Home

ବଡ଼ ଅଫର୍‌କୁ ନା କହିଲେ କେଏଲ୍‌ ରାହୁଲ: ଆଇପିଏଲ କ୍ୟାରିୟର୍‌କୁ ନେଇ ଉଠିଲା ପ୍ରଶ୍ନ

ନୂ୍‌ଆଦିଲ୍ଲୀ,୨୫।୧୦: ଆଇପିଏଲ ମେଗା ନିଲାମ ୨୦୨୫ ପୂର୍ବରୁ ଲକ୍ଷୌ ସୁପର ଜିଆଣ୍ଟସ(ଏଲ୍‌ଏସ୍‌ଜି)ରେ କେ.ଏଲ ରାହୁଲଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏଲ୍‌ଏସ୍‌ଜି ଅଧିନାୟକ କେ.ଏଲ ରାହୁଲଙ୍କୁ ବଜାୟ ରଖି ନା ଛାଡିବ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। କୁହାଯାଉଛି, କେ.ଏଲ…

ବାତ୍ୟା ପରେ ପବନ ସାଙ୍ଗକୁ ଲାଗି ରହିଛି ବର୍ଷା, ଆକଳନ ଠାରୁ…

ଭଦ୍ରକ,୨୫ା୧୦(ସନାତନ ରାଉତ): ପାଣିପାଗ ବିଭାଗ ସୂଚନା ମୁତାବକ ୨୪ ତାରିଖ ରାତିରେ ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। କିନ୍ତୁ ଯେଉଁ ଆକଳନ କରାଯାଇଥିଲା ତା’ଠାରୁ କମ୍‌ ବର୍ଷା ପବନ ହୋଇଛି। ସେତେ ବଡ଼ ଧରଣର କ୍ଷୟକ୍ଷତି ହୋଇଥିବା ଜଣାପଡ଼ିନାହିଁ। ରାତି ୧୨ଟା…

ସ୍ତନ କର୍କଟ ବିଜ୍ଞାପନ ଦେଇ ଫସିଲା ଯୁବରାଜ ସିଂଙ୍କ ଏନ୍‌ଜିଓ

ନୂଆଦିଲ୍ଲୀ,୨୫ା୧୦:ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ଏନ୍‌ଜିଓ ‘ୟୁଓ୍ବିକ୍ୟାନ୍‌’ ପକ୍ଷରୁ ସ୍ତନ କର୍କଟ ସଚେତନତା ପାଇଁ ଦିଲ୍ଲୀ ମେଟ୍ରୋରେ ଦିଆଯାଇଥିବା ବିବାଦୀୟ ବିଜ୍ଞାପନ ସମାଲୋଚିତ ହୋଇଛି। ଉକ୍ତ ବିଜ୍ଞାପନରେ ସ୍ତନକୁ ‘ଅରେଞ୍ଜ’ ଭାବେ ଦର୍ଶାଯାଇଥିଲା। ଏଭଳି ଲଜ୍ଜାକର ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ…

କମଲା ହାରିସଙ୍କୁ ପ୍ରଶଂସା କଲେ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥଶାସ୍ତ୍ରୀ

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀ ଏବଂ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥନୀତିଜ୍ଞଙ୍କ ସମର୍ଥନ ମିଳିଛି। ଏହି ଅର୍ଥନୀତିଜ୍ଞମାନେ କମଲା ହାରିସଙ୍କୁ ସମ୍ବୋଧିତ କରି ୨୨୮ ଶବ୍ଦର ଏକ ଚିଠି ଲେଖିଥିଲେ।…

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କମଲା ହାରିସଙ୍କୁ ଲାଗିଲା ବଡ ଝଟ୍‌କା, ବାଜି ମାରିଲେ ଟ୍ରମ୍ଫ

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ବର୍ତ୍ତମାନ ଭୋଟ ପାଇଁ ମାତ୍ର ଦୁଇ ସପ୍ତାହ ବାକି ଅଛି। ଆମେରିକାର ଉଭୟ ଦଳ ନିର୍ବାଚନରେ ଜିତିବାକୁ ପ୍ରାଣପଣେ ଚେଷ୍ଟା କରୁଛନ୍ତି। ଏହି ସମୟରେ ଡେମୋକ୍ରାଟିକ ପାର୍ଟି ଏକ ବଡ଼ ଧରଣର ଅସୁବିଧାର…

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ପଥର ବୋଝେଇ ହାଇଓ୍ବା

ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ଅଞ୍ଚଳରେ ଗୁରୁବାର ପଥର ବୋଝେଇ ହାଇଓ୍ବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଜଣେ ରହିଥିବାବେଳେ ସେ ଆହତ ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଛି।…

ଦିନ ୧୨ଟା ପରେ ଗଡ଼ିବ ଟ୍ରେନ୍‌, ବାତିଲ ଟ୍ରେନ୍‌ ଛଡ଼ା…

ଭୁବନେଶ୍ୱର,୨୫ା୧୦: ବାତିଲ ଟ୍ରେନ୍‌ ଛଡ଼ା ଅନ୍ୟ ଟ୍ରେନ୍‌ ସମୟ ଅନୁସାରେ ଗଡ଼ିବ ବୋଲି ପୂର୍ବତଟ ରେଲଓ୍ବେ ପକ୍ଷରୁ ଶୁକ୍ରବାର ସୂଚନା ଜାରି ହୋଇଛି। ବିଶାଖାପାଟଣା ପଟୁ ଡାଉନ ଟ୍ରେନ୍‌ ଭୁବନେଶ୍ବର, ହାଓ୍ବଡ଼ାକୁ ଗଡ଼ିଛି। ସେହିପରି ଖଡ଼ଗପୁର ପଟୁ ବିଶାଖାପାଟଣା ଅପ୍‌ ଟ୍ରେନ…

ଏନ୍‌ଆଇଏର ମୋଷ୍ଟ ଓ୍ବାଣ୍ଟେଡ ଲିଷ୍ଟରେ ଲରେନ୍ସଙ୍କ ଭାଇ ଅନମୋଲ, ଧରାଇ ଦେଲେ ମିଳିବ ୧୦ ଲକ୍ଷ

ମୁମ୍ବାଇ,୨୫।୧୦: ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଏବଂ ତାଙ୍କ ପରିବାରର ସମସ୍ୟା ବଢିବାରେ ଲାଗିଛି। ଏନଆଇଏ ଲରେନ୍ସଙ୍କ ଭାଇ ଅନମୋଲ ବିଷ୍ଣୋଇଙ୍କ ଉପରେ ୧୦ଲକ୍ଷ ଟଙ୍କା ପୁରସ୍କାର ରଖିଛି। ଅନମୋଲ ବିଷ୍ଣୋଇଙ୍କୁ ଏନଆଇଏର ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ସୂଚନାନୁସାରେ, ଅନମୋଲ…

କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ

ପୁଣେ,୨୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି ଶୁକ୍ରବାର ଏନସିପି ଅଜିତ ପାୱାର ଦଳରେ ଯୋଗ ଦେଇଛନ୍ତି।…

ପୋଲିସକୁ ଧକ୍କା ମାରି ଥାନାରୁ ଫେରାର ମାରିଥିଲେ ଗଞ୍ଜେଇ ବେପାରୀ, ଆଉ ଏବେ…

ଦେବଗଡ଼,୨୫ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନାରୁ ପୋଲିସକୁ ଧକ୍କା ମାରି ଗତ ସେପ୍ଟେମ୍ବର ୩୦ ତାରିଖ ସକାଳ ୬ଟାରେ ଫେରାର ମାରିଥିବା ଗଞ୍ଜେଇ ବେପାରୀଙ୍କୁ ୨୫ ଦିନ ପରେ ଗିରଫ କରିବାରେ ପୋଲିସ ସଫଳ ହୋଇଛି। କନ୍ଧମାଳ ଜିଲା…

ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା, ଏସବୁ ଜିଲାରେ ଭୟଙ୍କର…

ଭୁବନେଶ୍ୱର,୨୫ା୧୦: ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ…

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅଧୀନ ବ୍ରହ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୨୦୨୪ ନିର୍ବାଚନରେ ଭାଜପା ଟିକେଟରେ କେ. ଅନିଲ କୁମାର ବିଜୟୀ ହୋଇ ପ୍ରଥମ ଥର ପାଇଁ ବିଧାୟକ ହୋଇଛନ୍ତି। ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରମେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri