ,୧୨ା୫: ଭାରତର ଷ୍ଟାର୍‌ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ସୋମବାର ଟେଷ୍ଟ୍‌ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏବେ ସେ କେବଳ ଏକଦିବସୀୟ ମ୍ୟାଚ୍‌ ଖେଳିବେ। ବିରାଟ ଟେଷ୍ଟ୍‌ ମ୍ୟାଚ୍‌ରୁ ଅବସର ନେବା ପରଠାରୁ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ନିରାଶା ଭାବ ଦେଖିବାକୁ…

ଧରିତ୍ରୀର ମହାପ୍ରଭାବ: କାଲି ଖବର ପ୍ରକାଶ, ଆଜି ଗାଁକୁ ହେଲା ଜଳଯୋଗାଣ

ରିଷିଡ଼ା,୧୨ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ରଣାପଡ଼ା ଓ ପାଟଖଣ୍ତା ମନ୍ଦିରପଡ଼ାର ପାୟ ୩୦୦ରୁ ଅଧିକ ପରିବାର ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଥିଲେ। ପଡ଼ାରେ ସରକାର ତରଫରୁ ସପ୍ଲାଏ ପାଣି ପାଇପ୍‌ ବ୍ୟବସ୍ଥା କରିଥିଲେ ହେଁ…

ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପରେ ଆସିଲା ଭଲ ଖବର: ଚାଇନା-ପାକିସ୍ତାନ ବିଚଳିତ

ନୂଆଦିଲ୍ଲୀ,୧୨।୫: ପହଲଗାମ ଆତଙ୍କବାଦୀ ଆକ୍ରମଣ ପାଇଁ ଭାରତ ପାକିସ୍ତାନକୁ ଉଚିତ ଜବାବ ଦେଇଛି। ୨୨ ଏପ୍ରିଲରେ ପହଲଗାମ ଆକ୍ରମଣ ପରେ, ଭାରତ ୭ ମଇରେ ମିଳିତ ଅପରେସନ ସହିତ ପାକିସ୍ତାନର ଗର୍ବକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଛି। ଏସବୁ ମଧ୍ୟରେ, ଘରୋଇ କ୍ଷେତ୍ରରେ…

ନବନୀତ ରାଣାଙ୍କୁ ପାକିସ୍ତାନରୁ ଆସିଲା ହତ୍ୟା ଧମକ, ନା ରହିବ ସିନ୍ଦୂର ନା ରହିବ ତୁମେ

ନୂଆଦିଲ୍ଲୀ,୧୨ା୫(.): ଭାଜପା ନେତ୍ରୀ ନବନୀତ ରାଣା ଏବଂ ତାଙ୍କ ସ୍ବାମୀ ବିଧାୟକ ରବି ରାଣାଙ୍କୁ ପାକିସ୍ତାନରୁ ହତ୍ୟା ଧମକ ମିଳିଛି। ସେ ଏନେଇ ଖାର ଥାନାରେ ଅଭିଯୋଗ କରିଛନ୍ତି। ଧମକପୂର୍ଣ୍ଣ କଲ୍‌ରେ ତାଙ୍କୁ ହିନ୍ଦୁ ସିଂହୀ ବୋଲି ସମ୍ବୋନ କରାଯାଇଥିଲା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?