Home

ଭାରତ-ପାକ ଉତ୍ତେଜନାକୁ ନେଇ ହେଲା Close Door ବୈଠକ, ପାକିସ୍ତାନ କହିଲା ପୂରଣ ହେଲା ଇଚ୍ଛା

ନୂଆଦିଲ୍ଲୀ,୬।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ଉତ୍ତେଜନା ସମ୍ପର୍କରେ ଜାତିସଂଘ ସୁରକ୍ଷା ପରିଷଦରେ ଏକ ରୁଦ୍ଧଦ୍ୱାର ବା Close Door ବୈଠକ ଅନୁଷ୍ଠିତ ହୋଇଥିଲା। ଦୁଇ ପରମାଣୁ ଅସ୍ତ୍ରଶସ୍ତ୍ର ପଡ଼ୋଶୀ ଦେଶ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଉପରେ ଜାତିସଂଘର ମହାସଚିବ…

ଉଦ୍ଧାର ଚୋରି ଅଳଙ୍କାର ବ୍ୟାଘ୍ରଦେବୀ ମନ୍ଦିରକୁ ହସ୍ତାନ୍ତର

ଭଞ୍ଜନଗର,୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ହୋଇଥିବା ଚୋରି ଅଳଙ୍କାର ମଧ୍ୟରୁ ୮୦ ପ୍ରତିଶତରୁ ଉର୍ଦ୍ଧ୍ୱ ଅଳଙ୍କାର ପୋଲିସ ସୋମବାର ଉଦ୍ଧାର କରିବାରେ ସକ୍ଷମ ହୋଇଛି। ଏହାପରେ ସନ୍ଧ୍ୟାରେ ମନ୍ଦିର କର୍ମକର୍ତ୍ତାଙ୍କୁ ଉଦ୍ଧାର ଅଳଙ୍କାର ହସ୍ତାନ୍ତର…

ଧରିତ୍ରୀରେ ଖବର ପ୍ରକାଶ ପାଇବା ଚେତିଲା ପରେ ପ୍ରଶାସନ: ସଫେଇ ଆରମ୍ଭ

ଦାରିଙ୍ଗବାଡି,୬।୫ (ଅରୁଣ ସାହୁ): ସୋମବାର ଦାରିଙ୍ଗବାଡିରେ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା। ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଡ୍ରେନ ଗୁଡିକ ସଫେଇ କରାଯାଉନଥିବାରୁ ବର୍ଷା ଜଳରେ ଅଳିଆ ଆବର୍ଜନା, ପ୍ଲାଷ୍ଟିକ, ଅଇଁଠାଖଲିପତ୍ର ସବୁ ଭାଷି ଆସି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଭର୍ତ୍ତି…

ଏଇ ଭାରତରେ

ଗ୍ରୀଷ୍ମ ଲହରିରେ ପଶୁପକ୍ଷୀ ପାଣି ବିନା ଡହଳବିକଳ ହେଉଛନ୍ତି ଓ ଖାଦ୍ୟ ପାଇପାରୁନାହାନ୍ତି। ଫଳରେ ସେମାନେ ଅସୁସ୍ଥ ହୋଇପଡ଼ୁଛନ୍ତି ଓ ଅନେକ କ୍ଷେତ୍ରରେ ସେମାନଙ୍କର ମୃତ୍ୟୁ ମଧ୍ୟ ଘଟୁଛି। ରାଜସ୍ଥାନରେ ଏଭଳି ଜଳ ଓ ଖାଦ୍ୟ ସଙ୍କଟ ଦୂର କରି ପ୍ରାଣୀଙ୍କ…

ଠିଆ ଖିଆ, ମାଗି ଖିଆ

ମଣିଷ ଯେଉଁ ଦିନରୁ ସାମାଜିକ ପ୍ରାଣୀ ଭାବରେ ଗଣା ହେଲା, ସେହିଦିନଠାରୁ ତା’ର ଏକ ନିର୍ଦ୍ଦିଷ୍ଟ ପ୍ରଥା, ପରମ୍ପରା ଓ ଚଳଣି ସୃଷ୍ଟି ହେଲା। ଗୋଟିଏ ପରିବାରର ସମସ୍ତ ସଦସ୍ୟ ଏକତ୍ର ବସି ଏକ ନିର୍ଦ୍ଦିଷ୍ଟ ସମୟରେ ଭୋଜନ କରିବା ଧାରା…

କାରାଗାର ଏବେ ଅଣନିଃଶ୍ୱାସୀ

ଭାରତୀୟ କାରାଗାରଗୁଡିକ ଏବେ ଅଣନିଶ୍ୱାସୀ। ଏହା ହିଁ ବାସ୍ତବତା, ଯାହା ସରକାରୀ ତଥ୍ୟ ଉପରେ ପର୍ଯ୍ୟବସିତ। ଆମ ଦେଶରେ ଜନସଂଖ୍ୟା ବୃଦ୍ଧି ଅନୁସାରେ ଅପରାଧୀଙ୍କ ସଂଖ୍ୟା ବଢ଼ୁଛି। ବିଡମ୍ବନାର ବିଷୟ, ସେହି ଅନୁସାରେ କାରାଗାର ସଂଖ୍ୟା କିମ୍ବା ଏହାର ଅନ୍ତେବାସୀ ଆସନ…

ପ୍ରତିକାର ଛାଟ

ପର୍ବତାରୋହଣ ଦୁଃସାହସିକ କ୍ରୀଡ଼ା ପର୍ଯ୍ୟାୟଭୁକ୍ତ। କିନ୍ତୁ ସେଥିରେ ପ୍ରତିଦ୍ୱନ୍ଦ୍ୱିତା ଶୀର୍ଷ ଛୁଇଁଥିବାରୁ ଗିରିଶୃଙ୍ଗରେ ପହଞ୍ଚତ୍ବାର ରୋମାଞ୍ଚ ପୂର୍ବଭଳି ଆକର୍ଷଣ ସୃଷ୍ଟି କରୁନାହିଁ। ବରଂ ଏହା ଅନେକ ଅନଭିଜ୍ଞଙ୍କ କୋଳାହଳ ଯୋଗୁ ଏକ ଫ୍ୟାଶନ ପାଲଟି ଯାଇଛି। କେବଳ ସେତିକିରେ ଅଟକି ଯାଉନାହିଁ…

ହୁଟିଙ୍କ ମାଡ଼

ଇରାନ୍‌ ସମର୍ଥିତ ୟେମେନ୍‌ର ହୁଟି ଉଗ୍ରବାଦୀମାନେ ମେ ୪ ତାରିଖରେ ଇସ୍ରାଏଲର ବୃହତ୍ତମ ସହର ତେଲ୍‌ ଆଭିଭ୍‌ର ବେନ୍‌ ଗୁରିଅନ୍‌ ଏୟାରପୋର୍ଟ ନିକଟରେ ବାଲାଷ୍ଟିକ ମିଶାଇଲ ମାଡ଼ କରିଛନ୍ତି। ଏହି ମିଶାଇଲ ଇସ୍ରାଏଲର ୪ ସ୍ତରୀୟ ଏୟାର ଡିଫେନ୍ସ ସିଷ୍ଟମକୁ ଭେଦ…

ବିଦାୟ ନେଲା ସ୍କାଇପ୍‌

ଓ୍ବାଶିଂଟନ,୬।୫: ଲୋକପ୍ରିୟ ଭିଡିଓ କନ୍‌ଫରେନ୍ସିଂ ପ୍ଲାଟଫର୍ମ ସ୍କାଇପ୍‌ ଆପ୍ଲିକେଶନ ସୋମବାରଠାରୁ ବନ୍ଦ ହୋଇଛି। ପ୍ରାୟ ୨ ଦଶନ୍ଧି ଧରି ଲୋକଙ୍କୁ ଯୋଡ଼ି ରଖିଥିବା ଏହି ଆପ୍‌ ଏବେ ଇତିହାସରେ ପରିଣତ ହୋଇଛି। ନିଜର ନୂତନ ଏବଂ ଅଧିକ ଶକ୍ତିଶାଳୀ କମ୍ୟୁନିକେଶନ ଟୁଲ୍ସ…

ୟେମେନ୍‌ ବନ୍ଦରରେ ଇସ୍ରାଏଲ୍‌ର ବୋମାମାଡ଼

ସାନା,୬ା୫: ହୁଟି ଆତଙ୍କବାଦୀ ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ସ୍ଥିତ ବେନ୍‌ ଗୁରିଅନ୍‌ ଏୟାରପୋର୍ଟ ନିକଟରେ ମିଶାଇଲ୍‌ ମାଡ଼ କରିବାର ଦିନକ ପରେ ଇସ୍ରାଏଲୀ ସେନା ଏହାର ପ୍ରତିଶୋଧ ନେଇଛି। ଇସ୍ରାଏଲ୍‌ ପକ୍ଷରୁ ସୋମବାର ସନ୍ଧ୍ୟାରେ ୟେମେନ୍‌ର ହୋଦେଇଦାହ ବନ୍ଦରକୁ ଟାର୍ଗେଟ କରି ୩୦ଟି…

ପାକିସ୍ତାନକୁ ଚେନାବ ଜଳ ରୋକିଲା ଭାରତ

ନୂଆଦିଲ୍ଲୀ,୬ା୫: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପ୍ରଥମ ପଦକ୍ଷେପ ସ୍ବରୂପ ସିନ୍ଧୁନଦୀ ଜଳ ଚୁକ୍ତିକୁ ସ୍ଥଗିତ ରଖିଥିବାବେଳେ ରବିବାର ଜମ୍ମୁର ବାଗ୍ଲିହାର ଡ୍ୟାମ୍‌ରୁ ଚେନାବ ନଦୀଜଳ ପ୍ରବାହକୁ ସାମୟିକ ଭାବେ ରୋକିଛି। ବନ୍ଦିପୋର ନିକଟ କିଶନଗଙ୍ଗା ଡ୍ୟାମ୍‌ରୁ ମଧ୍ୟ ଅନୁରୂପ…

ସମ୍ପୂର୍ଣ୍ଣ ଗାଜା ଦଖଲ ପାଇଁ ଇସ୍ରାଏଲ୍‌ର ଯୋଜନା

ତେଲ୍‌ ଆଭିଭ୍‌,୬ା୫: ସମଗ୍ର ଗାଜାଷ୍ଟ୍ରିପ୍‌କୁ ଦଖଲ କରି ସେଠାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ରହିବା ଯୋଜନାକୁ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ କ୍ୟାବିନେଟ୍‌ ସୋମବାର ଅନୁମୋଦନ କରିଛି। ଏହା କାର୍ଯ୍ୟକାରୀ ହେଲେ ପାଲେଷ୍ଟାଇନ୍‌ ଅଞ୍ଚଳରେ ଇସ୍ରାଏଲ୍‌ର ସାମରିକ କାର୍ଯ୍ୟାନୁଷ୍ଠାନ ଆହୁରି ବଢ଼ିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?