Home

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟର ଦ୍ୱିତୀୟ ଦିନରେ ଏହି ଉପଲବ୍ଧି ହାସଲ କରିଛନ୍ତି। ତେବେ ସେ…

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିଦେଶ ଗସ୍ତ ସମ୍ପର୍କିତ ତଥ୍ୟ ଦେଲେ ସୂଚନାଦାତାଙ୍କୁ ୧ ନିୟୁତ ଡଲାର…

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ। ଭାରତ ଓ ଚାଇନା ଏହି ଦୁଇ ସୀମାନ୍ତ ଅଞ୍ଚଳରୁ ସେନା ପ୍ରତ୍ୟାହାର ଆରମ୍ଭ କରିଛନ୍ତି।…

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ ସରକାରୀ ଛୁଟିକୁ ବାତିଲ କରିଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ଦେଓରଞ୍ଜନ କୁମାର ସିଂ…

ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ କଥା ହୋଇ ବାତ୍ୟା ସମୟରେ…

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ ଦାବି କରି ହିନ୍ଦୁ ପକ୍ଷ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଶୁକ୍ରବାର ଆବେଦନକୁ ପ୍ରତ୍ୟାଖ୍ୟାନ କରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା ଶୁକ୍ରବାର ରାତି ୧୨ଟା ପରେ ସ୍ଥଳଭାଗ ଅତିକ୍ରମ କରିଛି। ଏବେ ତାହା କ୍ରମଶଃ ଦୂର୍ବଳ…

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ କେବେ ଭାରତୀୟ ଟ୍ରେନର ଏସି କୋଚ୍‌ରେ ଯାତ୍ରା କରିଥିବେ, ତେବେ ଆପଣ ଜାଣିଥିବେ ଯେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବାତ୍ୟା ଅଞ୍ଚଳରେ ମିଳିବ ନୂଆ ପକ୍କା ଘର, ଏମାନେ ପାଇବେ…

ଭୁବନେଶ୍ୱର,୨୫।୧୦: ରାଜ୍ୟ ସରକାରଙ୍କ ବଡ ଘୋଷଣା । ମିଳିବ ପକ୍କା ଘର । ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ନୂଆ ପକ୍କା ଘର । ଏ ନେଇ ବଡ ଘୋଷଣା କରିଛନ୍ତି ମୋହନ ସରକାର । ଯେଉଁମାନଙ୍କର କଚ୍ଚା ଘର ଥିଲା…

ଭଉଣୀଙ୍କ ନଣନ୍ଦଙ୍କୁ ଭଲ ପାଇ ବସିଥିଲେ ପଙ୍କଜ ତ୍ରିପାଠୀ, ବିବାହର ୧୯ ବର୍ଷ ପରେ ବି ଆପଣାଇନାହାନ୍ତି ପରିବାର

ବମ୍ବେ: ସାଧାରଣତଃ ପ୍ରେମ ବିବାହରେ ଉଭୟ ପକ୍ଷଙ୍କ ପରିବାରକୁ ରାଜି କରାଇବା କଷ୍ଟକର ହୋଇଥାଏ। ଅଧିକାଂଶ ସମୟରେ ସହମତି ହୋଇ ନ ପାରିବାରୁ ପ୍ରେମୀଯୁଗଳ ପରିବାର ଇଚ୍ଛା ବିରୋଧରେ ଯାଇ ବିବାହ କରିଥାନ୍ତି। ପରେ କିଛି ପରିବାର ନିଜ ସନ୍ତାନର ଭୁଲକୁ…

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ କିଏ ତାଙ୍କର ସମ୍ପତ୍ତିର ଅଧିକାରୀ ହେବେ ସେନେଇ…

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି ସରଗରମ ହୋଇଛି। ଏବେ ଝାଡଖଣ୍ଡରେ ଭାଜପା ଓ ଇଣ୍ଡିଆ ମେଣ୍ଟ ଭିତରେ ସିଧା ଲଢେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri