ବାତ୍ୟା ପରେ ବନ୍ୟା ପରିସ୍ଥିତି: ଲୋକଙ୍କ ଘରେ ପଶିଲା ପାଣି
ଭଦ୍ରକ, ୨୬।୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଗୁରୁବାର ଓ ଶୁକ୍ରବାର ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର ଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ରାସ୍ତା ସମେତ ସାହି ବସ୍ତି ଜଳମଗ୍ନ ହୋଇଛି l ତଳିଆ…
‘ଅପର୍ଚୁନିଟିଜ୍ ଆଣ୍ଡ୍ ଚ୍ୟାଲେଞ୍ଜସ୍ ଇନ୍ ରିଜିଓନାଲ ମିଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ଯୋଗଦେଲେ ବିଶିଷ୍ଟ ସାମ୍ବାଦିକ
ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ପ୍ରେସ୍ କ୍ଲବ୍ରେ ଶନିବାର ‘ଅପର୍ଚୁନିଟିଜ୍ ଆଣ୍ଡ୍ ଚ୍ୟାଲେଞ୍ଜସ୍ ଇନ୍ ରିଜିଓନାଲ ମିଡିଆ’ ଶୀର୍ଷକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏଡିଟର୍ସ ଗିଲ୍ଡ ଅଫ୍ ଇଣ୍ଡିଆ (ଇଜିଆଇ) ଏବଂ ପ୍ରେସ୍ କ୍ଲବ୍ ଅଫ୍ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି…
ପତିତପାବନ ବାନାରେ ପଡିଲା ଶୂନ୍ୟଗଣ୍ଠି: ଜାଣନ୍ତୁ ଏହା କ’ଣ, କାହିଁକି ପଡେ
ପୁରୀ,୨୬ା୧୦(ଅଜିତ୍ କୁମାର ମହାନ୍ତି):ବାତ୍ୟା ‘ଦାନା’ ପ୍ରଭାବରେ ପୁରୀରେ ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଥିଲା। ଗୁରୁବାର ଦିନତମାମ ବର୍ଷା ଲାଗିରହିଥିବାବେଳେ ସନ୍ଧ୍ୟାରେ ପବନର ବେଗ ବଢିଥିଲା। ତେବେ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଥିବା ପତିତପାବନ ବାନାରେ ଶୂନ୍ୟଗଣ୍ଠି ପଡ଼ିଥିବା ଗୁରୁବାର ସନ୍ଧ୍ୟାରେ ଦେଖିବାକୁ…
ଆଜିଠୁ ନନ୍ଦନକାନନ ଖୋଲିବ
ତ୍ରିଶୂଳିଆ,୨୬।୧୦(ତୁଷାରକାନ୍ତ ବେହେରା):ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ ଏବଂ ବଟାନିକାଲ ଗାର୍ଡେନକୁ ୨୪ ଓ ୨୫ ତାରିଖ ୨ ଦିନ ବନ୍ଦ ରଖାଯାଇଥିଲା। ଶନିବାରଠାରୁ ପୁଣି ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ଖୋଲିବ। ତେବେ ବାତ୍ୟା ସମୟରେ ପ୍ରାଣୀଙ୍କ ସୁରକ୍ଷା ପାଇଁ ଆବଶ୍ୟକ…
ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୨୬।୧୦: ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ ପରିଦର୍ଶନ କରି ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ। ଏହାପରେ ଅପରାହ୍ନରେ ଲୋକସେବା…
ସଙ୍କଟରେ ଟିମ୍ ଇଣ୍ଡିଆ: ସ୍ପିନ୍ ଖେଳିବାରେ ବିଫଳ
ପୁଣେ, ୨୬।୧୦:କ୍ୱାଲିଟି ସ୍ପିନ୍ ବୋଲିଂକୁ ମୁକାବିଲା କରିବାରେ ଭାରତୀୟ ବ୍ୟାଟରଙ୍କ ବିଫଳତା ପଦାରେ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୧୫୬ ରନରେ ଅଲ୍ଆଉଟ ହୋଇଛି ଟିମ୍ ଇଣ୍ଡିଆ। ଫଳରେ ଘରୋଇ ମାଟିରେ ନ୍ୟୁଜିଲାଣ୍ଡଠାରୁ ସର୍ବପ୍ରଥମ ଟେଷ୍ଟ…
ଧନୁଯାତ୍ରା ପୂର୍ବରୁ ତେଜୁଛି ଦାବି:ବିବାଦୀୟଙ୍କୁ ମହୋତ୍ସବରୁ ବାଦ୍ ଦିଆଯାଉ
ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ୨ମାସ ୧ସପ୍ତାହ ବାକି ରହିଲା। ଏପର୍ଯ୍ୟନ୍ତ ମହୋତ୍ସବକୁ ନେଇ ଧନୁଯାତ୍ରା କମିିଟିର ସାଧାରଣ ପରିଷଦ ବୈଠକ ବସିନାହିଁ। ଅନ୍ୟପଟେ କଂସ ଅଭିନେତାଙ୍କଠାରୁ ଆରମ୍ଭ କରି କମିଟିକୁ ନେଇ ବିତର୍କ…
ଧର୍ମେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଏବେ…
ଭୁବନେଶ୍ୱର, ୨୬।୧୦(ସୁନିତ୍ ମିଶ୍ର):ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ତା’ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁ…
ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ
ନୂଆଦିଲ୍ଲୀ, ୨୬।୧୦:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦିଲ୍ଲୀ ସ୍ପିଡ୍ଷ୍ଟର ହର୍ଷିତ ରାଣା ଓ ଆନ୍ଧ୍ର ସିମ୍ ବୋଲିଂ ଅଲ୍ରାଉଣ୍ଡର ନୀତୀଶ କୁମାର ରେଡ୍ଡୀଙ୍କୁ ପ୍ରଥମଥରପାଇଁ ୧୮ ଜଣିଆ ଦଳରେ ସାମିଲ କରାଯାଇଛି।…
ଗର୍ଜିଲେ ସ୍ବଚ୍ଛକର୍ମୀ: ମିଳିନି ୪ ମାସର ଦରମା
ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନରେ କାର୍ଯ୍ୟରତ ସ୍ବଚ୍ଛକର୍ମୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ପାରିଶ୍ରମିକ ମିଳି ନ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଗୁରୁବାର ଶତାଧିକ ସ୍ବଚ୍ଛକର୍ମୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଧାରଣାରେ ବସିଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ସେମାନେ…
ରାସ୍ତାରୁ ଗଛକାଟି ସଫାକଲେ ବିଧାୟକ
ରାଜନଗର, ୨୬ା୧୦(ଭାସ୍କର ରାଉତରାୟ):ବାତ୍ୟା ଦାନା କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛି। ବାତ୍ୟାର ତାଣ୍ଡବରେ ବହୁ ଗଛ ଭାଙ୍ଗିଛି। ଶୁକ୍ରବାର ସକାଳୁ ସ୍ଥାନୀୟ ବିଧାୟକ ଧ୍ରୁବ ସାହୁ ବାତ୍ୟା ଅଞ୍ଚଳ ପରିଦର୍ଶନ କରିବା ବେଳେ ରାସ୍ତାରେ ପଡ଼ିଥିବା ଗଛକୁ…
ଗଣମାଧ୍ୟମକୁ ନିୟନ୍ତ୍ରଣ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ: ପରଞ୍ଜୟ
ବରିଷ୍ଠ ସାମ୍ବାଦିକ ପରଞ୍ଜୟ ଗୁହା ଠାକୁର୍ତ୍ତା ନିଜ ସାଢ଼େ ୪ ଦଶନ୍ଧିର କ୍ୟାରିୟର ଭିତରେ ଅନେକ ଛାପା ଓ ଇଲେକ୍ଟ୍ରୋନିକ୍ ଗଣମାଧ୍ୟମରେ କାର୍ଯ୍ୟ କରିଛନ୍ତି। ଓ୍ବେବ୍ସାଇଟ୍ଠୁ ନେଇ ରେଡିଓ, ପୋଡ୍କାଷ୍ଟ ଏବଂ ମ୍ୟୁଜିକ୍ ଭିଡିଓଠାରୁ ବୃତ୍ତଚିତ୍ର ସିନେମା ପର୍ଯ୍ୟନ୍ତ ସେ ନିଜ…
Archives


