ସୁରକ୍ଷା ବନ୍ଧରେ ଜୁଆର ମାଡ: କୂଳବାସୀ ଭୟଭୀତ
ଭୋଗରାଇ, ୨୪ l ୧୦( ପ୍ରଦୀପ ଦାସ ): ସାମୁଦ୍ରିକ ଝଡ଼ ଦାନା କୂଳଆଡକୁ ମାଡି ଆସିଛି। ଗୁରୁବାର ସକାଳେ ଝିପିଝିପି ବର୍ଷା ହେଉଥିବାବେଳେ ଅପରାହ୍ନରେ ପାଗ ସମ୍ପୂର୍ଣ୍ଣ ପରିବର୍ତ୍ତନ ହୋଇଛି l ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ବତାସର ବେଗ…
ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଲା ତୁର୍କୀ
ଅଙ୍କାରା,୨୪।୧୦: ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ ବୁଧବାର ତୁର୍କୀରେ ଏକ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ତୁର୍କୀର ରାଜଧାନୀ ଅଙ୍କାରର ପ୍ରତିରକ୍ଷା କମ୍ପାନୀ ତୁର୍କୀ ଏରୋସ୍ପେସ ଇଣ୍ଡଷ୍ଟ୍ରିଜ ମୁଖ୍ୟାଳୟରେ କରାଯାଇଥିଲା। ଆତଙ୍କବାଦୀ ଆକ୍ରମଣରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ଏହି…
ଏହି ଗାଁରେ ପହଞ୍ଚି ତାଜୁବ ହେଲେ ବ୍ଲକ ଅଧ୍ୟକ୍ଷ: ଶୁଣିଲେ ଅଭିଯୋଗ
ଦାରିଙ୍ଗବାଡି, ୨୪ା୧୦(ଅରୁଣ ସାହୁ )-ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ କନ୍ଧମାଳ ଜିଲାର ଦାରିଙ୍ଗିବାଡି ବ୍ଲକରେ ଏପରି ଗ୍ରାମ ଅଛି ଯେଉଁଠି ଲୋକେ ଏଯାଏ ମୌଳିକ ସୁବିଧା ସୁଯୋଗ ପାଇନାହାନ୍ତି। ସେଠାରେ ପ୍ରଶାସନ ପହଞ୍ଚତ୍ପାରିନି। ଏହି ଗ୍ରାମଟି ହେଲା ଶିର୍କାବର୍ଗ ପଞ୍ଚାୟତର…
ତୁହାକୁ ତୁହା ବର୍ଷା ସାଙ୍ଗକୁ ଆରମ୍ଭ ହେଲାଣି ପବନ: ସ୍ଥିତି ଅନୁଧ୍ୟାନ କଲେ ଆଇନ ମନ୍ତ୍ରୀ
ନିଶ୍ଚିନ୍ତକୋଇଲି,୨୪।୧୦(ଅଶୋକ କୁମାର ମହାପାତ୍ର): ସାମୁଦ୍ରିକ ବାତ୍ୟା ଦାନା ମାଡି ଆସୁଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ ବହିବା ଆରମ୍ଭ ହେଲାଣି। ବ୍ଲକ ପ୍ରଶାସନ ସମ୍ଭାବ୍ୟ ବିପନ୍ନଙ୍କୁ ବ୍ଲକ ପ୍ରଶାସନ ୪୧ଟି ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳରେ ରଖିଛନ୍ତି। ଅପରାହ୍ନତରେ ଆଇନ, ଅବକାରୀ…
ମହିଳାଙ୍କୁ ଆକ୍ରମଣ-ଅସଦାଚରଣ ଅଭିଯୋଗ: ଥାନାରେ ପହଞ୍ଚିଲା ମାମଲା
ଦିଗପହଣ୍ଡି,୨୪।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଜଣେ ମହିଳାଙ୍କୁ ସେହି ଗ୍ରାମର ପିଙ୍କୁ ଓରଫ ଏସ.ବିଘ୍ନରାଜ ଦୋରା ଷ୍ଟିଲ ଛଡ଼ରେ ଆକ୍ରମଣ କରିବା ସହ ଗାଁ ରାସ୍ତାରେ ଅସଦାଚରଣ କରିଥିବା ଦିଗପହଣ୍ଡି ଥାନାରେ ଅଭିଯୋଗ ହୋଇଛି। ଗୁରୁବାର ମହିଳାଙ୍କ…
କିମଙ୍କୁ ଖୋଲା ଚେତାବନୀ ଦେଲା ଆମେରିକା
ଓ୍ବାଶିଂଟନ,୨୪।୧୦: ଦକ୍ଷିଣ କୋରିଆର ଗୁପ୍ତଚର ଏଜେନ୍ସି ନିଶ୍ଚିତ କରିଛି ଯେ ୟୁକ୍ରେନ ବିରୁଦ୍ଧରେ ରୁଷିଆର ଯୁଦ୍ଧକୁ ସମର୍ଥନ କରିବା ପାଇଁ ଉତ୍ତର କୋରିଆ ୧,୫୦୦ଟି ସ୍ବତନ୍ତ୍ର ଅପରେସନ ଫୋର୍ସ ପଠାଇଛି। ଏହାପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଥିଲେ ଯେ ତାଙ୍କ…
ପ୍ରିୟଙ୍କା-ନଭ୍ୟାଙ୍କ ମଧ୍ୟରେ କାହାର ରହିଛି ଅଧିକ ଶିକ୍ଷାଗତ ଯୋଗ୍ୟତା? ଦୁହିଁଙ୍କ ମଧ୍ୟରେ କଡା ଟକ୍କର
ଓ୍ବାୟନାଡ,୨୪।୧୦: ୱାୟାନାଡ ଲୋକ ସଭା ଉପ-ନିର୍ବାଚନରେ କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀଙ୍କ ବିପକ୍ଷରେ ଭାଜପା ନଭ୍ୟା ହରିଦାସଙ୍କୁ ପ୍ରାର୍ଥୀ କରିଛି। ନଭେମ୍ବର ୧୩ରେ ଏହି ଆସନରେ ମତଦାନ ହେବ। ନାମାଙ୍କନପତ୍ର ଦାଖଲ ସମୟରେ ପ୍ରିୟଙ୍କା ଗାନ୍ଧୀ ତାଙ୍କ ସମ୍ପତ୍ତିର ବିବରଣୀ ପ୍ରଦାନ…
ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ: ଆଲର୍ଟ ଜାରି
ଭୁବନେଶ୍ବର,୨୪।୧୦: ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଗୁରୁବାର ବୋମା ଆତଙ୍କ ଖେଳିଯାଇଛି। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ ଆସିବା ପରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଧମକପୂର୍ଣ୍ଣ କଲ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ କରାଯିବା…
ଶରଦ ପାୱାରଙ୍କୁ ଝଟ୍କା ଦେଲେ ସୁପ୍ରିମକୋର୍ଟ: ଅଜିତଙ୍କ ପାଇଁ ଖୁସି ଖବର
ନୂଆଦିଲ୍ଲୀ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଶରଦ ପାୱାରଙ୍କୁ ଏକ ବଡ ଝଟ୍କା ଲାଗିଛି। ଅଜିତ ପାୱାରଙ୍କୁ ଘଣ୍ଟା ନିର୍ବାଚନ ପ୍ରତୀକ ବ୍ୟବହାର ନ କରିବା ପିଟିଶନକୁ ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ନିର୍ବାଚନ ପ୍ରତୀକ ଘଣ୍ଟା ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ…
ପ୍ରାର୍ଥିପତ୍ର ଦାଖଲ କଲେ କଳ୍ପନା, ହେଲେ…
ରାଞ୍ଚି,୨୪।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ ତଥା ଜେଏମଏମ ସୁପ୍ରିମୋ ଶିବୁ ସୋରେନଙ୍କ ବୋହୂ କଳ୍ପନା ସୋରେନ ମାତ୍ର କିଛି ମାସ ପୂର୍ବରୁ ରାଜନୀତିରେ ଏଣ୍ଟ୍ରି କରିଥିଲେ, କିନ୍ତୁ ଅଳ୍ପ ସମୟ ମଧ୍ୟରେ କଳ୍ପନା ଜେଏମଏମର ସବୁଠାରୁ ଲୋକପ୍ରିୟ ନେତା…
ଆଉ ୧୮୦ କିମି ଦୂରରେ ‘ଦାନା’; ସତର୍କ ରହିବାକୁ କହିଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ନେଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତ୍ରରେ ଏହା ସ୍ଥଳଭାଗ ଛୁଇଁବ। ବର୍ତ୍ତମାନ ଏହା ପାରାଦୀପଠାରୁ ୧୮୦ କିମି ଦୂରରେ ଥିବା ବେଳେ ଧାମରାଠାରୁ ୨୧୦ କିମି ଦୂରରେ ରହିଛି। ରାତିରେ ଲ୍ୟାଣ୍ଡଫଲ ହେବାକୁ…
ଯୁଦ୍ଧ ପରେ କମୁଛି ୟୁକ୍ରେନର ଜନସଂଖ୍ୟା, ଚିନ୍ତା ପ୍ରକଟ କଲା ୟୁଏନ୍
କ୍ୱିଭ,୨୪।୧୦: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଦୁଇ ବର୍ଷରୁ ଅଧିକ ସମୟ ଅତିବାହିତ ହୋଇଛି। ଆନ୍ତର୍ଜାତୀୟ ସ୍ତରରେ, ଏହି ସମୟରେ ଏହା ସବୁଠାରୁ ବଡ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ଯୁଦ୍ଧ ବିଷୟରେ ଏଭଳି ତଥ୍ୟ ଆସିଛି,…
Archives


