‘ହିଜାବ ନ ପିନ୍ଧିବାରୁ ହେଉଛି ବଳାତ୍କାର, କୋଲକାତାରେ ତ…,’ JMI ଛାତ୍ରୀଙ୍କ ଗୁରୁତର ଅଭିଯୋଗ
ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ସ୍ଥିତ ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଅଭିଯୋଗ ହୋଇଛି ଯେ ଜଣେ ଛାତ୍ରୀଙ୍କ ଉପରେ ଇସଲାମ ଧର୍ମ ଗ୍ରହଣ କରିବାକୁ ଚାପ ପକାଉଛନ୍ତି। ଜାମିଆ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ ୧୯ ଅକ୍ଟୋବର ୨୦୨୪ରେ…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କହିଲେ ଖୁବ୍ଶୀଘ୍ର ମିଳିବ ସୁଭଦ୍ରା ଟଙ୍କା, ଯେଉଁ ହିତାଧିକାରୀ…
ଭୁବନେଶ୍ୱର,୨୮ା୧୦: ସରକାରଙ୍କ ‘ସୁଭଦ୍ରା’ ଯୋଜନାର କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍ଶୀଘ୍ର ସୁଭଦ୍ରା ଟଙ୍କା ମିଳିବ ଏ ପର୍ଯ୍ୟନ୍ତ ଏହି ଯୋଜନାରେ…
ଚାଇନାକୁ ଟାର୍ଗେଟ କଲେ ଟ୍ରମ୍ପ, କହିଲେ ଆମେରିକା ନିକଟରେ ଅଛି…
ଓ୍ବାଶିଂଟନ,୨୮।୧୦: ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଏକ ନିର୍ବାଚନ ରାଲିରେ କହିଛନ୍ତି ଯେ ଚାଇନା ସହିତ ବିବାଦ ହେଲେ ଆମେ ସେମାନଙ୍କୁ ପରାସ୍ତ କରିବୁ। ସେ କହିଛନ୍ତି ଯେ ଆମ ନିକଟରେ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ସେନା ଅଛି।…
ଆନ୍ଦୋଳନରେ କର୍ମଚାରୀ: ଗଡୁନି ମୋ’ ବସ୍, ଯାତ୍ରୀ ହନ୍ତସନ୍ତ
ସମ୍ବଲପୁୂର,୨୮ା୧୦: ସମ୍ବଲପୁର ସହରରେ ସୋମବାର ସକାଳୁ ମୋ’ ବସ୍ ସେବା ବନ୍ଦ କରାଯାଇଛି। ମୋ’ ବସ୍ ର୍କମଚାରୀଙ୍କ ବିଭିନ୍ନ ଦାବିନେଇ ବନ୍ଦ ରହିଛି ମୋ’ ବସ୍। କର୍ମଚାରୀଙ୍କ ସାମାନ୍ୟ ଭୁଲ୍ ପାଇଁ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏପରିକି…
ନୂଆ ବିଡିଓଙ୍କୁ ଭେଟିଲେ ବ୍ଲକ ଅଧ୍ୟକ୍ଷ-ସମିତିସଭ୍ୟ, ଅଞ୍ଚଳର ବିକାଶ ପାଇଁ…
ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ନୂଆ ଭାବରେ ଯୋଗ ଦେଇଥିବା ବିଡିଓ ପ୍ରୀତିରଞ୍ଜନ ରଥଙ୍କୁ ଭେଟି ସ୍ବାଗତ ଜଣାଇଛନ୍ତି ଅଧ୍ୟକ୍ଷ ଏବଂ ସମତିସଭ୍ୟାସଭ୍ୟ। ଏଥିସହ ବିଭିନ୍ନ ସଂଗଠନ ପକ୍ଷରୁ ଅଞ୍ଚଳର ବିକାଶ ପାଇଁ ଆଲୋଚନା କରାଯାଇଛି। ସୋମବାର ବ୍ଲକ…
ମୋଦିଙ୍କ ରୋଡ ଶୋ’ରେ ସାମିଲ ହେଲେ ସ୍ପେନ ପ୍ରଧାନମନ୍ତ୍ରୀ
ଭଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଜୁରାଟ ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ରାଜ୍ୟ ତଥା ଦେଶକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ଦେବେ। ତାଙ୍କ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ଭଦୋଦରା…
ଦୁନିଆ ଦେଖିବ ଟାଟାର ଦମ୍, ରତନ ଟାଟାଙ୍କୁ ମନେ ପକାଇ ମୋଦି କହିଲେ…
ନୂଆଦିଲ୍ଲୀ,୨୮ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭଦୋଦରାସ୍ଥିତ ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ୍ (TASL) କ୍ୟାମ୍ପସ୍ରେ C-295 ବିମାନ ନିର୍ମାଣ ପାଇଁ ଟାଟା ବିମାନ କମ୍ପ୍ଲେକ୍ସ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନ ପରେ ଲୋକଙ୍କୁ…
ପ୍ରଧାନମନ୍ତ୍ରୀ ହିଁ ବନ୍ଦ କରିପାରିବେ ଯୁଦ୍ଧ, ମୋଦିଙ୍କ ଲିଡରଶିପକୁ ପ୍ରଶଂସା କଲେ ଜେଲନସ୍କି
କ୍ୱିଭ,୨୮।୧୦: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଅଢେଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଲେଣି। ହେଲେ ଯୁଦ୍ଧ ବନ୍ଦ ହେବାର କୌଣସି ଚିହ୍ନ ବର୍ଣ୍ଣ ଦେଖାଯାଉ ନାହିଁ । ଏଥି ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଦୁର୍ବୃତ୍ତଙ୍କ ଟାର୍ଗେଟ୍ରେ ବ୍ୟାଟେରି, ଗାଡ଼ି-ଷ୍ଟ୍ରିଟ୍ ଲାଇଟ୍ରୁ ଚୋରି କରି ନେଉଛନ୍ତି
ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟ୍ରେ ବ୍ୟାଟେରି। ୫୯ ନଂ ଜାତୀୟ ରାଜପଥ ପକ୍ଷରୁ ରାଜପଥ କଡ଼ରେ ଲାଗିଥିବା ଷ୍ଟ୍ରିଟ୍ ଲାଇଟ୍ରୁ ସୋଲାର ପ୍ୟାନେଲ ସହ ବ୍ୟାଟେରି ଚୋରି ହେଉଛି। ଏଥିସହ ଏବେ ରାସ୍ତାକଡ଼ରେ, ଘର ସମ୍ମୁଖରେ ରହିଥିବା ୪ ଓ…
ଭାରତୀୟ ବଂଶୋଦ୍ଭବଙ୍କ ସହ ଆଜି ଦୀପାବଳି ପାଳିବେ ବାଇଡେନ
ଓ୍ବାଶିଂଟନ,୨୮ା୧୦: ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ ଦୀପାବଳିକୁ କେତେ ପସନ୍ଦ କରନ୍ତି ତାହା ସମଗ୍ର ବିଶ୍ୱ ପୂର୍ବରୁ ମଧ୍ୟ ଦେଖିସାରିଛି। ପ୍ରତିବର୍ଷ ଏଠାରେ ଦୀପାବଳିର ମହୋତ୍ସବ ପାଳନ କରାଯାଏ। ଏଥର ମଧ୍ୟ ଆଜି ଅର୍ଥାତ୍ ସୋମବାର ଦୀପାବଳିକୁ ‘ହ୍ବାଇଟ୍ ହାଉସ୍’ରେ…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତାବର୍ଷରୁ ଆରମ୍ଭ ହେବ ଜନଗଣନା, ଏଥିରେ ଆସିବ ଏପରି ପରିବର୍ତ୍ତନ
ନୂଆଦିଲ୍ଲୀ,୨୮ା୧୦: କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନଗଣନା ସମ୍ପର୍କରେ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଆସନ୍ତାବର୍ଷଠାରୁ ଦେଶରେ ଜନଗଣନା ଆରମ୍ଭ ହୋଇପାରେ ବୋଲି ସୂତ୍ରରୁ ପ୍ରକାଶ। ଜନଗଣନା ଆସନ୍ତାବର୍ଷ ୨୦୨୫ରୁ ୨୦୧୬ ପର୍ଯ୍ୟନ୍ତ ହେବ। କରୋନା ମହାମାରୀ ହେତୁ ୨୦୨୧ରେ ହେବାକୁ ଥିବା…
ମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକା
କାକଟପୁର/ଅସ୍ତରଙ୍ଗ(ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ)୨୮ା୧୦: ଓଡ଼ିଆ ଚଳଣି ଓ ପରମ୍ପରା ନିଆରା। ସବୁ ପର୍ବପର୍ବାଣି, ପୂଜାର୍ଚ୍ଚନା ଓ ଯାନିଯାତ୍ରା ସମୟରେ ମାଟିତିଆରି ସାମଗ୍ରୀ ଖୋଜାପଡ଼େ। କୌଣସି ଶୁଭକାମ କରିବା ସମୟରେ ପ୍ରଥମେ ମାଟିପାତ୍ର ଆବଶ୍ୟକ ହୋଇଥାଏ। ଯୁଗ ବଦଳିଥିଲେ ମଧ୍ୟ…
Archives


