Home

ସୁରକ୍ଷା କର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ମାଓବାଦୀ ନିହତ

ବାଲିଗୁଡା,୨୫।୧୦ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତର ସେସାର ଗାଁ -ଅଡାଙ୍ଗି ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ରହିଥିବା ଗୋଇନ୍ଦା ସୂଚନା ମୁତାବକ, ଶୁକ୍ରବାର ସକାଳୁ ଏସଓଜି ଏବଂ ଡିଏଭିଏଫ ସୁରକ୍ଷା ଯବାନ କୁମ୍ବିଂ ବେଳେ…

କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌

ପୁଣେ,୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷରେ ପୁଣେ ଟେଷ୍ଟର ପ୍ରଥମ ଇନିଂସରେ ବିରାଟ କୋହଲି କିଛି ବିଶେଷ କରିପାରି ନ ଥିଲେ। ସେ ମାତ୍ର ଏକ ରନ ସ୍କୋର କରି ଆଉଟ ହୋଇଥିଲେ। ୧୫୬ ରନ ସ୍କୋରରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ଅଲଆଉଟ…

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି, ଯେଉଁଥିରେ ସିବିଆଇର ଲୁକଆଉଟ ସର୍କୁଲାର ବାତିଲ କରାଯାଇଥିଲା। ସିବିଆଇ…

ମୋ ହାତ, ଅଣ୍ଟାକୁ ଛୁଇଁଥିଲେ ଡୋନାଲ୍ଡ ଟ୍ରମ୍ପ: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ମଡେଲ୍‌

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମାତ୍ର ୧୦ ଦିନ ବାକି ଅଛି। ଭାରତୀୟ ମୂଳର କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା ପ୍ରତିଯୋଗିତା ଚାଲିଛି। ଏହି ସମୟରେ ଜଣେ ପୂର୍ବତନ ମଡେଲ ଡୋନାଲ୍ଡ ଟ୍ରମ୍ପଙ୍କ ନାଁରେ ଅସଦାଚରଣ…

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିଛନ୍ତି। ବିହାରର ଏହି ନାଁକରା ଶିକ୍ଷକ ଖାନ ସାର୍‌ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ…

ବାତ୍ୟା ଦାନାବେଳେ ଆସିଲା ଖୁସି ଖବର

ପାଟଣା,୨୫।୧୦(ବୀରକିଶୋର ଦାଶ): ସାମୁଦ୍ରିକ ଝଡ଼ ‘ଦାନା’ର ମୁକାବିଲା କରିବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ପ୍ରଶାସନ ଗୁରୁବାର ସନ୍ଧ୍ୟା ସୁଦ୍ଧା କଚା ଘରେ ରହୁଥିବା ଏବଂ ଆସନ୍ନ ପ୍ରସବା ୪ ମହିଳାଙ୍କୁ ମିଶାଇ ମୋଟ ୩୯ ଜଣଙ୍କୁ ଅସ୍ଥାୟୀ ଆଶ୍ରୟ…

ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଉପରେ ବଡ ଆକ୍ସନ

ନୂଆଦିଲ୍ଲୀ,୨୫।୧୦: ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ବଡ ସଫଳତା ମିଳିଛ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି। ଏହି ୭ଜଣ ସୁଟରଙ୍କୁ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ…

ଲୋକାର୍ପିତ ଅପେକ୍ଷାରେ ଡୁଲୁରୀ ପାଇନ୍‌ ବଣ: ସେଲ୍‌ଫି ପଏଣ୍ଟ ହେବ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ)-ଆସିଲା ପର୍ଯ୍ୟଟନ ଋତୁ । ଧୀରେ ଧୀରେ ଜଳବାୟୁର ପରିବର୍ତ୍ତନ ହେବାରେ ଲାଗିଛି । ବାତ୍ୟା ପାଇଁ ପାଗ ମେଘୁଆ ରହିବା ସହ ଦିନ ଓ ରାତିରେ ଶୀତ ଅନୁଭୁତ ହେଉଛି। ସର୍ବନିମ୍ନ ତାପମାତ୍ରାରେ ହ୍ରାସ ପାଇଛି।…

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡ ଆଗୁଆ

ପୁଣେ,୨୫।୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଚାଲିଛି। ଟସ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବାକୁ ଆସିବା ପରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ଇନିଂସରେ ୨୫୯…

ଟ୍ରମ୍ଫଙ୍କ ପାଇଁ ପାଣିଭଳି ଅର୍ଥ ଖର୍ଚ୍ଚ କରୁଛନ୍ତି ମସ୍କ

ଓ୍ବାଶିଂଟନ,୨୫।୧୦: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଲିୟନେୟାର ଏଲୋନ ମସ୍କ ଖୋଲାଖୋଲି ଭାବେ ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରୁଛନ୍ତି। ଟ୍ରମ୍ପଙ୍କ ସମର୍ଥନରେ ସେ ନିରନ୍ତର ରାଲି ମଧ୍ୟ କରୁଛନ୍ତି। ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବାରେ ମସ୍କ ଦ୍ୱିତୀୟ ବୃହତ୍ତମ…

କାହିଁକି ଦୁର୍ବଳ ହେଲା ଏହି ଭୟଙ୍କର ବାତ୍ୟା ‘ଦାନା’, ପାଣିପାଗ ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୫ା୧୦: ପାଣିପାଗ ବିଭାଗର ଆକଳନଠାରୁ କମ୍‌ ହୋଇଛି ବର୍ଷା ପବନ। ତେବେ ବାତ୍ୟା ଦୁର୍ବଳ ହେବା ପରେ ଏହାକୁ ନେଇ ନାନା ପ୍ରଶ୍ନ ଉଙ୍କିମାରିଛି। ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ ଏତେ ଭୟଙ୍କର ରୂପ ଧାରଣ କରି ଆସୁଥିବା ବାତ୍ୟା ହଠାତ୍‌…

ଗୋଟିଏ ଦିନରେ ରେକର୍ଡ ଏତିକି ଟଙ୍କା ରୋଜଗାର କଲେ ଏଲନ ମସ୍କ: ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୫।୧୦: ଦୁନିଆର ସବୁଠାରୁ ଧନୀ ବିଲିୟନେୟାର ଏଲନ ମସ୍କର ନିଟ ମୂଲ୍ୟ ଗୋଟିଏ ଦିନରେ ୩୩.୫ ବିଲିୟନ ଡଲାରକୁ ବୃଦ୍ଧି ପାଇଛି। ଏବେ ତାଙ୍କ ସମ୍ପତ୍ତି ୨୭୦ ବିଲିୟନ ଡଲାରକୁ ବୃଦ୍ଧି ପାଇଛି। କମ୍ପାନୀର ସିଇଓ ଏଲନ ମସ୍କଙ୍କ ସମ୍ପତ୍ତିରେ ବୃଦ୍ଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri