ଆଇପିଏସ୍ ଲଳିତ ଦାସ ହେଲେ OSSSC ଅଧ୍ୟକ୍ଷ
ଭୁବନେଶ୍ୱର,୨୨।୧୦: ଅବସରପ୍ରାପ୍ତ ଆଇପିଏସ୍ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ସବ୍ ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ(ଓଏସ୍ଏସ୍ଏସ୍ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ସହ ଅବସରପ୍ରାପ୍ତ ଆଇଏଏସ୍ ଉଦ୍ଧବ ଚନ୍ଦ୍ର ମାଝୀ ଏବଂ ସରୋଜ କୁମାର ମିଶ୍ରଙ୍କୁ ମଧ୍ୟ…
ପନ୍ତଙ୍କୁ ନିଜର ‘ଗୁରୁ’ ମାନିଲେ ଶାମି, ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୨୨।୧୦: ଟିମ୍ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମୀ ବର୍ତ୍ତମାନ ଆହତ ସମସ୍ୟାକୁ ନେଇ ଏନ୍ସିଏରେ ଅଛନ୍ତି। ଦିନିକିଆ ବିଶ୍ୱକପ୍ ୨୦୨୩ ପରେ ସେ ମଇଦାନକୁ ଓହ୍ଲାଇ ନାହାନ୍ତି। ଫେବୃଆରୀ ୨୦୨୪ରେ ସେ ନିଜର ସର୍ଜରୀ କରାଇଥିବା ବେଳେ ପୁଣି ଥରେ…
ବଡ଼ ବାତ୍ୟା! ୬ ଆଇଏଏସଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର
ଭୁବନେଶ୍ୱର,୨୨।୧୦: ମାଡି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ…
ଓ୍ବାର୍ନରଙ୍କ ବଡ଼ ଘୋଷଣା, ଭାରତକୁ ହରାଇବା ଲାଗି ସନ୍ନ୍ୟାସରୁ ନେଇପାରନ୍ତି ୟୁ-ଟର୍ନ
ନୂଆଦିଲ୍ଲୀ,୨୨।୧୦: ପ୍ରାୟ ମାସକ ପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ୧୦ ବର୍ଷ ଧରି ପରାଜିତ ହୋଇ ଆସୁଥିବାରୁ ଏହି ସିରିଜରେ ଅଷ୍ଟ୍ରେଲିଆ ଜିତିବା ଲାଗି ଆଶା ବାନ୍ଧିଛି। ଏହାକୁ ନେଇ ପ୍ୟାଟ…
ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି
ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ…
ମୋଦିଙ୍କୁ ଭେଟିବା ପରେ ଏମିତି କଥା କହିଦେଲେ ପୁଟିନ
ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ…
ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ…
ରୁଷିଆରେ ପହଞ୍ଚିଲେ ମୋଦି: କୃଷ୍ଣ ଭଜନ ଗାଇ କରାଗଲା ଭବ୍ୟ ସ୍ବାଗତ
ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କାଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଭଗବାନ କୃଷ୍ଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ…
ଶ୍ରମିକଙ୍କ ଚେତାବନୀ: କାମ ଦିଅ ନ ହେଲେ….
ବଲାଙ୍ଗୀର, ୨୨।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ବ୍ଳକ ଅନ୍ତର୍ଗତ ସୁଲେଇକେଲା ଗ୍ରାମ ପଞ୍ଚାୟତ ଅଧୀନ ଝରିଆମୁଣ୍ଡା ଗାଁର ଶ୍ରମିକମାନେ କାମ ଯୋଗାଇ ଦେବା ଦାବିରେ ମଙ୍ଗଳବାର ଜିଲା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ କୋଡ଼ି, କୋଦଳ, ଡଲା ଭାର ଧରି…
କୋଦାଳ ଧରି ରାସ୍ତା ସଫା କଲେ ସିଆରପିଏଫ ଯବାନ
ତୁମୁଡିବନ୍ଧ,୨୨।୧୦(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ବେଲଘର ସିଆରପିଏଫ କ୍ୟାମ୍ପର ୧୨୭ କେନ୍ଦ୍ରୀୟ ବଳ ଦ୍ୱାରା ଆଜି ମଙ୍ଗଳବାର ପୂର୍ବାହ୍ନ ୧୧ଟା ବେଳେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ କରାଯାଇଛି। ୧୨୭ ସିଆରପିଏଫ ବାଲିଗୁଡା ମୁଖ୍ୟ କାର୍ଯ୍ୟାଳୟ, କନ୍ଧମାଳର କମାଡେଣ୍ଟ ପଙ୍କଜ ବର୍ମାଙ୍କ…
ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ ମାମଲା: ଜେଲ୍ ଗଲେ ଅଭିଯୁକ୍ତ ସ୍ବାମୀ
ଦିଗପହଣ୍ଡି,୨୨।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମର ଏସ. ବେଦମୋତି ଦୋରାଙ୍କୁ ତାଙ୍କ ସାମୀ ଏସ.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ଅଭିଯୁକ୍ତ ସ୍ବାମୀଙ୍କୁ ପୋଲିସ…
ଧମକ ମିଳୁଥିବାରୁ ସଲମାନଙ୍କ ମେଣ୍ଟାଲ ହେଲଥ ଉପରେ ପଡୁଛି ପ୍ରଭାବ! ସୁଟିଂ କ୍ୟାନସେଲ
ମୁମ୍ବାଇ,୨୨।୧୦: ଏନସିପି ନେତା ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ସଲମାନ ଖାନଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ମିଳୁଛି, ଯେଉଁଥିପାଇଁ ଆଜିକାଲି ସୁପରଷ୍ଟାର ବହୁତ ଚାପରେ ଅଛନ୍ତି ଏବଂ ରିଆଲିଟି ସୋ ‘ବିଗ ବସ ୧୮’ର ‘ୱିକେଣ୍ଡ କା ଓ୍ବାର୍ ’ସମୟରେ…
Archives


