ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୮ା୧୦(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ…
ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ
କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ। ଏହି ବିଦେଶାଗତ ପକ୍ଷୀ ଓ ଚିଲିକାର ଅପରୂପ ସୌନ୍ଦର୍ଯ୍ୟ ଉପଭୋଗ କରିବା ପାଇଁ…
ପଶ୍ଚିମବଙ୍ଗ ପାଇଁ ମମତା ବାନାର୍ଜୀ କରିଛନ୍ତି କ’ଣ? ଅମିତ ଶାହାଙ୍କ ଏପରି ପ୍ରଶ୍ନରେ…
ନୂଆଦିଲ୍ଲୀ/କୋଲକାତା,୨୭ା୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ବାଂଲାଦେଶରୁ ବେଆଇନ ଅନୁପ୍ରବେଶ ସମ୍ପର୍କରେ କହିଛନ୍ତି ଯେ, ଏଠାରେ ଅନୁପ୍ରବେଶ ବନ୍ଦ ହେଲେ ପଶ୍ଚିମବଙ୍ଗରେ ଶାନ୍ତି ସମ୍ଭବ। ସେ ଦୃଢ଼ତାର ସହ କହିଛନ୍ତି, ଯଦି ୨୦୨୬ରେ ପଶ୍ଚିମବଙ୍ଗରେ ଭାଜପା କ୍ଷମତାକୁ ଆସେ,…
ବିମାନ ପରେ ଏବେ ନାମୀଦାମୀ ହୋଟେଲକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ, ତାଲିକାରେ ରହିଛି ଏସବୁ…
ନୂଆଦିଲ୍ଲୀ/କୋଲକାତା,୨୭ା୧୦: ବିମାନ ପରେ ଏବେ ବିଭିନ୍ନ ନାମୀଦାମୀ ହୋଟେଲକୁ ମିଳିଛି ବୋମା ଧମକ। ୪ ରାଜ୍ୟର ୨୫ରୁ ଅଧିକ ହୋଟେଲକୁ ଏହି ଧମକ ମିଳିଛି। ଗୁଜରାଟ, ପଶ୍ଚିମବଙ୍ଗ, ଆନ୍ଧ୍ର ପରେ ଏବେ ଉତ୍ତରପ୍ରଦେଶ ରହିଛି ଦୁର୍ବୃତ୍ତଙ୍କ ଟାର୍ଗେଟ୍ରେ। ଏଥିରୁ ବାଦ୍ ପଡ଼ିନି…
ଅମାନିଆଙ୍କୁ ସାବାଡ୍ କରିବ ପୋଲିସ, ପିନ୍ଧିବ ବଡି କ୍ୟାମେରା
ଭୁବନେଶ୍ୱର,୨୭ା୧୦: ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ ଥିବା ଅଧିକାରୀ ବଡି କ୍ୟାମେରା ପିନ୍ଧିବେ। ଉତ୍ପାତ କରୁଥିବା ଅମାନିଆଙ୍କ ଅଡିଓ, ଭିଡିଓ ସବୁ…
ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ
ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର ଜଳବାୟୁ ପ୍ରକୃତରେ ନିଆରା। ରାଜ୍ୟ କିମ୍ବା ପଡ଼ୋଶୀ ରାଜ୍ୟକୁ ବାତ୍ୟା, ପବନ ଆସିବା କ୍ଷଣି…
ଜେଜେଙ୍କ ଦ୍ୱାଦଶ କ୍ରିୟାରେ ନାଳରେ ବୁଡ଼ି ନାତି ନିଖୋଜ, ଜାରି ରହିଛି ଉଦ୍ଧାର କାର୍ଯ୍ୟ
ଭଦ୍ରକ,୨୭ା୧୦(ସନାତନ ରାଉତ): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ପଣ୍ଡାପାଟଣା ଗ୍ରାମର ରୁଦ୍ର ପଣ୍ଡା(୨୦) କଲଭର୍ଟ ନିକଟରେ ଥିବା ଏକ ନାଳରେ ଗାଧୋଉଥିଲାବେଳେ ଗୋଡ଼ ଖସିଯାଇଥିଲା। ପାଖରେ ଗାଧୋଉଥିବା ଜଣେ ସାଙ୍ଗ ଶତଚେଷ୍ଟା କରି ମଧ୍ୟ ରୁଦ୍ରଙ୍କୁ ଉଦ୍ଧାର କରି ପାରି…
ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…
ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ। ଜିଲାର ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲିବା ସହ ଲୋକଙ୍କ ସମସ୍ୟା ବୁଝିଥିଲେ ବୋଲି ଜିଲାପାଳଙ୍କ…
ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ପୋଲିସ ଗାଡ଼ି ଦେଖି ମାରୁଥିଲେ ଫେରାର, ଆଉ ତା’ ପରେ…
ଦାରିଙ୍ଗବାଡ଼ି,୨୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଏକ ଜୁଆଆଡ୍ଡାରେ ଚଢ଼ାଉ କରାଯାଇଛି। ଏଥିରେ ସମ୍ପୃକ୍ତ ୧୩ ଜଣଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କଠାରୁ ନଗଦ ୫୬ ହଜାର ୧୯୦ ଟଙ୍କା ସହ ୧୨ଟି ମୋଟରସାଇକଲ ଜବତ କରାଯାଇଥିବା…
ଅଧରାତିରେ କେମିତି ଜଳବନ୍ଦୀଙ୍କୁ ଉଦ୍ଧାର କଲେ, ଖବରଦାତା ସମ୍ମିଳନୀରେ କହିଲେ ପୂରା ଘଟଣା…
ଭଦ୍ରକ,୨୭ା୧୦: ବାତ୍ୟା ଦାନା ଟଳି ଯିବା ପରେ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଲା। ଦୁଇ ଦିନ ପରେ ଏବେବି ପାଣିଘେରରେ ରହିଛନ୍ତି ଅନେକ ଲୋକ। ରେବ, କପାଳି ଓ ଶାଳନ୍ଦୀ ନଦୀରେ ଜଳ ସ୍ତର…
ବିହାରରେ ବଢ଼ିଲା ରାଜନୈତିକ ହଲଚଲ: ଶାହାବୁଦ୍ଦିନଙ୍କ ପୁଅ ଓସାମା RJDରେ ସାମିଲ, କ୍ରିକେଟର ଈଶାନଙ୍କ ବାପା ଧରିଲେ ‘ନୀତୀଶ’ଙ୍କ ହାତ
ପାଟନା,୨୭।୧୦: ରାଜନୀତିର ପାଠଶାଳା କୁହାଯାଉଥିବା ବିହାରରେ ୨ ବଡ଼ ଘଟଣା ସାମ୍ନାକୁ ଆସିଛି। ସ୍ବର୍ଗତ ଏମ୍ପି ତଥା ଆର୍ଜେଡିର ବରିଷ୍ଠ ନେତା ଥିବା ମହମ୍ମଦ ଶାହାବୁଦ୍ଦିନଙ୍କ ପୁଅ ଓସାମା ରବିବାର ଆର୍ଜେଡିରେ ସାମିଲ ହୋଇଛନ୍ତି। ଆର୍ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ…
ବାତ୍ୟା‘ଦାନା’ ପ୍ରଭାବରେ ୧୦୮ ବ୍ଲକ ପ୍ରଭାବିତ: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର,୨୭ା୧୦: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ ଜିଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ ପ୍ରଭାବିତ ହୋଇଛି। ୩୧ ସହରାଞ୍ଚଳର ୪୨୬ଟି ଓ୍ବାର୍ଡ ବାତ୍ୟାରେ ମଧ୍ୟ ପ୍ରଭାବିତ ହୋଇଛି। ଏହି…
Archives


