Home

୧୭ ବର୍ଷ ପରେ ସୈଫ୍‌, ଅକ୍ଷୟ ଏକାଠି

ମୁମ୍ବାଇ: ବଲିଉଡ୍‌ର ୨ ଲୋକପ୍ରିୟ ଅଭିନେତା ଅକ୍ଷୟ କୁମାର ଏବଂ ସୈଫ୍‌ ଅଲୀ ଖାନ୍‌ ୧୭ ବର୍ଷର ଲମ୍ବା ଅପେକ୍ଷା ପରେ ପୁଣିଥରେ ବଡ଼ ପରଦାରେ ଏକାଠି ନଜରକୁ ଆସିବେ। ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ୨୦୧୬ରେ ରିଲିଜ୍‌ ହୋଇଥିବା…

୩୦୦ କେ.ଜି. ଓଜନର ବାଘ: ଏସିଆର ସର୍ବବୃହତ୍‌ ବୋଲି ଅନୁମାନ

ଡେରାଡୁନ, ୫।୫:ଉତ୍ତରାଖଣ୍ଡର ରାମନଗର ଅଞ୍ଚଳରେ ଥିବା ଜିମ୍‌ କର୍ବେଟ ଜାତୀୟ ଉଦ୍ୟାନ ଅନ୍ତର୍ଗତ ଫାଟୋ ଟୁରିଜମ ଜୋନ୍‌ ଏବେ ଚର୍ଚ୍ଚାରେ ରହିଛି। ଏଠାରେ ଥିବା ଏକ ବିଶାଳକାୟ ବାଘ ସମ୍ପ୍ରତି ପର୍ଯ୍ୟଟକ ତଥା ବନ୍ୟପ୍ରାଣୀପ୍ରେମୀଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ବିଶାଳକାୟ ଆକାର…

ଆଜି ତାଣ୍ଡବ ରଚିବ କାଳବୈଶାଖୀ: ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୫ା୫(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ଜାରି ରହିଛି। ଦିନରେ ଖରା ଗୁଳୁଗୁଳି ଓ ଅପରାହ୍ନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନ ଜନଜୀବନକୁ ପ୍ରଭାବିତ କରୁଛି। ରବିବାର କାଳବୈଶାଖୀରେ ସାରା ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି ଘଟିଥିବାବେଳେ ସୋମବାର ୧୬ ଜିଲା ପାଇଁ ୟେଲୋ…

କଠୋରପନ୍ଥୀକରଣ ପଶ୍ଚିମବଙ୍ଗ ପାଇଁ ଚ୍ୟାଲେଞ୍ଜ

କୋଲକାତା,୫ା୫(ପି.ଟି.): ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ମୁର୍ଶିଦାବାଦ ଦଙ୍ଗା ସମ୍ପର୍କିତ ରିପୋର୍ଟ ଦାଖଲ କରିଛନ୍ତି। କଠୋରପନ୍ଥୀକରଣ ରାଜ୍ୟ ପାଇଁ ଗମ୍ଭୀର ଚ୍ୟାଲେଞ୍ଜ ସୃଷ୍ଟି କରିଥିବା ସେ ରିପୋର୍ଟରେ ଦର୍ଶାଇଛନ୍ତି। ଦଙ୍ଗାର ତଦନ୍ତ ଲାଗି ଏକ ତଦନ୍ତ କମିଶନ…

ଆବାସ ପାଇଁ ଲଟେରି: ପ୍ରଥମେ ଭୁବନେଶ୍ୱରରେ ଲାଗୁ ହେବ, ମିଳିବ ଋଣ ସୁବିଧା

ଭୁବନେଶ୍ୱର,୫ା୫(ରବିନାରାୟଣ ଜେନା):ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବସ୍ତିବାସିନ୍ଦାଙ୍କୁ ପକ୍କାଘର ମିଳିବ। ଏନେଇ ୨୦୨୨ରେ ଏକ ନୀତି (ସମସ୍ତଙ୍କୁ ପକ୍କାଘର) ଅଣାଯାଇଥିଲା। ମାତ୍ର ଏବେ ଏଥିରେ କେତେକ ସଂଶୋଧନ ଅଣାଯାଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରର ସମସ୍ତ…

ଶିକ୍ଷାନୁଷ୍ଠାନରେ ବନ୍ଧୁମିଳନ

ଏବେ ପ୍ରାୟ ଶିକ୍ଷାନୁଷ୍ଠାନରେ ପୁରୁଣା ସହପାଠୀମାନେ ଏକତ୍ରିତ ହେବାକୁ ଆଗ୍ରହୀ। ସେମାନେ ସମସ୍ତେ ବର୍ତ୍ତମାନର ବରିଷ୍ଠ ନାଗରିକ। କାରଣ ଏ ପ୍ରକାର ବନ୍ଧୁ ମିଳନର ଆୟୋଜନ ସାଧାରଣତଃ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ କିମ୍ବା ହୀରକ ଜୟନ୍ତୀରେ କରାଯାଇଥାଏ। ଉପସ୍ଥିତ ବନ୍ଧୁମାନେ ଦୀର୍ଘାୟୁ…

ସମବାୟରେ ନିର୍ବାଚିତ ପ୍ରତିନିଧି ପଦର ମହତ୍ତ୍ୱ

ଯେତେବେଳେ ଜଣେ ବ୍ୟକ୍ତି ପ୍ରତିନିଧି ପଦରେ ନିର୍ବାଚିତ ହୁଅନ୍ତି, ସେତେବେଳେ ସେ ତାଙ୍କର ଇଚ୍ଛାକୁ ପ୍ରତିନିଧିତ୍ୱ କରନ୍ତି ନାହିଁ। ସେ ପ୍ରକୃତରେ ନିଜକୁ ନିର୍ବାଚିତ କରିଥିବା ଜନତାଙ୍କର ଆଶା, ଆକାଂକ୍ଷା, ଅଭାବ ଅସୁବିଧା ଓ ଅଧିକାରକୁ ହିଁ ପ୍ରତିନିଧିତ୍ୱ କରିଥାନ୍ତି। ଯେଉଁ…

ଫାଟ କରିବ ଜାତିଗଣନା

ଓଡ଼ିଆରେ ଲୋକେ କହିଥାଆନ୍ତି-‘ବାର ଜାତି ତେର ଗୋଲା, ବୈଷ୍ଣବ ହେଲେ ସବୁ ଗଲା’। ଏଠାରେ କେଉଁ ନିର୍ଦ୍ଦିଷ୍ଟ ଜାତିକୁ ଉପଲକ୍ଷ୍ୟ କରି କଟାକ୍ଷ କରିବା ଉଦ୍ଦେଶ୍ୟ ନୁହେଁ। ପ୍ରସଙ୍ଗ ହେଲା ଏପ୍ରିଲ ୩୦ରେ ରାଜନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିପିଏ)…

ତେଲ୍‌ ଆଭିଭ୍‌କୁ ବିମାନ ଚଳାଚଳ ସ୍ଥଗିତ ରଖିଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୫ା୫: ଇସ୍ରାଏଲ୍‌ର ବେନ୍‌ ଗୁରିଅନ୍‌ ବିମାନବନ୍ଦରରେ ରବିବାର ହୁଟି ଆତଙ୍କବାଦୀ ମିଶାଇଲ୍‌ ଆକ୍ରମଣ କରିବା ପରେ ଏୟାର ଇଣ୍ଡିଆ ଆଗାମୀ ୨ ଦିନ ପାଇଁ ତେଲ୍‌ ଆଭିଭ୍‌କୁ ବିମାନ ଚଳାଚଳ ସ୍ଥଗିତ ରଖିଛି। ଆକ୍ରମଣ ପରେ ରବିବାର ଦିଲ୍ଲୀରୁ ତେଲ୍‌ ଆଭିଭ୍‌…

ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ଗଞ୍ଜାମ,୫ା୫(ବିଦ୍ୟାଧର ସାହୁ):ବେଙ୍ଗାଲୁରୁର ଏକ ଘରୋଇ କମ୍ପାନୀରେ ସିକ୍ୟୁରିଟି ସୁପରଭାଇଜର ଭାବେ କାର୍ଯ୍ୟରତ ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ୍‌ କୁଶପଲ୍ଲୀ ଗାଁର ଯୁବକ ରବୀନ୍ଦ୍ର ସାହୁ (୨୫)ଙ୍କୁ ଗତ ଗୁରୁବାର ହତ୍ୟା କରାଯାଇଛି। ଏନେଇ ରବୀନ୍ଦ୍ରଙ୍କ ପରିବାର ପକ୍ଷରୁ ହୁମା ଫାଣ୍ଡିରେ ଶନିବାର…

ବଡ଼ ଆକ୍ରମଣର ଧମକ ଦେଲେ ନେତାନ୍ୟାହୁ

ତେଲ୍‌ ଆଭିଭ୍‌,୫ା୫: ଇରାନ ସମର୍ଥତ୍ତ ୟେମେନ୍‌ର ହୁଟି ଆତଙ୍କବାଦୀମାନେ ରବିବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ସ୍ଥିତ ଦେଶର ସର୍ବବୃହତ୍‌ ବିମାନବନ୍ଦରରେ ମିଶାଇଲ ମାଡ଼ କରିଛନ୍ତି। ଏହାର ଜବାବରେ ହୁଟି ବିରୋଧରେ ବଡ଼ ଆକ୍ରମଣ କରାଯିବ ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ସଂକଳ୍ପ…

ପଦ୍ମପୁରରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସ୍ଥାପନ ଦାବି: ପରିବହନ ମନ୍ତ୍ରୀଙ୍କୁ ଭେଟିଲେ ବରଗଡ଼ ଏମ୍‌ପି

ପଦ୍ମପୁର,୫ା୫ (ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଏକ ଉପାନ୍ତ ଅଞ୍ଚଳ। ଏହାର ଛତିଶଗଡ଼ ସୀମାନ୍ତ ବର୍ତ୍ତୀ ବ୍ଲକ ଝାରବନ୍ଧ ଓ ପାଇକମାଳଠାରୁ ବରଗଡ଼ ଦୂରତା ପ୍ରାୟ ୧୨୦କିମି ପଡ଼ିଥାଏ। ପଦ୍ମପୁରର ଜନସାଧାରଣ ନିଜର ଗାଡି ମୋଟର, ଟ୍ରାକ୍ଟରର କାଗଜପତ୍ର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?