ଜୟା ବଚ୍ଚନଙ୍କ ମା’ଙ୍କ ନିଧନ ଖବର ମିଛ!
ବମ୍ବେ: ବଲିଉଡ ଅଭିନେତ୍ରୀ ତଥା ରାଜ୍ୟ ସଭା ଏମ୍ପି ଜୟା ବଚ୍ଚନଙ୍କ ମା’ ତଥା ଅମିତାଭ ବଚ୍ଚନଙ୍କ ଶାଶୁ ଇନ୍ଦିରା ଭାଦୁଡ଼ି ଅସୁସ୍ଥ। ଅଣ୍ଟା ଭାଙ୍ଗି ଯାଇଥିବା ଯୋଗୁ ତାଙ୍କୁ ଭୋପାଳର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏବେ ସେ ସୁସ୍ଥ…
ବିଲକୁ ଯାଇଥିବାବେଳେ ଆକ୍ରମଣ କଲା ବାର୍ହା, ଚାଲିଗଲା ମହିଳାଙ୍କ ଜୀବନ
ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗାଁରେ ବାର୍ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଶୋଭା ତରାଇ (୬୨)। ବିଲକୁ ଧାନଫସଲ ଦେଖିବାକୁ ଯାଇଥିବା ବେଳେ ବାର୍ହା ଆକ୍ରମଣ କରିଥଲା। ଯାହାଫଳରେ…
Maternity Leave ସମୟରେ ପୁଣି ଗର୍ଭବତୀ ହେଲେ ମହିଳା, ଚାକିରିରୁ ବିଦା କରିବା ପଡିଲା ମହଙ୍ଗା!
ଲଣ୍ଡନ,୨୩।୧୦: ବ୍ରିଟେନର ଜଣେ ମହିଳା ମାତୃତ୍ୱ ଛୁଟିରୁ ଫେରିବା ପରେ ପୁଣିଥରେ ଗର୍ଭବତୀ ଥିବା ଜଣାପଡିଥିଲା। ଏହାପରେ ତାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିଲା, କିନ୍ତୁ ତାଙ୍କୁ ଏକ ନିଯୁକ୍ତି ଟ୍ରିବ୍ୟୁନାଲ ଦ୍ୱାରା ୨୮,୦୦୦ ପାଉଣ୍ଡ କ୍ଷତିପୂରଣ ପ୍ରଦାନ କରାଯାଇଛି। ୨୭ବର୍ଷ ବୟସ୍କା…
ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍
ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ ସମାନ କାମ କରୁଥିବା ନଜର ଆସିପାରନ୍ତି। କହିବାର ତାତ୍ପର୍ଯ୍ୟ ତାଙ୍କ କମ୍ପାନୀ ରିଲାଏନ୍ସ ରିଟେଲର…
ଓଡ଼ିଶା ରେଞ୍ଜକୁ ପସିଲା ବାତ୍ୟା! ରାତିରେ ୧୦୦ ଛୁଇଁବ ପବନ, ମାଡି ଆସିବ ଜୁଆର…
ଭୁବନେଶ୍ୱର,୨୩।୧୦: ଭୀଷଣ ବେଗରେ ସ୍ଥଳଭାଗଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ…
ଶିଶୁଭବନ ଅନ୍ଧାର, ଗରମରେ ଛଟପଟ ହେଲେ ଶିଶୁରୋଗୀ
କଟକ,୨୩ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଶିଶୁଭବନ ପୁରୁଣା ବିଲ୍ଡିଂରେ ଲାଇନ ନ ଥିବାରୁ କିଛି ସମୟ ଧରି ଅନ୍ଧାର ରହିଥିଲା। ଅନ୍ଧାରରେ ଶିଶୁରୋଗୀ ଓ ଅଭିଭାବକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଗରମ ଯୋଗୁ ଛୋଟଛୋଟ ଶିଶୁ ରୋଗୀ ହଇରାଣ…
ଆସୁଛି ବାତ୍ୟା ‘ଦାନା’: ଆଜି ରାତିରେ ୨୫ ହଜାର ଲୋକ ହେବେ ସ୍ଥାନାନ୍ତର
ଛତ୍ରପୁର,୨୩ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଗଞ୍ଜାମ ଜିଲାକୁ ରହୁଥିବାରୁ ଲୋକଙ୍କ ଧନଜୀବନକୁ ସୁରକ୍ଷା ପ୍ରଦାନ କରି ଜିଲାର ଜିରୋ କାଜୁଆଲିଟି ରହିବ। ଏନେଇ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନକୁ ଲକ୍ଷ୍ୟ କରି ରାଜ୍ୟ…
କୋହଲିଙ୍କୁ ପଛରେ ପକାଇଲେ ପନ୍ତ, ଏବେ ହେବ ଆର୍ସିବିରେ ଏଣ୍ଟ୍ରି!
ନୂଆଦିଲ୍ଲୀ,୨୩।୧୦: ଟିମ୍ ଇଣ୍ଡିଆ ଉଇକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ପୁଣିଥରେ ଫର୍ମକୁ ଫେରିଛନ୍ତି। ବାଲାଂଦେଶ ବିପକ୍ଷ ଟେଷ୍ଟରେ ଶତକ ଲଗାଇବା ପରେ ଏବେ ସେ ନ୍ୟୁଜିଲାଣ୍ଡ ବିପକ୍ଷରେ ଜବରଦସ୍ତ ଇନିଂସ ଖେଳିଛନ୍ତି। ସେ ଶତକ କରିବାରୁ ବଞ୍ଚିତ ହୋଇଥିଲେ ହେଁ ସଦ୍ୟ…
ବ୍ରିକ୍ସରେ ଆତଙ୍କବାଦ ଉପରେ ମୋଦିଙ୍କ ପ୍ରହାର! ଚାଇନା-ରୁଷିଆ ସାମ୍ନାରେ କହିଲେ ଡବଲ ଷ୍ଟାଣ୍ଡାର୍ଡର…
କଜାନ,୨୩।୧୦: ଅକ୍ଟୋବର ୨୩ ଅର୍ଥାତ୍ ବୁଧବାର ୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଯୁଦ୍ଧକୁ ସମର୍ଥନ କରେ ନାହିଁ, କିନ୍ତୁ କୂଟନୈତିକ ଏବଂ ସଂଳାପ ବା କଥାବାର୍ତ୍ତାକୁ ସମର୍ଥନ କରେ। ସେ ଚାଇନା ଏବଂ…
ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ଲାଲ୍ବାହିନୀରେ ରହି କରୁଥିଲେ…
ଭବାନୀପାଟଣା,୨୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ ଛତିଶଗଡ଼ ରାଜ୍ୟ ସୁକ୍ମା ଅଞ୍ଚଳର ବୋଲି ଜଣାପଡ଼ିଛି। ଏ ନେଇ ବୁଧବାର ଅପରାହ୍ନରେ ଭବାନୀପାଟଣାସ୍ଥିତ…
ଭୀଷଣ ବାତ୍ୟା ରୂପ ନେଇ ମାଡ଼ିଆସୁଛି ‘ଦାନା’, ସତର୍କ ସୂଚନା ଜାରି
ଭୋଗରାଇ,୨୩ା୧୦(ପ୍ରଦୀପ ଦାସ): ପୂର୍ବ ମଧ୍ୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ‘ଦାନା’ ନାମିତ ସାମୁଦ୍ରିକ ଝଡ଼ ଅତି ଭୀଷଣ ବାତ୍ୟା ରୂପନେଇ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେଉଥିବା ପାଣିପାଗ ବୈଜ୍ଞାନିକମାନେ ଘନଘନ ଗଣମାଧ୍ୟମରେ ସୂଚନା ଦେଉଥିବାବେଳେ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ଏବଂ…
‘ଦାନା’ ପାଇଁ ନନ୍ଦନକାନନ ବନ୍ଦ
ଭୁବନେଶ୍ୱର,୨୩।୧୦: ବେଳକୁ ବେଳ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାକୁ ନେଇ ରାଜ୍ୟର ଉପକୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଏବଂ ୨୫ ତାରିଖରେ ନନ୍ଦନକାନନ ବନ୍ଦ ରହିବ ବୋଲି ସୂଚନା…
Archives


