Home

ଭାରତ-ଚାଇନା ବନ୍ଧୁତା ଦେଖି ଟେନ୍‌ସନ୍‌ରେ ଆମେରିକା: ପାକିସ୍ତାନ ସହ ମିଳାଇବ ହାତ!

ନୂଆଦିଲ୍ଲୀ,୨୯।୧୦: ଏଲ୍‌ଏସି ଉପରେ ଭାରତ ଏବଂ ଚାଇନା ମଧ୍ୟରେ ହୋଇଥିବା ଚୁକ୍ତିନାମାକୁ ନେଇ ପାକିସ୍ତାନରେ ଅନେକ ଆଲୋଚନା ହେଉଛି। ଲଦାଖରୁ ସେନା ପ୍ରତ୍ୟାହାର କରି ଚାଇନା ଭାରତ ସହ ସମ୍ପର୍କକୁ ସୁଦୃଢ କରିବାକୁ ଚାହୁଁଛି। ଚାଇନା ବୁଝୁଛି, ଯଦି ସେ ଭାରତ…

ଦ୍ୱିତୀୟ ବିବାହ ପୂର୍ବରୁ ସାମନ୍ଥାଙ୍କ ସହ ଶେଷ ସନ୍ତକକୁ ହଟାଇଲେ ନାଗା ଚୈତନ୍ୟ

ସାଉଥ୍‌ ଅଭିନେତା ନାଗା ଚୈତନ୍ୟ ଏବଂ ସାମନ୍ତ ରୁଥ୍‌ ପ୍ରଭୁ ୨୦୨୧ରେ ଛାଡ଼ପତ୍ର ଘୋଷଣା କରିଥିଲେ। ଏହା ପରେ ଦୁହେଁ ପରସ୍ପର ସହ ବିତାଇଥିବା ସମସ୍ତ ମୁହୂର୍ତ୍ତକୁ ସୋସିଆଲ ମିଡିଆ ଆକାଉଣ୍ଟରୁ ଡିଲିଟ କରିଦେଇଥିଲେ। ନାଗା ଏବଂ ସାମନ୍ଥାଙ୍କ ପ୍ରଶଂସକମାନେ ସେମାନଙ୍କ…

ସଲମାନଙ୍କୁ ମିଳିଲା ପୁଣି ହତ୍ୟା ଧମକ

ମୁମ୍ବାଇ,୨୯।୧୦: ଅଭିନେତା ସଲମାନ ଖାନ ଏବଂ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକଙ୍କୁ ପୁଣିଥରେ ମହାରାଷ୍ଟ୍ରରେ ଧମକ ଦିଆଯାଇଛି। ଏହି ଧମକପୂର୍ଣ୍ଣ କଲ ବାନ୍ଦ୍ରା ପୂର୍ବରେ ଅବସ୍ଥିତ ଜିଶାନ ସିଦ୍ଦିକିଙ୍କ ଜନସମ୍ପର୍କ କାର୍ଯ୍ୟାଳୟକୁ ଫୋନରେ ଆସିଛି। ଫୋନରେ ବ୍ୟକ୍ତି ଅଭିନେତା ସଲମାନ…

ଗୁରୁତର ରୋଗୀଙ୍କୁ ହେଲିକପ୍ଟରରେ ମିଳିବ ମାଗଣା ଚିକିତ୍ସା, ଜାଣନ୍ତୁ ହାଇଟେକ ଆମ୍ବୁଲାନ୍ସରେ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୯।୧୦: ୧୦୮ ଆମ୍ବୁଲାନ୍ସ ପରି ହେଲି ଆମ୍ବୁଲାନ୍ସ ସେବା ଅକ୍ଟୋବର ୨୯ରୁ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏକ୍ସ) ଋଷିକେଶରେ ଆରମ୍ଭ କରିବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସେବାର ଶୁଭାରମ୍ଭ କରିବେ। ତେବେ ପ୍ରଧାନମନ୍ତ୍ରୀ ମୋଦି…

ଏକତାର ଶପଥ ପାଠ ପରେ ଦୌଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦: ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପୂର୍ବରୁ ‘ରନ ଫର୍‌ ୟୁନିଟି’ ମାରାଥନକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ଏକତାର ଶପଥ କରାଇବା ପରେ ନିଜେ ମାରାଥନ୍‌ରେ ଦୌଡିଛନ୍ତି ମୁଖ୍ୟମନ୍ତ୍ରୀ। ବେଳ ଏତିକି ନୁହେଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

ଭାରତ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୯।୧୦: ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଭେଟେରାନ ବ୍ୟାଟ୍ସମ୍ୟାନ କେନ ୱିଲିୟମସନଙ୍କ ରୂପରେ ଏକ ବଡ଼ ଝଟକା ପାଇଛି। ଫଳରେ ପ୍ରଥମ ଏବଂ ଦ୍ୱିତୀୟ ଟେଷ୍ଟ…

ଦୀପ ଜଳିବା ପୂର୍ବରୁ ଦେଶବାସୀଙ୍କୁ ବଡ଼ ଉପହାର ଦେବେ ମୋଦି, ୫୧.୦୦୦ଙ୍କୁ ମିଳିବ ନିଯୁକ୍ତି ପତ୍ର…

ନୂଆଦିଲ୍ଲୀ,୨୯।୧୦: ଆଜି ସେହି ଲୋକମାନଙ୍କ ପାଇଁ ଏକ ବିଶେଷ ଦିନ, ଯେଉଁମାନଙ୍କୁ ନିଯୁକ୍ତି ପତ୍ର ମିଳିବ। ହଁ, ପ୍ରଧାନମନ୍ତ୍ରୀ ମୋଦି ମଙ୍ଗଳବାର ୫୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। କେବଳ ଏତିକି ନୁହେଁ, ବୃଦ୍ଧମାନଙ୍କୁ ସ୍ବାସ୍ଥ୍ୟ ବୀମାର ଏକ ବଡ଼…

IPL 2025: ରିଟେନଶନ ମଧ୍ୟରେ ସାମ୍ନକୁ ଆସିଲା ମେଗା ଅକ୍ସନର ତାରିଖ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୧୦: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୫ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ସମସ୍ତେ ଅକ୍ଟୋବର ୩୧ କୁ ଅପେକ୍ଷା କରିଛନ୍ତି, ଯେତେବେଳେ ଫ୍ରାଞ୍ଚାଇଜ ନିଜ ନିଜ ରଖାଯାଇଥିବା ଖେଳାଳିଙ୍କ ତାଲିକା ପ୍ରକାଶ କରିବେ। ବିଶ୍ୱାସ କରାଯାଏ ଯେ ଏଥର ମେଗା…

ସିମନବାଡି ଅଞ୍ଚଳରେ ବଢୁଛି ଚୋରା ମଦ କାରବାର

ଦାରିଙ୍ଗବାଡି,୨୯।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ବଢୁଛି ଚୋରି। ସୋମବାର ବିଳମ୍ବିତ ରାତିରେ ସିମନବାଡିର ବ୍ୟବସାୟୀ ବିଭୁତିଭୂଷଣ ସାହୁଙ୍କ ଗୋଦାମରୁ ଏକାଧିକ ହଳଦୀ ବସ୍ତା ଚୋରିଯାଇଛି, ଯାହାର ଆନୁମାନିକ ମୂଲ୍ୟ ୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି…

ମହାକାଶରୁ ଦୀପାବଳି ଶୁଭକାମନା ଜଣାଇଲେ ସୁନିତା

ଓ୍ବାଶିଂଟନ,୨୯।୧୦: ନାସାର ମହାକାଶଚାରୀ ସୁନୀତା ୱିଲିୟମ୍ସ ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନ (ଆଇଏସଏସ) ରୁ ଦୀପାବଳି ଶୁଭେଚ୍ଛା ପଠାଇଛନ୍ତି। ଇତିମଧ୍ୟରେ ହ୍ବାଇଟ ହାଉସରେ ଏକ ଦିୱାଲୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି ସମୟରେ, ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସୁନୀତା ୱିଲିୟମ୍ସ ଦୀପାବଳି…

ଏହା ମୋ ଘର ନୁହେଁ, ଆପଣଙ୍କ ଘର… ବାଇଡେନଙ୍କ ଏମିତି କଥା ଶୁଣି ଖୁସି ହେଲେ ପ୍ରବାସୀ ଭାରତୀୟ

ଓ୍ବାଶିଂଟନ,୨୯।୧୦: ଆଉ ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଜୋ ବାଇଡେନଙ୍କ ପାର୍ଟି ଡେମୋକ୍ରାଟ୍ସ ଆଗାମୀ ଦୀପାବଳି ପର୍ବକୁ ଦୃଷ୍ଟିରେ ରଖି ହିନ୍ଦୁମାନଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଏହି କ୍ରମରେ, ଭାରତୀୟ…

ରାଷ୍ଟ୍ରପତି ପୁଟିନଙ୍କ ପାଇଁ ହୋଇଥିଲା କି ମୋଦି-ଜିନପିଙ୍ଗଙ୍କ ସାକ୍ଷାତକାର? ଜବାବ ଦେଲା ରୁଷିଆ

ମସ୍କୋ,୨୯।୧୦: ରୁଷିଆର କଜାନରେ ଆୟୋଜିତ ବ୍ରିକ୍ସ ସମ୍ମିଳନୀକୁ ରୁଷିଆ ଏକ ସଫଳତା ବୋଲି ବର୍ଣ୍ଣନା କରିଛି। ଗତ ସପ୍ତାହରେ ବ୍ରିକ୍ସ ସମ୍ମିଳନୀର ଫଳାଫଳ ସମ୍ପର୍କରେ ଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ ରୁଷର ରାଷ୍ଟ୍ରଦୂତ ଡେନିସ ଆଲିପୋଭ କହିଛନ୍ତି ଯେ ଜାତିସଂଘର ସେକ୍ରେଟେରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri