ଲ୍ୟାଣ୍ଡଫଲ୍ କଲା ଦାନା: ଆରମ୍ଭ ହେଲାଣି ବର୍ଷା ସାଙ୍ଗକୁ ଜୋରଦାର ପବନ
ଭୁବନେଶ୍ୱର,୨୫/୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୮୦ ରୁ ୧୦୦ କିମି ଚାଲିଛି। ଆଗକୁ ପବନର ବେଗ ଆହୁରି ବଢ଼ିବ।…
ଘଣ୍ଟାକୁ ୧୩ କିମି ବେଗରେ ମାଡ଼ିଆସୁଛି ଦାନା: ମୁଖ୍ୟମନ୍ତ୍ରୀ କହିଲେ, ମୁକାବିଲା ପାଇଁ ଆମେ ପ୍ରସ୍ତୁତ
ଭୁବନେଶ୍ୱର,୨୫/୧୦:ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା। ଘଣ୍ଟାକୁ ୧୩ କିମି ବେଗରେ ଉପକୂଳକୁ ମାଡ଼ିଆସୁଛି। ସେହିପରି ବାତ୍ୟା ଧାମରା ଠାରୁ ୬୦ କିମି ଦୂରରେ ରହିଛି। ଘଣ୍ଟାକୁ ୧୩ କିମି ବେଗରେ…
ବାଂଲାଦେଶ ମୁହାଁ ବାତ୍ୟା! ‘ଦାନା’କୁ ନେଇ ଚେତାବନୀ ଜାରି କଲା ବାଂଲାଦେଶ
ଢାକା,୨୪।୧୦: ବାତ୍ୟା ‘ଦାନା’ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ ଆଡକୁ ଗତି କରୁଥିବା ନେଇ ବାଂଲାଦେଶ ଏକ ସତର୍କ ସୂଚନା ଜାରି କରିଛି। ବାଂଲାଦେଶ ପାଣିପାଗ ବିଭାଗର ଏକ ସ୍ବତନ୍ତ୍ର ବୁଲେଟିନ ମାଧ୍ୟମରେ ଏହି ସୂଚନା ଦିଆଯାଇଛି। ଗୁରୁବାର ଜାରି କରାଯାଇଥିବା ଏକ…
ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଓ ଉପକୂଳ ଆଡେ ମୁହାଁଇଛି ସାଇକ୍ଲୋନ ‘ଦାନା’। ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ଭିତରକନିକା-ଧାମରା ପାଖରେ ‘ଦାନା’ ଲ୍ୟାଣ୍ଡଫଲ କରିବ। ଭିତରକନିକା-ଧାମରା ପାଖରେ ଉପକୂଳ ଅତିକ୍ରମ କରିବ। ଏଥିପାଇଁ ହାଜାର ହଜାର ଲୋକଙ୍କୁ ସ୍ଥରାନାନ୍ତର…
LOC ନିକଟରେ ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ, ୨ ଯବାନ ଶହୀଦ, ୨ ଶ୍ରମିକ ମୃତ
ଶ୍ରୀନଗର,୨୪।୧୦: ଜମ୍ମୁ କଶ୍ମୀରର ଏଲଓସି ନିକଟରେ ଆତଙ୍କବାଦୀ ଆକ୍ରମଣ ହେବାର ଖବର ମିଳିଛି। ଆତଙ୍କବାଦୀମାନେ ସେନା ଗାଡିକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣରେ ଦୁଇ ଯବାନ ଶହୀଦ ହୋଇଥିବାବେଳେ ସେନାରେ କାର୍ଯ୍ୟ କରୁଥିବା ଦୁଇଜଣ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ହୋଇଛି। ଦୁଇ…
ବିଶ୍ୱ ଚାମ୍ପିୟନକୁ ଧୂଳି ଚଟେଇଲା ଭାରତ: ନେଲା ବିଶ୍ୱକପ୍ ପରାଜୟର ବଦ୍ଲା
ଅହମଦାବାଦ,୨୪ା୧୦: ଦିନକିଆ ସିରିଜ୍ର ପ୍ରଥମ ମ୍ୟାଚ୍ରେ ଭାରତୀୟ ମହିଳା ଦଳର ଦୁଇ ପଦାର୍ପଣକାରୀ ଖେଳାଳି ସାଇମା ଠାକୁର ଓ ତେଜଲ ହସବନିସ୍ ପ୍ରଭାବୀ ପ୍ରଦର୍ଶନ କରିଥିବା ବେଳେ ଟି୨୦ରେ ବିଶ୍ୱ ଚାମ୍ପିୟନ ନ୍ୟୁଜିଲାଣ୍ଡକୁ ୫୯ ରନ୍ରେ ପରାସ୍ତ କରିଛି ଭାରତ। ଟସ୍…
‘ଦାନା’ ଲ୍ୟାଣ୍ଡଫଲ କରିବା ପୂର୍ବରୁ ନିଖୋଜ ହେଲେ ୧୬ ମତ୍ସଜୀବୀ
କୋଲକାତା,୨୪।୧୦: ବାତ୍ୟା ‘ଦାନା’ ଆସିବା ପୂର୍ବରୁ ମଧ୍ୟ ପଶ୍ଚିମବଙ୍ଗର ଶମଶେରଗଞ୍ଜ ଏବଂ ଫରକ୍କା ଅଞ୍ଚଳରେ ପବନ ସାଙ୍ଗକୁ ଆକାଶ ମେଘାଚ୍ଛନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଥିଲା। ଏହି ସମୟରେ ସମୁଦ୍ରରେ ତିନୋଟି ଡଙ୍ଗା ବୁଡ଼ିଯିବା ସହ ୧୬ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା…
ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା: ଏହି ଦିନ ସମ୍ଭାଳିବେ ପଦ
ନୂଆଦିଲ୍ଲୀ, ୨୪।୧୦: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା। ତାଙ୍କ ନିଯୁକ୍ତି ସମ୍ପର୍କରେ ବିଜ୍ଞପ୍ତି ଜାରି କରାଯାଇଛି। ବର୍ତ୍ତମାନର ପ୍ରଧାନ ବିଚାରପତି ଚନ୍ଦ୍ରଚୁଡ ନଭେମ୍ବର ୧୦ରେ ଅବସର ନେଉଛନ୍ତି। ନଭେମ୍ବର ୧୧ରୁ ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି…
ପୁଣେ ଟେଷ୍ଟରେ ହେଲା ଅଜବ କାରନାମା: ଗୋଟିଏ ସହରର ୨ ବୋଲର କଲେ ଚମତ୍କାର
ପୁଣେ,୨୪।୧୦:ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ଭାରତ ବିପକ୍ଷରେ ପୁଣେ ଟେଷ୍ଟରେ ୨୫୯ ରନ ସ୍କୋର କରି ଆଉଟ ହୋଇଥିଲେ। ଏହି ସମୟରେ ୱାଶିଂଟନ ସୁନ୍ଦର ଭାରତ ପାଇଁ ସାଂଘାତିକ ବୋଲିଂ କରିଥିଲେ। ସେ ୭ ଉଇକେଟ ନେଇଥିଲେ। ଦୀର୍ଘ ଦିନ ପରେ ସୁନ୍ଦର…
ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍! ଚାପିବାକୁ ଚାଲିଛି ଉଦ୍ୟମ
ବରଗଡ,୨୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ସୋହେଲା ଥାନା ଅଞ୍ଚଳରେ ସଂଘଟିତ ଏକ ଲୁଟ ମାମଲାର ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥାଇ ଫେରାର୍ ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷରେ ପୋଲିସ ଏହି ଘଟଣାକୁ ଖଣ୍ଡନ କରିଛି।…
ଶରଦ ପାଓ୍ବାରଙ୍କ ଦଳ ଜାରି କଲା ପ୍ରଥମ ପ୍ରାର୍ଥୀ ତାଲିକା, ଜାଣନ୍ତୁ ଅଜିତଙ୍କ ସହ ଲଢିବାକୁ କାହାକୁ ମିଳିଲା ଟିକେଟ
ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶରଦ ପାୱାରଙ୍କ ଦଳ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଗୁରୁବାର ଦଳ ପକ୍ଷରୁ ଦିଆଯାଇଥିବା ଘୋଷଣା ଅନୁଯାୟୀ ବାରାମତି ଆସନରୁ ଯୁଗେନ୍ଦ୍ର ପାୱାରଙ୍କୁ ଟିକେଟ ଦିଆଯାଇଛି। ଅନ୍ୟପଟେ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଅଜିତ…
ଖୁସି ହେଲେ ସରକାରୀ କର୍ମଚାରୀ, ୫୩ ପ୍ରତିଶତ ବଢିଲା DA
ଜୟପୁର,୨୪।୧୦: ଦୀପାବଳି ଏବଂ ଛଟ ପୂଜା ଭଳି ବଡ଼ ପର୍ବ ପାଖେଇ ଆସିଛି। ଏହି ସମୟରେ ପ୍ରତ୍ୟେକ ଘର ଆଜିକାଲି ପର୍ବ ପାଇଁ ପ୍ରସ୍ତୁତି ହେବାରେ ବ୍ୟସ୍ତ। ତେବେ ପର୍ବ ସମୟ ଘରର ଖର୍ଚ୍ଚ ମଧ୍ୟ ବଢିଥାଏ, କିନ୍ତୁ ଏହି ବଢୁଥିବା…
Archives


