ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …
ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA) ଶୁକ୍ରବାର ସ୍ପଷ୍ଟୀକରଣ ଦେଇଛି। ମନ୍ତ୍ରାଳୟ କହିଛି ଯେ ଏହି ନିଷ୍ପତ୍ତି ଦ୍ୱାରା ବର୍ତ୍ତମାନର…
ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ
ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA) ମେଣ୍ଟର ଏମ୍ପିମାନେ ସଂସଦ ଭବନର ସେଣ୍ଟ୍ରାଲ ହଲରୁ ବିଜୟ ଚୌକ ପର୍ଯ୍ୟନ୍ତ ଏକ…
ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ
ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ କେତେବେଳେ ସୋସିଆଲ ମିଡିଆ ଭିଡିଓ ଜରିଆରେ ଚର୍ଚ୍ଚାରେ ରହୁଥିବା ଏହି କଳାକାର ଏବେ…
ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର
ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ ଦଳର ପ୍ରାଥମିକ ଓ ସକ୍ରିୟ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏହି ନିଷ୍ପତ୍ତି…
ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!
ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ ସ୍ପଷ୍ଟ ହୋଇସାରିଛି । ତାପୂର୍ବରୁ ପଶ୍ଚିମବଙ୍ଗର ଦୁଇଟି ଆସନ ନନ୍ଦୀଗ୍ରାମ ଏବଂ ରେଜିନଗରରେ…
ଚଳନ୍ତା ସ୍କୁଲ ବସ୍ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…
କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍ ନଂ ଓ ୦୩-ଏନ, ୬୯୪୫ରେ ଏକ ୫ ଫୁଟର ନାଗ ସାପ ରହିଥିଲା। ସ୍କୁଲ ଛୁଟି ହେବାପରେ କେସିଙ୍ଗା…
ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…
ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ କମ୍ପାନୀର ଅନ୍ୟାୟ, ଅନୀତି ବିରୁଦ୍ଧରେ ଜିଲା ବିକାଶ ପରିଷଦ ସହଯୋଗରେ ବ୍ଲକ ବିଶକର୍ମା…
ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…
ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ କରାଯାଇଛି। ନାମାଙ୍କନ ଦାଖଲକୁ ନେଇ ମହାବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଓ…
ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ ଅଳିଆ ଆବର୍ଜନା ଉଠି ପାରୁନାହିଁ। ଏନେଇ କର୍ତ୍ତୃପକ୍ଷଙ୍କୁ ଅଞ୍ଚଳବାସୀ ଅନେକ ଥର ଅଭିଯୋଗ…
ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା
ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ ପୁରସ୍କାର ମିଳେ, ତେବେ ଖୁସି ଆହୁରି ବଢ଼ିଯାଏ। ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ…
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…
ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ ଆସି ପ୍ରାର୍ଥୀମାନେ ନାମାଙ୍କନ ଭରିଛନ୍ତି। ଏହି ସମୟରେ ଢୋଲ ନିଶାନ ତ କେଉଁଠି…
ହଠାତ୍ ଅନ୍ତର୍ଜାତୀୟ କ୍ରିକେଟ୍କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍ ଜିତ ରାଭାଲ ପେସାଦାର କ୍ରିକେଟ୍ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍ ନିଜ କ୍ୟାରିୟର ଓ ଉପଲବ୍ଧିକୁ ନେଇ ସନ୍ତୁଷ୍ଟ ଥିବା କହି ଏହି ନିଷ୍ପତ୍ତି ନେଇଛନ୍ତି। ଗୁଜରାଟରେ ଜନ୍ମ ହୋଇଥିବା…

