ଗଣମାଧ୍ୟମରେ ଏଆଇ ବ୍ୟବହାରର ତର୍ଜମା ହେଉ: ଏନ୍. ରାମ
ଭୁବନେଶ୍ୱର,୨୭ା୧୦(ଅନିଲ ଦାସ): ମିଡିଆ ସଂସ୍ଥାଗୁଡ଼ିକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାରର ତର୍ଜମା କରନ୍ତୁ ବୋଲି ‘ଦି ହିନ୍ଦୁ’ର ପୂର୍ବତନ ଏଡିଟର୍-ଇନ୍-ଚିଫ୍ ଏନ୍.ରାମ କହିଛନ୍ତି। ଶନିବାର ପ୍ରେସ୍ କ୍ଲବ ଅଫ୍ ଓଡ଼ିଶାଠାରେ ଆୟୋଜିତ ଏଡିଟର୍ସ ଗିଲ୍ଡ ଅଫ୍ ଇଣ୍ଡିଆ ଏବଂ ପ୍ରେସ୍ କ୍ଲବ…
ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…
ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ ଚାଇନା ମଧ୍ୟରେ ବୁଝାମଣା ହେବା ସହ ଆସନ୍ତା ୨୯ ତାରିଖ ସୁଦ୍ଧା ଡେପ୍ସାଙ୍ଗ ଏବଂ…
ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…
ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ ସ୍ବାଭିମାନ ଯାତ୍ରା’ ଉପରେ ଆଲୋଚନା ହେଉଛି। ଗତ କିଛି ଦିନ ହେବ ଗିରିରାଜ ସିଂ…
ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…
ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍ଆର୍ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର କାର୍ଯ୍ୟକୁ ଆହୁରି ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା ‘ଦାନା’ରେ…
ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ
ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ। ଏହି କ୍ରମରେ ମଣ୍ଡିଗୁଡ଼ିକର ସ୍ଥିତି କିଭଳି ରହିଛି, ଜିଲାପାଳ ଆଦିତ୍ୟ ଗୋୟଲ ତା’ର ସ୍ଥିତି…
ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ
ପୁଣେ,୨୬।୧୦: ଶନିବାର ଅର୍ଥାତ୍ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି ବିଶ୍ୱ ଭାରତ ପ୍ରତି ଆକର୍ଷିତ ହେଉଛି, କାରଣ ଆଜି ଭାରତକୁ ନେଇ ଲୋକଙ୍କ ମନରେ…
ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ
ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଅନମୋଲ ବିଷ୍ଣୋଇଙ୍କୁ ଓ୍ବାଣ୍ଟେଡ ଅଭିଯୁକ୍ତ ବୋଲି କହିଛି। ଏହି ଘଟଣାରେ ମୁମ୍ବାଇ ପୋଲିସ ୩୨…
ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି
ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା ଦିଆଯାଇଛି। ଇସଲାମାବାଦର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ…
ମାନବୀୟ ମୂଲ୍ୟ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର
ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ କାମ୍ବୋଡିଆର ନେମ୍ପେର ରୟାଲ ୟୁନିଭରସିଟି ଅଫ୍ ଲ’ ଆଣ୍ଡ୍ ଇକୋନିମିକ୍ସରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଆଣ୍ଡ୍…
ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ
ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ ବୋକାରୋର ବୋଲି ଜଣାପଡ଼ିଛି। ଗତ କିଛି ଦିନ ହେବ ଉଭୟ ବଲାଙ୍ଗୀର ସହର ମହାଲକ୍ଷ୍ମୀନଗର…
ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ
ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ ଘରକୁ ଯାଇ ଏହି ଦମ୍ପତିଙ୍କୁ ଆଶୀର୍ବାଦ ଦେଇଛନ୍ତି। ଏହାର କିଛି ଫଟୋ ଏଏପି ଏମପିଙ୍କ…
ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…
ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି ସମୟରେ ଲୋକଙ୍କୁ ସୁରକ୍ଷିତ ରଖି ସେବା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ…
Archives


