Home

ବିଜେଡିରୁ ଇସ୍ତଫା ଦେଲେ ଜିଲା ସଭାପତି: ନବୀନଙ୍କୁ ଲେଖିଲେ ଚିଠି

ଫୁଲବାଣୀ,୨୩ା୧୦(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବିଜେଡି ସଭାପତି ଅଙ୍ଗଦ କହଁର ମଙ୍ଗଳବାର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫୁଲବାଣୀର ପୂର୍ବତନ ବିଧାୟକ ଅଙ୍ଗଦ ଗତ ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଟିକେଟ ପାଇ ନ ଥିଲେ। ବିଜେଡି ଅନ୍ୟ ଜଣଙ୍କୁ ପ୍ରାର୍ଥୀ…

ଜେଲ ଗଲେ ‘ବିଚାରପତି’:ଜାଣନ୍ତୁ କାହିଁକି

ଅହମଦାବାଦ, ୨୩।୧୦:ଗୁଜରାଟର ଗାନ୍ଧୀନଗରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷ ଧରି ନକଲି ଅଦାଲତ ଚଳାଉଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ଗାନ୍ଧୀନଗରରେ ରହୁଥିବା ମୋରିସ୍‌ ସାମୁଏଲ ଖ୍ରୀଷ୍ଟିଆନ ନାମକ ଅଭିଯୁକ୍ତ ନିଜ କାର୍ଯ୍ୟାଳୟରେ ନକଲି…

ବାତ୍ୟାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଆଜି ରାତି ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତର କରାଯିବ

ଭୁବନେଶ୍ୱର,୨୩ା୧୦(ଅନିଲ ଦାସ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପୂରା ଦମ୍‌ରେ ପ୍ରସ୍ତୁତ ଚଳାଇଛନ୍ତି। ତୃଣମୂଳ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ଅଞ୍ଚଳର ଲୋକଙ୍କୁ ବୁଧବାର ରାତି ସୁଦ୍ଧା ସ୍ଥାନାନ୍ତର କରାଯିବ। ଏନେଇ…

ବାତ୍ୟା ମୁକାବିଲା ପାଇଁ ପାରାଦୀପ ବନ୍ଦରର ପ୍ରସ୍ତୁତି: ବର୍ଥ ଛାଡ଼ି ସମୁଦ୍ରରେ ରହିବେ ଜାହାଜ

ପାରାଦୀପ,୨୩।୧୦(ଶରତ ରାଉତ):ବାତ୍ୟା ‘ଦାନା’କୁ ନେଇ ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଶେଷକରି ବନ୍ଦର ପୋତାଶ୍ରୟ ମଧ୍ୟରେ ଥିବା ସମସ୍ତ ପଣ୍ୟବାହୀ ଜାହାଜ ବୁଧବାର ମଧ୍ୟାହ୍ନଠାରୁ ବର୍ଥ ଛାଡ଼ି ସମୁଦ୍ର ଭିତରକୁ ଯିବେ ଏବଂ ବାତ୍ୟା ପ୍ରଭାବ କମିବା…

ଅଖଣ୍ଡତାକୁ ବିପଦ

ରାଜନୀତିରେ ଏବେ ପ୍ରଭାବ ବିସ୍ତାର ପାଇଁ ଏକ ନୂଆ ମାନସିକତା ସାମ୍ନାକୁ ଆସିଛି। ପ୍ରଥମେ ଜାତି, ତା’ପରେ ଧର୍ମ ଆଧାରିତ ରାଜନୀତିର ଖେଳ ଭାରତୀୟମାନେ ଦେଖିବାର ସୁଯୋଗ ପାଇଲେ। ଏବେ ଜନସଂଖ୍ୟାକୁ ନେଇ ରାଜନୀତି ଆରମ୍ଭ ହେଲାଣି। ଭାରତ ଭଳି ଏକ…

ଦର ବଢ଼ାଉଛି ‘ଦାନା’: କଳାବଜାର କରୁଥିବା ବେପାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର/ଅନିଲ ଦାସ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହୋଇ ବାତ୍ୟା ‘ଦାନା’ର ରୂପ ନେବ। ଏହା କ୍ରମଶଃ ବଳ ଗୋଟାଇ ୨୪ ତାରିଖ ସକାଳ ସୁଦ୍ଧା ଉଗ୍ରରୂପ ଧାରଣ କରିପାରେ। ବାତ୍ୟା କେନ୍ଦ୍ରାପଡ଼ା…

ପାକିସ୍ତାନ କୋଚ୍‌ଙ୍କ ସ୍ଥାନ ନେବେ ପାର୍ଥିବ ପଟେଲ, ହେବେ ଏହି ଦଳର ବ୍ୟାଟିଂ କୋଚ୍‌…

ନୂଆଦିଲ୍ଲୀ,୨୨।୧୦: ପୂର୍ବତନ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲଙ୍କ ବିଷୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ସେ ଖୁବ୍‌ଶୀଘ୍ର ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନର ହ୍ବାଇଟ-ବଲ୍‌ ମୁଖ୍ୟ ପ୍ରଶିକ୍ଷକ ଗ୍ୟାରି କିର୍ଷ୍ଟେନଙ୍କ ସ୍ଥାନ ନେବାକୁ ଯାଉଛନ୍ତି। ଗ୍ୟାରି କିର୍ଷ୍ଟେନ ଆଇପିଏଲ୍‌ର…

ଦିନକୁ ୮,୦୦୦,୦୦,୦୦ ଟଙ୍କା ବାଣ୍ଟୁଛନ୍ତି ଏଲୋନ ମସ୍କ; ଏହି ସର୍ତ୍ତକୁ ପୂରଣ କଲେ ହୋଇଯିବେ କୋଟିପତି…

ଲଣ୍ଡନ,୨୨।୧୦: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଟେସ୍‌ଲା ଏବଂ ସ୍ପେସ୍‌ ଏକ୍ସ ମାଲିକ ଏଲୋନ ମସ୍କ ଏଭଳି ଏକ ଘୋଷଣା କରିଛନ୍ତି, ଯାହାକି କୋଟିପତି ହେବାର ସ୍ବପ୍ନକୁ ପୂରଣ କରିପାରିବ। ଆଜିଠାରୁ ସେ ପ୍ରତ୍ୟେହ ଜଣେ ବ୍ୟକ୍ତିଙ୍କୁ ୮,୦୦୦,୦୦,୦୦ ଟଙ୍କା ଦେବେ।…

ଜନ୍ମଦିନରେ ଘରକୁ ଫେରିଲେ ନାହିଁ; ମନ୍ଦିର ପରିସରରୁ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତଦେହ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ)-ରାଜଧାନୀ ଭୁବନେଶ୍ୱରର ଇନ୍‌ଫୋସିଟି ଥାନା ଅଞ୍ଚଳରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ପଥଗାଡିଆ ଅଞ୍ଚଳର ସୁଶାନ୍ତ ବେହେରା ଓରଫ ରାଜୁ (୩୦)। ପଟିଆ ଚନ୍ଦକା ଶିଳ୍ପାଞ୍ଚଳରେ ଥିବା ଏକ ନିର୍ମାଣଧିନ ମନ୍ଦିର ପରିସରରୁ…

ଜେଲରେ ଏ କ’ଣ ଚାଲିଛି ! ହାତରେ ଛୁରୀ ଧରି କଏଦୀ କଲେ ଭିଡିଓ ଶୁଟ୍‌, ଭାଇରାଲ ପରେ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲ୍‌ରେ ଚାଲୁଛି ଅପରାଧୀଙ୍କ ରାଜୁତି। ଜେଲ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। ଏପରିକି କଏଦୀମାନେ ମୋବାଇଲ ଫୋନ୍‌ ବ୍ୟବହାର କରି ଅପରାଧ ଘଟାଉଛନ୍ତି। ମଙ୍ଗଳବାର ଏପରି ଏକ ଭିଡିଓ…

ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ, କାଲି ସ୍ଥାନାନ୍ତର ହେବେ ଲୋକେ: ମନ୍ତ୍ରୀ

ଭୁବନେଶ୍ୱର,୨୨।୧୦: ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ମୁକାବିଲାକୁ ରାଜ୍ୟ ସରକାର ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଛନ୍ତି। ତେବେ ଏହାର ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମ୍ବେଦନଶୀଳ…

ମଝିରାତିରେ ଲ୍ୟାଣ୍ଡଫଲ୍‌! ୭ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୨।୧୦: ମାଡିଆସୁଛି ଦାନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଥିଲା। ଏବେ ତାହା ଗଭୀର ଅବପାତରେ ପରିଣତ ହୋଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri