ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍ କରିଦେଲେ ଏହି ୫ ବ୍ୟାଟର୍
ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ ଅନେକ ଭାରତୀୟ କ୍ରିକେଟର ନିଜର ଚମତ୍କାର ପ୍ରଦର୍ଶନ ବଳରେ କୋହଲିଙ୍କ କିଛି ଉଲ୍ଲେଖନୀୟ…
ଜେଲ୍ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ
ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ ଆହତ ହୋଇଛନ୍ତି ବୋଲି ରାଜ୍ୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସିନାଲୋଆର ସାର୍ବଜନୀନ ସୁରକ୍ଷା…
ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ ମାନସିକ ଚାପ, ଆର୍ଥିକ ସମସ୍ୟା ଓ ଜୀବନର ବିଭିନ୍ନ କ୍ଷେତ୍ରରେ ଅସୁବିଧା ହୋଇପାରେ…
ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…
ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି ୨ ଦୃର୍ବୃତ୍ତ ମାରପିଟ କରିଛନ୍ତି। ଏଥିରେ ରାଜକିଶୋର ମହାନ୍ତି(୫୦) ଓ ତାଙ୍କ ସ୍ତ୍ରୀ…
ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର
ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍ରେ ବିଜୟ ହାସଲ କରି ଭାରତ ସିରଜ୍ରେ ୧-୦ରେ ଆଗୁଆ ରହିଛି। ତେଣୁ ଦ୍ୱିତୀୟ ମ୍ୟାଚ ଜିତି…
ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା
ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ପକ୍ଷରୁ ଆୟୋଜିତ ବିକ୍ଷୋଭ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ବିକ୍ଷୋଭ…
ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ
ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା କଲେଜ ଓ ଭଣ୍ଡାରିପୋଖରୀ ବ୍ଲକ ନାଆମୀ…
କୋହଲିଙ୍କ ଏହି ସ୍କିଲ୍ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା
ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି ବାମହାତୀ ଓପନର ଏବେ ଭାରତୀୟ ଦଳର ଜଣେ ପ୍ରମୁଖ ଆକର୍ଷଣ। ଭାରତୀୟ କ୍ରିକେଟ୍ରୁ…
୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ
କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ ପରୀକ୍ଷା ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରି ଆସୁଛନ୍ତି। ଏଥିରେ କୌଣସି ଦ୍ୱିଧା…
ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…
ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣି ତ୍ରିପାଠୀ…
ଜିନ୍ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି
ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ ଆଂଶିକ ଦୃଷ୍ଟିଶକ୍ତି ଫେରାଇ ଆଣିବାରେ ସଫଳ ହୋଇଛି। ପ୍ରସିଦ୍ଧ ‘ନ୍ୟୁ ଇଂଲଣ୍ଡ ଜର୍ନାଲ…
ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..
ୱାଶିଂଟନ୍,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍ଫୋସିସ୍, ଟାଟା କନ୍ସଲ୍ଟାନ୍ସି ସର୍ଭିସେସ୍ (TCS), ୱିପ୍ରୋ, HCLTech, କଗ୍ନିଜାଣ୍ଟ, କ୍ୟାପ୍ଜେମିନି, ମାଇକ୍ରୋସଫ୍ଟ ଏବଂ ଆଡୋବ୍ ସମେତ ୮ଟି କମ୍ପାନୀକୁ ଗ୍ରୀନ୍ କାର୍ଡ…

