ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କମଲା ହାରିସଙ୍କୁ ଲାଗିଲା ବଡ ଝଟ୍କା, ବାଜି ମାରିଲେ ଟ୍ରମ୍ଫ
ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ବର୍ତ୍ତମାନ ଭୋଟ ପାଇଁ ମାତ୍ର ଦୁଇ ସପ୍ତାହ ବାକି ଅଛି। ଆମେରିକାର ଉଭୟ ଦଳ ନିର୍ବାଚନରେ ଜିତିବାକୁ ପ୍ରାଣପଣେ ଚେଷ୍ଟା କରୁଛନ୍ତି। ଏହି ସମୟରେ ଡେମୋକ୍ରାଟିକ ପାର୍ଟି ଏକ ବଡ଼ ଧରଣର ଅସୁବିଧାର…
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ପଥର ବୋଝେଇ ହାଇଓ୍ବା
ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ଅଞ୍ଚଳରେ ଗୁରୁବାର ପଥର ବୋଝେଇ ହାଇଓ୍ବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଜଣେ ରହିଥିବାବେଳେ ସେ ଆହତ ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଛି।…
ଦିନ ୧୨ଟା ପରେ ଗଡ଼ିବ ଟ୍ରେନ୍, ବାତିଲ ଟ୍ରେନ୍ ଛଡ଼ା…
ଭୁବନେଶ୍ୱର,୨୫ା୧୦: ବାତିଲ ଟ୍ରେନ୍ ଛଡ଼ା ଅନ୍ୟ ଟ୍ରେନ୍ ସମୟ ଅନୁସାରେ ଗଡ଼ିବ ବୋଲି ପୂର୍ବତଟ ରେଲଓ୍ବେ ପକ୍ଷରୁ ଶୁକ୍ରବାର ସୂଚନା ଜାରି ହୋଇଛି। ବିଶାଖାପାଟଣା ପଟୁ ଡାଉନ ଟ୍ରେନ୍ ଭୁବନେଶ୍ବର, ହାଓ୍ବଡ଼ାକୁ ଗଡ଼ିଛି। ସେହିପରି ଖଡ଼ଗପୁର ପଟୁ ବିଶାଖାପାଟଣା ଅପ୍ ଟ୍ରେନ…
ଏନ୍ଆଇଏର ମୋଷ୍ଟ ଓ୍ବାଣ୍ଟେଡ ଲିଷ୍ଟରେ ଲରେନ୍ସଙ୍କ ଭାଇ ଅନମୋଲ, ଧରାଇ ଦେଲେ ମିଳିବ ୧୦ ଲକ୍ଷ
ମୁମ୍ବାଇ,୨୫।୧୦: ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଏବଂ ତାଙ୍କ ପରିବାରର ସମସ୍ୟା ବଢିବାରେ ଲାଗିଛି। ଏନଆଇଏ ଲରେନ୍ସଙ୍କ ଭାଇ ଅନମୋଲ ବିଷ୍ଣୋଇଙ୍କ ଉପରେ ୧୦ଲକ୍ଷ ଟଙ୍କା ପୁରସ୍କାର ରଖିଛି। ଅନମୋଲ ବିଷ୍ଣୋଇଙ୍କୁ ଏନଆଇଏର ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ସୂଚନାନୁସାରେ, ଅନମୋଲ…
କଂଗ୍ରେସକୁ ଜୋରଦାର୍ ଝଟ୍କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ପୁଣେ,୨୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି ଶୁକ୍ରବାର ଏନସିପି ଅଜିତ ପାୱାର ଦଳରେ ଯୋଗ ଦେଇଛନ୍ତି।…
ପୋଲିସକୁ ଧକ୍କା ମାରି ଥାନାରୁ ଫେରାର ମାରିଥିଲେ ଗଞ୍ଜେଇ ବେପାରୀ, ଆଉ ଏବେ…
ଦେବଗଡ଼,୨୫ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନାରୁ ପୋଲିସକୁ ଧକ୍କା ମାରି ଗତ ସେପ୍ଟେମ୍ବର ୩୦ ତାରିଖ ସକାଳ ୬ଟାରେ ଫେରାର ମାରିଥିବା ଗଞ୍ଜେଇ ବେପାରୀଙ୍କୁ ୨୫ ଦିନ ପରେ ଗିରଫ କରିବାରେ ପୋଲିସ ସଫଳ ହୋଇଛି। କନ୍ଧମାଳ ଜିଲା…
ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା, ଏସବୁ ଜିଲାରେ ଭୟଙ୍କର…
ଭୁବନେଶ୍ୱର,୨୫ା୧୦: ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ…
ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ
ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅଧୀନ ବ୍ରହ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୨୦୨୪ ନିର୍ବାଚନରେ ଭାଜପା ଟିକେଟରେ କେ. ଅନିଲ କୁମାର ବିଜୟୀ ହୋଇ ପ୍ରଥମ ଥର ପାଇଁ ବିଧାୟକ ହୋଇଛନ୍ତି। ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରମେଶ…
ଦୁର୍ଦ୍ଦିନ ବି କେଡ଼େ ଦୁଃଖଦାୟକ
ଭୁବନେଶ୍ୱର, ୨୫।୧୦(ସୁନିତ୍ ମିଶ୍ର): ବିଜେଡି ଗତ ଅକ୍ଟୋବର ୯ ରୁ ତା’ର ସଦସ୍ୟତା ଅଭିଯାନ ଆରମ୍ଭ କରିଛି। ହେଲେ ଗତ ୨୪ ବର୍ଷ ଭିତରେ ଯେପରି ଦଳର ନେତା ଓ କର୍ମୀମାନେ ଏହି କାର୍ଯ୍ୟକୁ ଉତ୍ସାହ ସହକାରେ କରିଆସୁଥିଲେ ବର୍ତ୍ତମାନ କିନ୍ତୁ…
ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା
ଭୁବନେଶ୍ୱର,୨୫ା୧୦: ଶୁକ୍ରବାର ସକାଳୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସ୍ଆର୍ସିଙ୍କ କାର୍ଯ୍ୟାଳୟରେ ପହଞ୍ଚି ବାତ୍ୟା ‘ଦାନା’ର ପରବର୍ତ୍ତୀ ସମୀକ୍ଷା କରିଛନ୍ତି। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ଓ୍ବାଇ…
ଜମ୍ବୁ-ବାବର ମୁଖ୍ୟ ରାସ୍ତାରେ ଉପୁଡ଼ିଲା ଗଛ, କାଟି ସଫା କଲେ ବିଧାୟକ
ମହାକାଳପଡ଼ା, ୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗୁରୁବାର ରାତିରେ ବାତ୍ୟା ଦାନା ଉପକୂଳ ଅଞ୍ଚଳରେ ସ୍ଥଳଭାଗ ଛୁଇଁଥିଲା। ଏଥିପାଇଁ ରାତିରେ ଲୋକେ ନ ଶୋଇ ଚେଇଁ ରହିଥିଲେ। ମହାକାଳପଡ଼ା ବ୍ଲକ ଅଞ୍ଚଳ ବାତ୍ୟା ଆଶ୍ରୟସ୍ଥଳରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। କେଉଁ ରିଲିଫ୍ କ୍ୟାମ୍ପରେ…
ବାତ୍ୟା ଆସିବା ପରେ…
ଭୁବନେଶ୍ୱର,୨୫ା୧୦: ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର…
Archives


