ଗଣମାଧ୍ୟମକୁ ନିୟନ୍ତ୍ରଣ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ: ପରଞ୍ଜୟ
ବରିଷ୍ଠ ସାମ୍ବାଦିକ ପରଞ୍ଜୟ ଗୁହା ଠାକୁର୍ତ୍ତା ନିଜ ସାଢ଼େ ୪ ଦଶନ୍ଧିର କ୍ୟାରିୟର ଭିତରେ ଅନେକ ଛାପା ଓ ଇଲେକ୍ଟ୍ରୋନିକ୍ ଗଣମାଧ୍ୟମରେ କାର୍ଯ୍ୟ କରିଛନ୍ତି। ଓ୍ବେବ୍ସାଇଟ୍ଠୁ ନେଇ ରେଡିଓ, ପୋଡ୍କାଷ୍ଟ ଏବଂ ମ୍ୟୁଜିକ୍ ଭିଡିଓଠାରୁ ବୃତ୍ତଚିତ୍ର ସିନେମା ପର୍ଯ୍ୟନ୍ତ ସେ ନିଜ…
ଆଜି ୫ ଜିଲାରେ ସ୍କୁଲ ଛୁଟି:ଜାଣନ୍ତୁ କେଉଁ କେଉଁ ଜିଲା…
ଭୁବନେଶ୍ୱର,୨୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ବାତ୍ୟା ପାଇଁ ୩ଦିନ ସ୍କୁଲ ବନ୍ଦ ରହିଥିଲା। ଶନିବାର ସ୍କୁଲ ଖୋଲୁଛି। ମାତ୍ର ବର୍ଷା ଲାଗି ରହିଥିବାରୁ ରାଜ୍ୟର ୫ ଜିଲାରେ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱରର ଆକଳନ ଅନୁଯାୟୀ, ଶନିବାର…
ଅଭିବ୍ୟକ୍ତି ସ୍ବାଧୀନତାକୁ ସଂକୁଚିତ କରୁଛି ଆଇନ: ଅନନ୍ତ ନାଥ
ସାମ୍ବାଦିକତା ଜଗତରେ ଜଣାଶୁଣା ବ୍ୟକ୍ତିତ୍ୱ ଅନନ୍ତ ନାଥ ୨୦୧୦ରେ ‘ଦି କାରାଭାନ’ ପତ୍ରିକା ପୁନଃ ଆରମ୍ଭ କରିଥିଲେ। ତାଙ୍କ ସମ୍ପାଦନାରେ ବାସ୍ତବ କାହାଣୀଗୁଡ଼ିକର ବ୍ୟାଖ୍ୟାନ ଏହି ପତ୍ରିକାକୁ ରୁଦ୍ଧିମନ୍ତ କରିଛି। ଆଇଆଇଏମ୍ ଲକ୍ଷ୍ନୌରୁ ଏମ୍ବିଏ ଶିକ୍ଷାଲାଭ ପରେ ଅନନ୍ତ ନ୍ୟୁୟର୍କସ୍ଥିତ କଲମ୍ବିଆ…
ଆଉ ୩ ଦିନ ବନ୍ଦ ରହିବ ଶିମିଳିପାଳ
ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଦାନା’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ ରହିବ। ପୂର୍ବରୁ ବର୍ଷା ଆଶଙ୍କାରେ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିଥିବା…
୨୯ରୁ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ନୂଆଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୨୬ା୧୦(ସୁନିତ୍ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ…
ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍ ଓ୍ବାର୍ଣ୍ଣିଂ
ଭୁବନେଶ୍ୱର,୨୬ା୧୦: ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି ବାତ୍ୟା ‘ଦାନା’। ଉତ୍ତର ଓଡ଼ିଶାରେ ସକ୍ରିୟ ଥିବାରୁ ପ୍ରଭାବରେ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି। ଆଗାମୀ ୧୨ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ସମ୍ଭାବନା ରହିଛି। ଏହା ପ୍ରଭାବରେ ଉତ୍ତର ଉପକୂଳ…
ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…
ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ ବାତ୍ୟାର ଭୟ ଟଳି ନାହିଁ। ଚାଇନା ସାଗର ଉପକୂଳରେ ଆଉ ଏକ ବାତ୍ୟାର ସମ୍ଭାବନା…
ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍ ଛାତ୍ରୀଙ୍କୁ ଗଣବଳାତ୍କାର
ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଏହି ସମୟରେ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଭିଯୁକ୍ତମାନେ ଗଛରେ ବାନ୍ଧି ତାଙ୍କ…
ଟେଷ୍ଟ ଖେଳିବାକୁ ଆଶା ରଖିଥିବା ଓ୍ବାର୍ନରଙ୍କୁ ନେଇ କ୍ରିକେଟ ଅଷ୍ଟ୍ରେଲିଆର ବଡ଼ ନିଷ୍ପତ୍ତି
ସିଡନୀ,୨୫।୧୦: କ୍ରିକେଟ ଅଷ୍ଟ୍ରେଲିଆ ଭେଟେରାନ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ଓ୍ବାର୍ନରଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇ ଦେଇଛି। ଏଥିଲାଗି ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ଏହି ବ୍ୟାଟ୍ସମ୍ୟାନ୍ ଟି୨୦ ବିଗ୍ ବ୍ୟାଶ୍ ଲିଗ୍ରେ ସିଡନୀ ଥଣ୍ଡର୍ସର ଅଧିନାୟକ ହୋଇପାରିବେ। ୨୦୧୮ରେ ଦକ୍ଷିଣ…
ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…
ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍ ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟର ଦ୍ୱିତୀୟ ଦିନରେ ଏହି ଉପଲବ୍ଧି ହାସଲ କରିଛନ୍ତି। ତେବେ ସେ…
ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍ପିଏଫ୍ ସ୍କୁଲ ବନ୍ଦ ପାଇଁ ଆହ୍ବାନ
ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍ସ ଫର୍ ଜଷ୍ଟିସ୍’ (ଏସ୍ଏଫ୍ଜେ) ମୁଖ୍ୟ ଗୁର୍ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ବିଦେଶ ଗସ୍ତ ସମ୍ପର୍କିତ ତଥ୍ୟ ଦେଲେ ସୂଚନାଦାତାଙ୍କୁ ୧ ନିୟୁତ ଡଲାର…
ଆସିଲା ଡେଡ୍ଲାଇନ୍…ଦୀପାବଳି ପୂର୍ବରୁ ଡେମଚୋକ୍, ଡେପ୍ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା
ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍ଚୋକ୍ ଏବଂ ଡେପ୍ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ। ଭାରତ ଓ ଚାଇନା ଏହି ଦୁଇ ସୀମାନ୍ତ ଅଞ୍ଚଳରୁ ସେନା ପ୍ରତ୍ୟାହାର ଆରମ୍ଭ କରିଛନ୍ତି।…
Archives


